କୋରାପୁଟ

ବିଦ୍ୟାଳୟକୁ ଶିକ୍ଷକ ଡେରିରେ ଆସିବାରୁ ତାଲା ପକାଇଲେ ଗ୍ରାମବାସୀ

କୁନ୍ଦୁରା,୨୮ା୨ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର ଆମ୍ବଗୁଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଗ୍ରାମବାସୀ ତାଲା ପକାଇଛନ୍ତ। ପୂର୍ବାହ୍ନ ୧୧ଟା ସୁଦ୍ଧା ବିଦ୍ୟାଳୟ ଖୋଲି ନ ଥିଲା। ବିଦ୍ୟାଳୟ ପରିସରରେ ୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ବୁଲୁଥିଲେ। ୧୧ଟା...

ବିଶ୍ୱାସ,ପରମ୍ପରାର ଯାତ୍ରା ଝାମିଯାତ୍ରା

ଜୟପୁର, ୨୮ା୨ (ନି.ପ୍ର.):ବିଶ୍ୱାସର ଯାତ୍ରା ଝାମିଯାତ୍ରା ପାଇଁ ଜୟପୁର ଉତ୍ସବମୁଖର ହୋଇପଡିଛି। ଶିରଲୀ ଦେବୀ ପୂଜା ପାଉଥିବା ଏହି ଯାତ୍ରା ଶିବରାତ୍ରିଠାରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି ା ଶିବରାତ୍ରି ଦିନ ଶିବ ମନ୍ଦିରରେ ଏକ ପୂଜା କରାଯାଇଥାଏ ା ପରେ...

କାମ ନ ପାଇ ଭିଟାମାଟି ଛାଡୁଛନ୍ତି ଗ୍ରାମବାସୀ

ଦଶମନ୍ତପୁର, ୨୭ା୨ ( ଡି.ଏନ.ଏ.):କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଡୁମ୍ବାଗୁଡ଼ା ପଞ୍ଚାୟତ ଭିତରବାଗ୍ରି ଗ୍ରାମରେ ଗ୍ରାମବାସୀ ନିଜ ଅଞ୍ଚଳରେ କୌଣସି କାମ ନ ପାଇ ଶେଷରେ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ଦେଖିବାକୁ ମିଳୁଛି।...

ଏସ୍‌ଏଚ୍‌ଜିକୁ ଠକିଦେଲା ପ୍ରଶାସନ

ସେମିଳିଗୁଡା/ସୁନାବେଡା, ୨୭ା୨(ସ୍ବ.ପ୍ର.):ଆନ୍ଧ୍ରପ୍ରଦେଶ ସରକାର, ଓଡିଶାର ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ବହୁ ବାଦ ବିବାଦ ପରେ ଓଡିଶା ସରକାର କୋଟିଆ ଅଞ୍ଚଳର ଆଦିବାସୀଙ୍କ ବିକାଶ ପାଇଁ କେତେକ ଯୋଜନା କରିଥିଲେ। ଏଠାକାର ଜଳବାୟୁ ଅନୁସାରେ ଉକ୍ତ ଅଞ୍ଚଳରେ ଷ୍ଟ୍ରବେରି ଚାଷ କରାଯାଇଥିଲା।...

କୋରାପୁଟ ଗସ୍ତରେ ରାଜ୍ୟ ମୁଖ୍ୟ ଶାସନ ସଚିବ

କୋରାପୁଟ,୨୬ା୨(ସ୍ବ.ପ୍ର.): ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରବିବାର କୋଟିଆ ପଞ୍ଚାୟତର ଜାନିଗୁଡ଼ା ଷ୍ଟ୍ରବେରୀ ଫାର୍ମ ପରିଦର୍ଶନ କରିଛନ୍ତି। ଚାଷୀ ବାସନା ଗେମେଲଙ୍କ ସହ ଆଲୋଚନା କରି କେତେ ଅର୍ଥ ପାଉଛନ୍ତି ତାହା ପଚାରି ବୁଝିଥିବା ଜଣାପଡ଼ିଛି।...

ମାଛକୁଣ୍ଡ ଟିପି ଡ୍ୟାମ୍‌ରୁ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ

କୋରାପୁଟ, ୨୬।୨(ସ୍ବ.ପ୍ର.): କୋରାପୁଟ ଜିଲାର ଅନକାଡେଲିସ୍ଥିତ ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପର ଟିପି ଡ୍ୟାମରେ ଗଛ ଗଣ୍ଡି ଓ ଡାଳ ଲାଗି ଗେଟ୍‌ ପ୍ରଭାବିତ ହୋଇଛି। ଏଥିଯୋଗୁ ପ୍ରକଳ୍ପର ବିଦ୍ୟୁତ୍‌ ଉପତ୍ାଦନ ବନ୍ଦ ରହିଥିବା ଅଧୀକ୍ଷଣ ଯନ୍ତ୍ରୀ କେ.ଭି. ନାଗେଶ୍ୱର...

ନଳକୂପ ଦୂର କରିପାରୁନି ଜଡ଼ାପୁଟ ଜଳସଙ୍କଟ

ଦଶମନ୍ତପୁର,୨୫ା୨ (ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତ ଜଡ଼ାପୁଟ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖିବାକୁ ମିଳିଛି। ଗ୍ରାମବାସୀ ବର୍ଷ ବର୍ଷ ଧରି ଝରଣା ପାଣିରେ ଚଳୁଥିବା ଜଣାପଡିଛି। ଏହି ଗ୍ରାମରେ ୪୦ରୁ ଊର୍ଦ୍ଧ୍ୱ ଆଦିବାସୀ...

ଲ୍ୟାମ୍ପ୍ସର ଚାଷୀଙ୍କୁ ଅଣଦେଖା ଅଭିଯୋଗ

ଦଶମନ୍ତପୁର,୨୪ା୨ (ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ମହକୁମାସ୍ଥିତ ଲ୍ୟାମ୍ପ ପକ୍ଷରୁ ମାଣ୍ଡିଆ ଚାଷୀଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ହେଉଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଖବରରୁ ଜଣାପଡିଛି, ମାଣ୍ଡିଆ ବ୍ୟବସାୟୀ ଏବଂ ଲ୍ୟାମ୍ପସ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ...

କଥା ହେବାକୁ ୩ କି.ମି.ପାହାଡ଼ ଚଢ଼ିବାକୁ ପଡ଼େ

ସେମିଳିଗୁଡ଼ା/ ସୁନାବେଡ଼ା ୨୪ା୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର କାଣ୍ଟି ପଞ୍ଚାୟତ ଦେଓମାଳି ପର୍ବତର ପାଦ ଦେଶରେ ରହିଛି। ଏହି ପଞ୍ଚାୟତ ସର୍ବଦା ଅବହେଳିତ ହୋଇ ରହି ଆସିଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ସରକାର ଦେଓମାଳି ପର୍ବତର ପ୍ରାକୃତିକ ସୌନ୍ଦର୍ଯ୍ୟର...

ଷ୍ଟେଶନ ଶୌଚାଳୟରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୨୩।୨(ସ୍ବ.ପ୍ର): କୋରାପୁଟ ବ୍ଲକ ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନ ଶୌଚାଳୟରୁ ଗୁରବାର ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ସେ ହେଲେ କୋରାପୁଟ ବ୍ଲକ ପଦ୍ମପୁର ଗ୍ରାମର ଆୟାଲ(୨୩) ବୋଲି ଜଣାପଡିଛି। ତେବେ ମୃତ୍ୟୁର ସଠିକ୍‌ କାରଣ...

ଜଣେ ଯୁବତୀଙ୍କ ସହ ୫ ଗିରଫ

କୋରାପୁଟ, ୨୨।୨(ସ୍ବ.ପ୍ର.): ଉତ୍ତରପ୍ରଦେଶର ଆମେଢ଼ା ଗ୍ରାମର ଜଣେ ଡ୍ରାଇଭରଙ୍କୁ କୋରାପୁଟରେ ଅପହରଣ କରି ତାଙ୍କୁ ଖଲାସ ପାଇଁ ୨୫ ଲକ୍ଷ ଟଙ୍କା ମାଗିବା ଘଟଣାର ପର୍ଦ୍ଦାଫାଶ କରିଛି କୋରାପୁଟ ଟାଉନ ପୋଲିସ। ଏହି ଘଟଣାରେ ସମ୍ପୃକ୍ତ ଜଣେ ଯୁବତୀଙ୍କ ସହ...

୭୫ ବର୍ଷ ଭିତରେ କେହି ଶିକ୍ଷିତ ହୋଇ ନ ଥିବା ଗାଁ

ପଟ୍ଟାଙ୍ଗି,୨୧ା୨(ଡି.ଏନ୍‌.ଏ.):ଶିକ୍ଷା ହିଁ ମଣିଷ ଜୀବନରେ ସର୍ବଶ୍ରେଷ୍ଠ ଆବଶ୍ୟକତା। ଶିକ୍ଷା ମଣିଷର ସାମାଜିକ ଓ ମାନସିକ ବିକାଶ ଘଟାଇଥାଏ । ଶିକ୍ଷାର ଉନ୍ନତି ଲାଗି ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଅଙ୍ଗନଓ୍ବାଡି କେନ୍ଦ୍ରମାନ ଖୋଲି ୩ବର୍ଷରୁ ୬ବର୍ଷ ବୟସର ଶିଶୁମାନଙ୍କ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri