କୋରାପୁଟ

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ ସାଜେନ୍ତୀ କିର୍ସାନୀ, ସମିତିସଭ୍ୟ ବିନୋଦିନୀ ସମାର୍ଡୀ, ସମସ୍ତ ୱାର୍ଡସଭ୍ୟ, ନାଏବ ସରପଞ୍ଚ ମନ…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ରେ ଏସ୍‌ଏମ୍‌ସି ବୈଠକ ହୋଇଥିବା ଜଣାପଡ଼ିଛି। ଅନିୟମିତତା ନେଇ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ ରାଜପଥରେ ଏବେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି । ସୂଚନା ଅନୁସାରେ, ବ୍ଲକର…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଆସନ୍ନ ପ୍ରସବ ବେଦନାରେ ଛଟପଟ ହେଉଥିବା ଗର୍ଭବତୀ ଲିମ୍ବେ ମାରି (୪୦) ଙ୍କୁ…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର ସାଧନ ନ ଥିବା ଦେଖିବାକୁ ମିଳିଛି। ବ୍ଲକ୍‌ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ଥିବା…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି। ଗୁଣ୍ଠାପୁଟ ଗ୍ରାମ ନିବାସୀ ଟିସେନ ହନ୍ତାଳଙ୍କ ଘର ଦାଣ୍ଡରେ ଥିବା ଓଡି୨୪ ୩୨୬୯…

ଓଡିଶାର ଏହି ଜିଲାରେ ଅଣ୍ଡା ଗୋଟେ ୫ ଟଙ୍କା, ଜାଣନ୍ତୁ କେମିତି କମିଲା ଦାମ୍

ନନ୍ଦପୁର,୧୫ା୩(ତୁଷାର କାନ୍ତ ମହାନ୍ତି) : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସ୍ଥିତି ଅଞ୍ଚଳରେ ଗ୍ୟାସ ଦରକୁ ମହଙ୍ଗା କରିଛି । ଡିଜେଲ ପେଟ୍ରୋଲ ଭଳି ତୈଳ ଦର ଓ ଉପଲବ୍ଧିତାକୁ ନେଇ ଭେଳିକି ସୃଷ୍ଟି କରିଥିବା ବେଳେ ଅଚାନକ ଅଣ୍ଡା ଦର ଶସ୍ତା ହୋଇଛି।…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ଯୋଗାଣ ବିଭାଗ ପତ୍ର ସଂଖ୍ୟା ୨୩୩/ଏକ୍ସଭିଆଇଆଇ/ଏଚଏସଡିରେ ବ୍ଲକ…

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

ନନ୍ଦପୁର,୧୪୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧୀନ ୨୩ ପଞ୍ଚାୟତର ଭିବି ରାମଜି(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କରାଯାଇଥିବା କାର୍ଯ୍ୟ ଓ ବିଦ୍ୟାଳୟଗୁଡ଼ିକରେ ସମଗ୍ର ଶିକ୍ଷା ଯୋଜନା ପାଣ୍ଠି ବିନିଯୋଗର ସାମାଜିକ ସମୀକ୍ଷା ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲା…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ ଗିରଫ ହୋଇଛନ୍ତି। ନନ୍ଦପୁର ପୋଲିସ ଅଭିଯୁକ୍ତ କମଳଲୋଚନ ଖେମୁଣ୍ଡୁଙ୍କୁ ଶୁକ୍ରବାର ଗିରଫ କରି…

ରେଳଧାରଣାରେ ପଡ଼ିଛି ଯୁବକଙ୍କ ମୁଣ୍ଡଗଣ୍ଡି ଅଲଗା ମୃତଦେହ

ନନ୍ଦପୁର/ପାଡୁଆ,୧୩ା୩(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କୋତାବାଲସା-କିରାଣ୍ଡୁଳ କେ.କେ ରେଳପଥର ପାଡୁଆ ଷ୍ଟେଶନର ଅନତି ଦୂରରେ ଜଣେ ଯୁବକଙ୍କ ମୃତ ଶରୀର ମୁଣ୍ଡ-ଗଣ୍ଡି ଅଲଗା ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନ ୧୦ ଟାରୁ…

ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କଲେ ଜିଲାପାଳ, ନଦୀ ଉପରେ ହେବ…

ନନ୍ଦପୁର,୧୩ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଗତ ତା-୨୭.୨.୨୬ରେ ନନ୍ଦପୁର ବ୍ଲକ ପରିଦର୍ଶନରେ ଆସି ବାସୁକୀ ନଦୀପାର ହୋଇ ରାଇସିଂ ପଞ୍ଚାୟତର ଦେବଷଣ୍ଢଗୁଡ଼ା ଗ୍ରାମବାସୀଙ୍କୁ ଗ୍ରାମ ସମ୍ମୁଖରେ ପ୍ରବାହିତ ବାସୁକୀ ନଦୀ ଉପରେ ଏକ ପୋଲ ନିର୍ମାଣ କରାଯିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri