ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ
କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ହେଲେ ହରଡ଼ାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ମାରାଡ଼ ମାଲିଗୁଡ଼ା ଗ୍ରାମର ଗୁରୁନାଥ। ସେ…
ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ
କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର ଚନ୍ଦନ କଳସ ଯାତ୍ରା ମଙ୍ଗଳବାର କୋରାପୁଟରେ ପହଞ୍ଚିଥିଲା। ଏହି ଅବସରରେ ଚନ୍ଦନ କଳସ…
ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ
କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ ଅପ୍ରେଣ୍ଟିସ୍ଶିପ୍-କମ୍-ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି। ବିଶ୍ୱବିଦ୍ୟାଳୟର ବିଜନେସ୍ ମ୍ୟାନେଜମେଣ୍ଟ ବିଭାଗ ଏହାର ସଂଯୋଜନା…
ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା
କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ରେଳବାଇର…
ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…
କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍ ଉଦ୍ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ୟୁନିଟ୍ର ଉଦ୍ଘାଟନ କରିବା ସହ ଚିକିତ୍ସାଳୟର ବିଭିନ୍ନ…
ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…
ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି ପୋଖରୀକୁ ଶୌଚ ହେବାକୁ ଯାଇଥିବା ମହିଳାଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଛି। ମୃତକ…
ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….
ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି ପୋଖରୀକୁ ଶୌଚ ହେବାକୁ ଯାଇଥିବା ମହିଳାଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଛି ।…
ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ
ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି। ରାସ୍ତାର ଦୂରାବସ୍ଥା ଯୋଗୁ ଗୁରୁବାର ସକାଳ ୫,୩୦ ମିନିଟରେ ସୂଚନା ପାଇ ଗାଁର…
ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…
ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ନାବାଳକ ଜଣକ କସନ୍ଦି ପଞ୍ଚାୟତ ଡ଼ାରେଙ୍ଗବା ଗ୍ରାମର…
ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ
କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ଭିଡ଼ ବଢ଼ିବା ସହ ବେଡ୍ ଅଭାବରୁ ରୋଗୀ ତଳେ ଶୋଇ ଚିକିତ୍ସିତ…
କାର୍-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍ରେ ନେଇ…
ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍ରେ ଥିବା ଜଣେ ଏବଂ ମୋଟରସାଇକେଲର ଦୁଇ ଜଣ ଆହତ ହୋଇଛନ୍ତି। ୨ ଗୁରୁତରଙ୍କ…
ପିଇଓ ସଙ୍ଘର କର୍ମକର୍ତ୍ତା ଚୟନ, ଦାୟିତ୍ୱ ନେଲେ ପଦାଧିକାରୀ
କୋରାପୁଟ,୯।୮(ଅମିତାଭ ବେହେରା): ନିଖିଳ ଉତ୍କଳ କୋରାପୁଟ ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଙ୍ଘର ପୁନର୍ଗଠନ ତଥା ନୂତନ କମିଟି ଗଠନ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ଆୟୋଜିତ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମରେ…

