କୋରାପୁଟରେ ୧୪୪ ଧାରା ଜାରିକଲେ ଜିଲାପାଳ
କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଶନିବାର ସନ୍ଧ୍ୟା ୬ଟାରୁ କୋରାପୁଟ ଜିଲା ବ୍ୟାପି ୧୪୪ ଧାରା ଜାରି କରିଛନ୍ତି କୋରାପୁଟ ଜିଲାପାଳ। ଶନିବାର କୋରାପୁଟ ଜିଲାପାଳ ପତ୍ରସଂଖ୍ୟା ୨୪୦୨/୧୧.୫.୨୪ ଜରିଆରେ ଏହି...
ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ
ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଓଡିଶା ଭିତରେ...
ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ
କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା ବ୍ଲକରେ ସର୍ବାଧିକ ୪୨ମି.ମି ବର୍ଷା ହୋଇଛି। ଏପରି କି ଦଶମନ୍ତପୁର ବ୍ଳକରେ ସର୍ବନିମ୍ନ...
ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ
ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଦୋକାନ ମାଲିକ ପ୍ରକାଶ ମହାପାତ୍ରଙ୍କ...
ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା
କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ ଆସି ନିଜ ଘରୁ ମତଦାନ କରିପାରିବେ। ଏହି ପରିପ୍ରେକ୍ଷୀରେ ଜିଲାର ୪ଟି ସଂସଦୀୟ...
ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍
ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍ମାନେ ମତଦାନ କେନ୍ଦ୍ରରେ ପହଞ୍ଚି ମତଦାନ କରିବାକୁ ସକ୍ଷମ ନୁହଁନ୍ତି ସେମାନଙ୍କ ନିକଟରେ ପ୍ରଶାସନ ପହଞ୍ଚି ତାଙ୍କଠାରୁ ମତଦାନ...
ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ
କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।...
କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍
କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍ପି ଏବଂ ଏମ୍ଏଲ୍ଏ ପ୍ରାର୍ଥୀଙ୍କୁ ଶଙ୍ଖ...
ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର
ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ ହୋଇଛି। ଏହି ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ମହଲରେ...
ରବି-ତାରା ମୁହାଁମୁହିଁ
ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଟାର୍ଗେଟ କରିଛନ୍ତି। ନନ୍ଦ କହିଛନ୍ତି, ବିଜେଡି ପ୍ରାର୍ଥିନୀ...
କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର
କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କୋରାପୁଟ ଉପଖଣ୍ଡର ଥିବା ୩ ନିର୍ବାଚନ ମଣ୍ଡଳୀ ଯଥା କୋରାପୁଟ...
ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା
କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଆର ଟି ଓ କାର୍ଯ୍ୟାଳୟ ସମ୍ମୁଖରୁ ଏକ...
Archives


