ଯାଜପୁର, ନୂଆ ଜଗନ୍ନାଥ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ଼, ଦୃଷ୍ଟି ଦେବାକୁ ପ୍ରଶାସନ ନିକଟରେ ଦାବି
ନିରାକାରପୁର, ୨୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ନିରାକାରପୁର ବଜାରରୁ ଲେଣ୍ଡୋ ପଞ୍ଚାୟତର ଯାଜପୁର ଗାଁକୁ ଯିବା ମୁଖ୍ୟ ରାସ୍ତାଟି ଏବେ ଡମ୍ପିଂୟାର୍ଡ଼ ପାଲଟିଛି। ଖାଲି ଯାଜପୁର ନୁହେଁ ଏହି ରାସ୍ତା ଉପରେ ଲେଣ୍ଡୋ ପଞ୍ଚାୟତର ରେଙ୍ଗଟା, ମାଳିସାହି, କୁନିଆଁ ସାମନ୍ତରାପୁର, ଭଗବତୀପଡ଼ା,…
ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍, ନଗଦ ଟଙ୍କା ସମେତ ମିଳିଲା…
କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଏଆରଆଇ ସୁରେନ୍ଦ୍ର କୁମାରଙ୍କ ଘରେ ଜୟପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ରେଡ ହୋଇଛି ା…
ଏଆର୍ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ
କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍, ୫ଜଣ ଏଏସଆଇ…
ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ
କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି ସଫଳ ହୋଇଛନ୍ତି। ଯାହା ଜିଲା ପାଇଁ ଗର୍ବ ଓ ଗୌରବର ବିଷୟ। ଆଗକୁ ହେବାକୁ…
୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର
ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ ଚାନ୍ଦିନୀ ହରିଜନ। ସୂଚନାନୁଯାୟୀ, ଚାନ୍ଦିନୀ ମଙ୍ଗଳବାର ନିଜ ଭାଇଙ୍କ ସହ ପାଖ ଜମିରେ ଖେଳୁ…
ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ
କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ କାର୍ଯ୍ୟ କରୁଥିବା ଜଣେ ଚୁକ୍ତି ଭିତ୍ତିକ କର୍ମଚାରୀଙ୍କ ଦରମା କରିବା ପାଇଁ ୭…
ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି
କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ। ଏପରିକି କୋରାପୁଟ…
ଧାନ କିଣାକୁ ନେଇ ଅଭିନୟ କରାଯାଉଛି: କୃଷକ କଲ୍ୟାଣ ମଞ୍ଚ
କୁନ୍ଦୁରା,୨୧ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍ରେ ଚଳିତ ଖରିଫ ଋତୁରେ ଧାନମଣ୍ଡି ବିଭିନ୍ନ ସ୍ଥାନରେ ଶୁଭାରମ୍ଭ ହୋଇଥିବା ବେଳେ ମିଲର୍ସଙ୍କ ଦ୍ୱାରା ଧାନ ଉଠାଯାଉ ନ ଥିବାରୁ ବ୍ଲକ୍ ଆଗରେ ଚାଷୀ ଧାରଣା ଦେଇଛନ୍ତି। ଡିଏଲପିସି ବୈଠକର ଘୋଷଣା ମୁତାବକ…
ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ
କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ ନାରାରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମବାସୀ ଶହୀଦ ଈଶ୍ୱରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।…
ଦେଓମାଳି ପର୍ଯ୍ୟଟନସ୍ଥଳୀ ପରିଦର୍ଶନରେ ଯାଇ କୁହୁଡ଼ିରେ ଫସିଲେ ଉପ ମୁଖ୍ୟମନ୍ତ୍ରୀ ପରିଡ଼ା,ପରେ…
ପଟ୍ଟାଙ୍ଗି,୧୯।୧୨(ଶରତ ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପଟ୍ଟାଙ୍ଗି ବ୍ଲକ ତଥା କୋଟିଆ ପଞ୍ଚାୟତ ଅଧୀନରେ ରହିଥିବା ଦେଓମାଳି ପର୍ଯ୍ୟଟନସ୍ଥଳୀ ପରିଦର୍ଶନ କରିବାକୁ ଯାଇ ଘନ କୁହୁଡ଼ିରେ ଫସି ଯାଇଛନ୍ତି। ଏ ନେଇ ତାଙ୍କୁ ନାକେଦମ…
ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ
ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ବୈପାରୀଗୁଡା ଥାନା ଅନ୍ତର୍ଗତ କେନ୍ଦୁଗୁଡା ପଞ୍ଚାୟତ ବଡାଗୁଡା ଗ୍ରାମର ଈଶ୍ୱର…
ମୁଖ୍ୟମନ୍ତ୍ରୀଙ୍କ କରକମଳରେ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ
ଜୟପୁର,୧୫ା୧୨: କୋରାପୁଟ ଜିଲା ଜୟପୁର ଫୁଲବାଡ଼ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା, ସରକାରୀ ଆବାସିକ ଗୃହ, ଏୟାରପୋର୍ଟର ନବନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ…
Archives


