ଧନତେରସରେ ସିଟି/ଜିଏସ୍ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…
ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁରରେ। ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁବାସବି ଜୁଏଲେରୀ ମାଲିକ ହରପ୍ରସାଦ…
ଘୁ.ଉଦୟଗିରିରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ
ଘୁ.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଆଲୋକର ପର୍ବ ପବିତ୍ର ଦୀପାବଳୀ ଅବସରରେ ସ୍ଥାନୀୟ ବନ୍ଧ ଛକ ପୂଜା ମଣ୍ଡପରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ମା’ଙ୍କ ପୂଜା ଧୁମଧାମରେ କରାଯାଉଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ଝଲସି…
ବ୍ରିଜ ଉପରୁ ଜଳଭଣ୍ଡାରକୁ ଡେଇଁ ପଡ଼ିଲେ ମହିଳା
କୋରାପୁଟ,୩୧।୧୦: କୋରାପୁଟ ଜିଲା ଦୁରୁଗୁଡ଼ା ନିକଟରେ ଗୁରୁବାର ବ୍ରିଜ ଉପରୁ ଜଣେ ମହିଳା କୋଲାବ ଜଳଭଣ୍ଡାରକୁ ଡେଇଁ ପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ବସ୍ରୁ ଓହ୍ଲାଇ ଭଳଭଣ୍ଡାର ନିକଟକୁ ଚାଲିଚାଲି ଯାଇଥିଲେ। ହେଲେ କୌଣସି କାରଣକୁ ନେଇ ମହିଳା…
ରାସ୍ତାରେ ଜଳିଗଲା ଚଳନ୍ତା ହାଇୱା
କୋରାପୁଟ/ନାରାୟଣପାଟଣା,୩୧।୧୦(ଅମିତାଭ ବେହେରା/ରାଜକିଶୋର ଜେନା) ଦୀପାବଳୀରେ ଏକ ଅଘଟଣ ସାମ୍ନାକୁ ଆସିଛି। କୋରାପୁଟ ଜିଲା ନାରାୟଣପାଟଣା ଥାନା ଅଧୀନ ବିଜାଘାଟି ବୁଢାପଣସ ନିକଟରେ ଗୁରୁବାର ଏକ ହାଇୱାରେ ନିଆଁ ଲାଗି ଜଳି ଯାଇଛି। ଅଗ୍ନିକାଣ୍ଡରୁ ଡ୍ରାଇଭ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମିଳିଥିବା…
କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…
କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୪ ଶୁଭାରମ୍ଭ ହୋଇଛି। ଜିଲାପାଳ ଭି.କୀର୍ତ୍ତି ଭାସନ, କୋରାପୁଟ ବିଧାୟକ ରଘୁରାମ ମାଛ,…
ଲାଇନ୍ଚ୍ୟୁତ ହେଲା ଟ୍ରେନ୍: ଟ୍ରେନ ଚଳାଚଳ ବ୍ୟାହତ
କୋରାପୁଟ,୨୧।୧୦(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ଟ୍ରେନ୍ ଲାଇନରେ ସୋମବାର ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଛି। କୋରାପୁଟ କୋତାବାଲସା ରୁଟ୍ ଚିମିଡ଼ିପାଲ୍ଲୀ ଷ୍ଟେଶନ ନିକଟରେ ଟ୍ରେନର ୫ ନମ୍ବର ବଗି ଲାଇନ୍ଚ୍ୟୁତ ହୋଇଛି। କୋରାପୁଟ ରେଲୱେ କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଛତିଶଗଡ ବଚେଲିରୁ…
କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା
କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ ସଫଳତା ପାଇଛନ୍ତି। ସେମାନେ ହେଲେ ଲକ୍ଷ୍ମୀପୁର ବ୍ଲକର ତୁନପାର ଗ୍ରାମର ନିବାସୀ ନାରାୟଣ…
କୋଟିଆ ପଞ୍ଚାୟତର ନୂଆ ଭୋଟକେନ୍ଦ୍ର ଉପରେ ମୋହର ମାରିଲେ କେନ୍ଦ୍ର ନିର୍ବାଚନ ଅଧିକାରୀ: ଗ୍ରାମରେ ଖେଳିଗଲା ଖୁସି
ପଟ୍ଟାଙ୍ଗି,୧୯।୧୦(ଶରତ ଧଳ): ଓଡ଼ିଶାର ଭୋଟରଙ୍କ ଦୁର୍ବଳତାର ଫାଇଦା ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟ ନିଜ ସପକ୍ଷରେ ପଞ୍ଚାୟତ ଓ ବିଧାନସଭା ଦୁଇଟି ନିର୍ବାଚନରେ ଫାଇଦା ଉଠାଇ ଚାଲିଥିଲା । ଏହିପରି ସ୍ଥିତିରେ ଓଡ଼ିଶାର ଜିଲା ପ୍ରଶାସନ ଏବଂ ବ୍ଲକ ପ୍ରଶାସନ ପାଇଁ…
ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର
ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ ଓଡିଶା ସରକାରଙ୍କ ପ୍ରଶାସନ ପାଇଁ ସୃଷ୍ଟି କରିଛି ଚିନ୍ତାର ବିଷୟ। ଏହିପରି ଘଟଣା ବା…
ଟ୍ରାକ୍ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍, ଟନେଲ୍ରୁ ଖସିଲା ପଥର, ଆଉ ତା’ ପରେ…
କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍ଡ ଇକ୍ୟୁପ୍ମେଣ୍ଟ ତାର। ଦୀର୍ଘ ୪ଘଣ୍ଟାର କସରତ ପରେ କୋରାପୁଟ-ରାୟଗଡ଼ା ରେଳ ପଥରେ ରେଳ ଚଳାଚଳ…
ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍, ଚାଲିଗଲା ଯୁବକଙ୍କ ଜୀବନ
କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେହିପରି ଦୁର୍ଘଟଣାରେ ଅନ୍ୟଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ମିଳିଥିବା ସୂଚନାରୁ…
କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ
ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବାଉରିସାହିର ସରସ୍ବତୀ…
Archives


