ଆଜି କୋରାପୁଟରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ
ଭୁବନେଶ୍ୱର,୧୦।୯: ଲଗାଣ ବର୍ଷା ଯୋଗୁ ଆଜି କୋରାପୁଟ ଜିଲାର ସମସ୍ତ ସ୍କୁଲ ଛୁଟି। ଆଇଏମ୍ଡି ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି ପରେ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଗଞ୍ଜାମ ଓ ମାଲକାନଗିରିରେ ବି ଆଜି ସ୍କୁଲ ଛୁଟି ଘୋଷଣା କରାଯାଇଛି। ରାଜ୍ୟର…
ଓଡ଼ିଶାରେ ନିର୍ମାଣ ହେବ ଭାରତୀୟ ବାୟୁସେନା ବିମାନର ଇଞ୍ଜିନ୍
ନୂଆଦିଲ୍ଲୀ,୯।୯: ଏସ୍ୟୁ-୩୦ ଏମକେଆଇ ବିମାନ ଲାଗି ୨୪୦ ଏଏଲ୍-୩୧ ଏଫପି ଏରୋ ଇଞ୍ଜିନ୍ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ସହ ୨୬,୦୦୦ କୋଟିରୁ ଅଧିକ ଟଙ୍କାର ଏକ ଚୁକ୍ତି ସ୍ୱାକ୍ଷର କରିଛି। ଏହାଦ୍ୱାରା ଆତ୍ମନିର୍ଭର ଭାରତ ଲକ୍ଷ୍ୟକୁ…
ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପ ଭିତରେ ପଶିଲା ପାଣି: ବିଦ୍ୟୁତ ଉତ୍ପାଦନ ବନ୍ଦ
କୋରାପୁଟ,୯।୯(ଅମିତାଭ ବେହେରା ): କୋରାପୁଟ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବିଶେଷ କରି ଆନ୍ଧ୍ରରେ ପ୍ରବଳ ବର୍ଷା ଯୋଗୁ ଜଳାପୁଟ ମୁଖ୍ୟ ଜଳଭଣ୍ଡାର ଫୁଲିବାରେ ଲାଗିଛି। ସୋମବାର ମାଧ୍ୟାନ୍ନରେ କୋରାପୁଟ ଜିଲାର ସୀମାନ୍ତ ଅନକା ଡ଼େଲି ପଞ୍ଚାୟତର ମାଛକୁଣ୍ଡ ବିଦ୍ୟୁତ…
ଜାତୀୟ ରାଜପଥରେ ଫସିଲା ପିକ୍ଅପ୍, ଯାତାୟାତରେ ସମସ୍ୟା
ପଟ୍ଟାଙ୍ଗି,୯ା୯(ଶରତ ଧଳ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାସ୍ତାଘାଟଠାରୁ ଆରମ୍ଭ କରି ଚାଷଜମିରେ ପାଣି ଜମି ରହିଛି। ଜାତୀୟ ରାଜପଥରେ ସ୍ଥାନେ ସ୍ଥାନେ ଖାଲଖମା ହୋଇଥିବାରୁ ଯାତ୍ରୀବାହୀ ବସ୍ଠାରୁ ଆରମ୍ଭ…
କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍
କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ ଡ୍ୟାମରେ…
ଲଘୁଚାପ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ, ଭୁଶୁଡ଼ିଲା ୧୦ରୁ ଅଧିକ ଘର
କୁନ୍ଦୁରା,୮ା୯(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲଘୁଚାପ ଜନିତ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ ଘେରରେ ରହିଛି। କୁନ୍ଦୁରା ବ୍ଲକ ସୀମାନ୍ତରେ ରହିଥିବା ୩ ପଞ୍ଚାୟତ ଘୁମର,ମସିଗାଁ ଏବଂ ଦିଗାପୁର ବିରି ଏବଂ କୋଲାବ ନଦୀ ଉଛୁଳିବା ଯୋଗୁ ଜଳବନ୍ଦୀ…
ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଲାଗିଲା ନିଆଁ
କୋରାପୁଟ,୩୦।୮(ଅମିତାଭ ବେହେରା ): କୋରପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାତୃ ଓ ଶିଶୁ ୟୁନିଟ ଏସଏନ୍ସିୟୁ ଗୃହରେ ଥିବା ପ୍ୟାନେଲ ବୋର୍ଡରେ ବିଦ୍ୟୁତ୍ ଶଟ୍ ସର୍କିଟ ଯୋଗୁ ନିଆଁ…
କୋରାପୁଟ ମେଡିକାଲ କଲେଜରେ ଲାଗିଲା ନିଆଁ
କୋରାପୁଟ,୩୦ା୮(ଅମିତାଭ ବେହେରା): କୋରାପୁଟ ମେଡିକାଲ କଲେଜରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଛି। ଫଳରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଚାଇଲ୍ଡ କେୟାର ୟୁନିଟ୍ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ତେବେ ଶଟ୍ସର୍କିଟ୍ରୁ ଏହି ନିଆଁ ବ୍ୟାପିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ…
ଆଜି ଏସବୁ ଜିଲାରେ ସ୍କୁଲ ଛୁଟି
କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ ଏବଂ…
ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ
କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି…
ଛେଳି, ଗୋରୁପଲଙ୍କ ଉପରେ ମାଡ଼ିଗଲା ଟ୍ରେନ୍
କୋରାପୁଟ,୨୬।୮: କୋରାପୁଟ ଜିଲା ଭେଜା ଷ୍ଟେସନ ନିକଟରେ ସୋମବାର ଏକ ଅଘଟଣ ଘଟିଛି। କେତେକ ଛେଳି ଏବଂ ଗୋରୁପଲ ଟ୍ରେନ୍ ଲାଇନ୍ ପାରି ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍ ମାଡ଼ି ଯାଇଥିଲା। ଫଳରେ ଟ୍ରେନ ଧକ୍କାରେ ୧୫ ଛେଳି, ୬…
ନାରାୟଣପାଟଣାରେ ଡେଙ୍ଗୁ ଆତଙ୍କ: ୩ ଦିନରେ ଗଲାଣି ୨ ଜୀବନ
କୋରାପୁଟ / ନାରାୟଣପାଟଣା,୨୫।୮(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ଡେଙ୍ଗୁ ଆତଙ୍କ। ରବିବାର ଏହି ଅଞ୍ଚଳର ଜଣେ ଆକ୍ରାନ୍ତଙ୍କ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ନାରାୟଣପାଟଣା ବସ୍ଷ୍ଟାଣ୍ଡ ଅଞ୍ଚଳର…
Archives


