କୋରାପୁଟ

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପ୍ରଭାବ, କୋରାପୁଟରେ ପେଟ୍ରୋଲ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି

କୋରାପୁଟ,୧୨ା୩( ଅମିତାଭ ବେହେରା ): ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଚାଲୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଇନ୍ଧନ ଯୋଗାଣ ଉପରେ ପ୍ରଭାବ ପଡିପାରେ ବୋଲି ଆଶଙ୍କାରେ ରହିଛନ୍ତି ଲୋକେ । ଫଳରେ ଆଜି କୋରାପୁଟ ସହରର ବିଭିନ୍ନ ପେଟ୍ରୋଲ ପମ୍ପରେ ଗ୍ରାହକମାନଙ୍କ ଭିଡ଼ ଦେଖାଯାଇଛି ।…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ଲକ୍ଷ୍ମୀପୁର ବ୍ଲକ କୁସୁମ୍‌ଗୁଡ଼ା ପଞ୍ଚାୟତର ଗାଦିଖାଲ ଗ୍ରାମର ଟିବୁ…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ ’ଧର୍ମ ପରିବର୍ତ୍ତନ’ ରିପୋର୍ଟ ଦେଇଥିବା କାରଣରୁ ନନ୍ଦପୁର ରାଜସ୍ବ ନିରୀକ୍ଷକ (RI) ମଧୁସୁଦନ…

୧୨ରୁ କାର୍ଯ୍ୟବନ୍ଦ କରିବେ ନର୍ସିଂ, ପାରା ମେଡିକାଲ କର୍ମଚାରୀ

କୋରାପୁଟ,୧୧ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଜଣେ ଅଧିକାରୀଙ୍କ ବଦଳି ଦାବି କରି ଦୀର୍ଘ ଦିନରୁ ବିବାଦ ଲାଗି ରହିଛି। ହେଲେ ବିବାଦର ସମାଧାନ ନ ହେବାରୁ ନର୍ସିଂ ଓ ପାରା ମେଡିକାଲ କର୍ମଚାରୀମାନେ…

ପଟ୍ଟାଙ୍ଗି ବ୍ଲକ ପଛ ପାହାଡ଼ରେ ଲାଗିଛି ନିଆଁ: ଲିଭାଇବା ପାଇଁ ଜଙ୍ଗଲ ବିଭାଗର ଜୋରଦାର କସରତ,ଏଯାଏ…

ପଟ୍ଟାଙ୍ଗି, ୧୦।୩ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟର ପଛ ଭାଗରେ ଥିବା ପାହାଡ଼ରେ ମଙ୍ଗଳବାର ସାରେ ଭୟାବହ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଜଙ୍ଗଲ ସମ୍ପଦ ଓ ବନ୍ୟଜନ୍ତୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜଙ୍ଗଲ ବିଭାଗ…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁକୁ ନେଇ କୋରାପୁଟ ଜିଲାରେ ଶୋକାକୁଳ ପରିବେଶ ସହ ତୀବ୍ର…

କୋଲାବ ଜଳଭଣ୍ଡାରରେ ୩ ଜଣ ନବୋଦୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ୩ ନିଲମ୍ବିତ

କୋରାପୁଟ, ୮।୩( ଅମିତାଭ ବେହେରା ): କୋରାପୁଟ କୋଲାବ ଜଳଭଣ୍ଡାରରେ ଶନିବାର ନବୋଦୟ ବିଦ୍ୟାଳୟର ତିନି ଛାତ୍ର ବୁଡ଼ି ମୃତ ଘଟଣାରେ ରବିବାର ନବୋଦୟ ସଂସ୍ଥାର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କୋରାପୁଟ ନବୋଦୟ ବିଦ୍ୟାଳୟର ୨…

ଵାଲଡ଼ା ନାଗେଶ୍ୱରୀ ପାହାଡ଼ରେ ଲୋକ ଅଧିକାର ଯାତ୍ରା ଦଳର ବୈଠକ, ଖଣି ଖନନ କରିବାକୁ ଦିଆଯିବନି…

ନନ୍ଦପୁର,୮।୩(ତୁଷାର କାନ୍ତ ମହାନ୍ତି): ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ପୀଠରୁ ପ୍ରାକୃତିକ ସମ୍ପଦର ସୁରକ୍ଷା ନିମନ୍ତେ ବାହାରିଥିବା ଲୋକ ଅଧିକାର ଯାତ୍ରା ଦଳ କୋରାପୁଟ ଜିଲା ନନ୍ଦପୁର ବ୍ଲକର ବାଲଡ଼ା ନାଗେଶ୍ୱରି ପାହାଡରେ ପହଞ୍ଚିଛି । ଦଳକୁ ନାଗେଶ୍ଵରୀ ମାଳି ଡଙ୍ଗର…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା ୫ ଟାଙ୍କି ଓ ୨ ଡିପୋରେ ଶନିବାର ପେଟ୍ରୋଲ,ଡିଜେଲ ଓ ଗ୍ୟାସ ନ…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପୋର୍ଟାଲରେ ଅଭିଯୋଗ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର ପିଠିରେ ନିଜର ଭାବନା ଲେଖି ବିଦାୟ ଜଣାଇଥିଲେ । ଏହି ସମୟରେ ବରସ୍ପର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର ନବୋଦୟ ବିଦ୍ୟାଳୟରେ ଅଟନ୍ତି। ଘଟଣା ଅପରାହ୍ନ ପ୍ରାୟ ୩ଟା ବେଳେ ଘଟଥିବା ଜଣାପଡ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri