କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…
ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ଆନ୍ଧ୍ର ପୋଲିସ ଏହି ଅଞ୍ଚଳରେ ଚାଲିଥିବା ବେଆଇନ ମଦ କାରବାର ଉପରେ ଚଢ଼ାଉ…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ ଅତିଥିମାନେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିବା ସହ ତାଙ୍କ ତ୍ୟାଗ, ସେବା ଓ…
କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ
ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା ଏବଂ ଏମ୍ପି ପ୍ରତିନିଧି ଶୁକ୍ରା ଖରା ପ୍ରମୁଖଙ୍କ ନେତୃତ୍ୱରେ ବସ୍ଷ୍ଟାଣ୍ଡ ନିକଟରେ ୨୬…
ଶିକ୍ଷକଙ୍କ ଦୁଇମାସର ଦରମା ଅଟକିଥିଲା, ଦାବି ଜଣାଇବାକୁ ପହଞ୍ଚିବା ବେଳେ ଆକାଉଣ୍ଟରେ ଚଢ଼ିଲା ଟଙ୍କା! ଉଠିଲା ପ୍ରଶ୍ନ
ପଟ୍ଟାଙ୍ଗି,୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କାର୍ଯ୍ୟାଳୟ ସମୁଖରେ ରହିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଏକ୍ସ୍ କ୍ୟାଡର ଶିକ୍ଷୟିତ୍ରୀ ଶିକ୍ଷକ ପହଞ୍ଚି ଦାବି ଜଣାଇବା ପୁର୍ବରୁ ଅଟକି ରହିଥିବା ଦୁଇମାସ ଦରମା ଆକାଉଣ୍ଟରେ ଚଢିବା ଘଟଣା…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରାୟ ୨୧୮ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ…
ବସ୍ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼
କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା ସାହିର ଜୋସେଫ୍ ସାଗରଙ୍କୁ ରୋହିତ ସୂର୍ଯ୍ୟ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି। ଜୋସେଫଙ୍କ…
ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀରୁ ବିଶାଖାପାଟଣା ଦେଇ ରାଜନାଥ ସିଂ ସିଧାସଳଖ ସୁନାବେଡ଼ାର…
୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ
ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ସୋମବାର ସୁନାବେଡ଼ା ପ୍ରେସ୍ କ୍ଲବ୍ରେ ଏକ ଖବରଦାତା…
କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ
କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି । ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, କୋରାପୁଟର ପ୍ରାଥମିକ ଶିକ୍ଷକ ଶ୍ରୀ ଦାଶ…
ବିଦ୍ୟୁତ୍ କାର୍ଯ୍ୟାଳୟରେ ପଡ଼ିଲା ତାଲା
କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ସମୟରେ ଯାତାୟାତରେ ଅସୁବିଧା ହେଉଥିବାରୁ ବିଦ୍ୟୁତ୍ ବିଭାଗ ନିକଟରେ ଗ୍ରାମବାସୀ ଲିଖିତ ଅଭିଯୋଗ…
ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର
କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅନୁମୋଦନ କରାଯାଇଛି। ୨୦୨୬…
ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି
ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ପରେ ବ୍ଲକ୍ ଶିକ୍ଷା ବିଭାଗରେ ଅଧିକାରୀ ପଦବୀ ଶୂନ୍ୟ…

