କୋରାପୁଟ

ଫିଲ୍ମ ଷ୍ଟାଇଲ୍‌ରେ କାର କାଚ ଭାଙ୍ଗି ଟେକିନେଲେ

କୋରାପୁଟ,୧୩।୭: କୋରାପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ଗାଁର ଜଣେ ମିଲ ମାଲିକଙ୍କୁ ଅପହରଣ କରାଯାଇଛି। ଅପହରଣ ହୋଇଥିବା ମିଲ ମାଲିକ ହେଲେ ଏ. ରମେଶ ପାତ୍ର। ରମେଶ ପେରାହାଣ୍ଡି ଏସ୍‌ଏଲ୍‌ଭିଏନ୍‌ ମୋଡେନ ରାଇସ ମିଲର ମାଲିକ। ଶୁକ୍ରବାର ସନ୍ଧ୍ୟାରୁ ରମେଶ…

ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍‌ସିଲର

ସୁନାବେଡା/ସେମିଳିଗୁଡା,୯ା୭(କୃତ୍ତିବାସ ପ୍ରଧାନ /ବାସୁଦେବ ବରାଡ଼):ସୁନାବେଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୧୮ କାଉନସିଲର କୋରାପୁଟ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସମସ୍ତ କାଉନସିଲରଙ୍କ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗପତ୍ର ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ…

ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ ୧୦ଟାରୁ ଶ୍ରୀ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି, ପରେ…

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ ଜିଲା ବାହାରରୁ ହଜାର ହଜାର ଭକ୍ତ କୋରାପୁଟରେ ପହଞ୍ଚିଛି। ଜିଲା ପ୍ରଶାସନ ଓ ଶାବର…

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ ଓଡ଼ିଶାରେ ମିଳିଥିଲା ଦାଦନ ଚାକିରି। ଏବେ ସେହି ରୋଜଗାର ପରିବାର ସଦସ୍ୟଙ୍କ ପାଇଁ ଦୁଃଖ…

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ ଖରା (୬୦) ସେମିଳିଗୁଡା ଥାନାରେ ଗୁରୁବାର ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ…

ମାଛ ଧରିବାକୁ ଯାଇ ନିଖୋଜ ଥିଲେ ଯୁବକ, ଆଜି ମିଳିଲା ମୃତଦେହ

କୋରାପୁଟ,୩ା୭(ଅମିତାଭ ବେହେରା): କୋଲାବ ଜଳଭଣ୍ଡାରରେ ମାଛ ଧରିବାକୁ ଯାଇ ନିଖୋଜ ଯୁବକଙ୍କ ମୃତଦେହ ବୁଧବାର କୋରାପୁଟ ଓଏସ୍‌ଏପି ତୃତୀୟ ବାଟାଲିଆନର ଓଡ୍ରାଫ ଟିମ୍‌ ଦ୍ୱାରା ଉଦ୍ଧାର କରାଯାଇଛି। କୋଲାବ ଜଳ ଭଣ୍ଡାରର ଲମତାପୁଟ ବ୍ଲକର ଚଣ୍ଡାଲମୁଣ୍ଡା ଗ୍ରାମ ନିକଟ ମହାଦେଇପୁଟ ଘାଟ…

ଗଣିତ ପଢ଼ାଇଲେ ବିଧାୟକ

କୋରାପୁଟ,୨।୭: କୋରାପୁଟ ବିଧାୟକ ରଘୁରାମ ମାଛ ମଙ୍ଗଳବାର ସେମିଲିଗଡାରେ ଥିବା ଆର କେ ବାଳିକା ଉଚ୍ଚ ବିଦ୍ୟାଳୟରେ ପାଠ ପଢାଇଛନ୍ତି । ସେ ପିଲାଙ୍କୁ ଗଣିତ ପଚାରିବା ସହିତ ଗଣିତ ପଢାଇଥିଲେ । ଏହା ସହ ସେ କହିଛନ୍ତି ନିଜ ଉପରେ…

ଭାରତର ବିଜୟ ଖୁସିରେ ଗାଁ ସାରା ନାଚିଲେ

କୋରାପୁଟ,୩୦୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍‌ ଇଣ୍ଡିଆ ହରାଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ବିଜୟୀ ହୋଇଛି। ଏପରିକି ଟି୨୦ ବିଶ୍ୱକପରେ ବିଜୟ ପରେ ଟିମ ଇଣ୍ଡିଆକୁ ବେଷ୍ଟ…

କୋରାପୁଟରେ ୯ ଶିଶୁଙ୍କ ମୃତ୍ୟୁ ଘଟଣା: ରାଜ୍ୟର ୨ ଜଣିଆ ସ୍ବାସ୍ଥ୍ୟ ଟିମ୍‌ଙ୍କ ସ୍ଥିତି ଅନୁଧ୍ୟାନ

କୋରାପୁଟ/ନାରାୟଣପାଟଣା,୨୯ା୬(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ସୀମାନ୍ତ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକ ଅଞ୍ଚଳର ଗତ ୧୫ ଦିନ ମଧ୍ୟରେ ମୋଟ୍‌ ୯ ଶିଶୁଙ୍କ ମୃତ୍ୟୁ ହୋଇଥିବା ଘଟଣାର ପ୍ରକୃତ କାରଣ ଅନୁଧ୍ୟାନ ପାଇଁ ଶନିବାର ରାଜ୍ୟ ଶିଶୁ ସ୍ବାସ୍ଥ୍ୟ ବିଭାଗ…

କୋରାପୁଟରେ ପ୍ରବଳ ବର୍ଷା: ଜୟପୁରରେ ଟପିଲା ରେକର୍ଡ

କୋରାପୁଟ,୨୮।୬(ଅମିତାଭ ବେହେରା): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏପରିକି ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଶୁକ୍ରବାର କୋରାପୁଟ ଜିଲାରେ ପ୍ରବଳ ବର୍ଷା ହୋଇଛି। ଜିଲାରେ ୬୯୧.୧ ମିଲିମିଟର ବର୍ଷା ହୋଇଥିବା ବେଳେ…

କୋରାପୁଟରେ ପୁଣି ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ

କୋରାପୁଟ,୨୮।୬: ଡିପ୍‌ଥେରିଆ, ଜଣ୍ଡିସ୍‌ ପରେ ରାଜ୍ୟରେ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବିନ୍ଧାର କାରଣ ହୋଇଛି। ଶୁକ୍ରବାର କୋରାପୁଟ ଜିଲା ପଡ଼େଇଗୁଡ଼ା ଗାଁରେ ୨ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଡିଏମ୍‌ଓଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି। ମିଳିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri