କୋରାପୁଟ

କୋରାପୁଟରେ ହେବ ଫୁଡ଼ ପାର୍କ: ମନ୍ତ୍ରୀ

କୋରାପୁଟ,୨୭ା୬( ଅମିତାଭ ବେହେରା): କୋରାପୁଟ ଗସ୍ତରେ ଗୁରୁବାର ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରି ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆସି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତ। ସଦ୍‌ଭାବନା ସଭା ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ମନ୍ତ୍ରୀ…

ଅଣସର ଘରେ ତିନିଠାକୁର: ଶାବର ଶ୍ରୀକ୍ଷେତ୍ରରେ ପୂଜା ପାଉଛନ୍ତି ପଟ୍ଟଚିତ୍ର

କୋରାପୁଟ,୨୩।୬(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଅସୁସ୍ଥ ତିନିଠାକୁର ଏବେ ଅଣସର ଘରେ ଅଛନ୍ତି। ଶବର ତଥା ଆଦିବାସୀ ବଇଦଙ୍କ ପାରମ୍ପରିକ ପଦ୍ଧତିରେ ଚାଲିଛି ଠାକୁରଙ୍କ ଚିକିତ୍ସା। ହେଲେ ଭକ୍ତ ଶ୍ରୀମନ୍ଦିର ମୁଖ୍ୟ ଫାଟକଠାରେ ଠାକୁରଙ୍କ ପଟ୍ଟଚିତ୍ରକୁ ଦର୍ଶନ କରି ପୂଜାର୍ଚ୍ଚନା…

କୋରାପୁଟରେ ବ୍ୟାପୁଛି ଅଜଣା ରୋଗ

ଦଶମନ୍ତପୁର,୨୩ା୬(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଗାଦିଆଗୁଡ଼ା ପଞ୍ଚାୟତ ପଞ୍ଚଡାପଦର ଗ୍ରାମରେ କିଛି ଦିନ ହେବ ଅଜଣାରୋଗ ବ୍ୟାପୁଥିବା ଲକ୍ଷ୍ୟ କରାଯାଉଛି। ଏଥିରେ ଗ୍ରାମର ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୃଦ୍ଧାବୃଦ୍ଧମାନେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି। ଗ୍ରାମରେ…

ଶାବର ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା: ୧୦୮ କଳସ ପାଣିରେ ସ୍ନାନ ପରେ ଶ୍ରୀଜିଉ ଅସୁସ୍ଥ

କୋରାପୁଟ,୨୨ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ଶନିବାର ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସମ୍ପାଦକ ଜଗବନ୍ଧୁ ସାମଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ପରିଚାଳନା କମିଟିର ସମସ୍ତ ସଦସ୍ୟ ସାମିଲ ହୋଇ ଏହି କାର୍ଯ୍ୟକୁ…

ବନ୍ଧୁଗାଁ ବ୍ଲକରେ ମାଓବାଦୀ ପୋଷ୍ଟର, ସରକାରଙ୍କୁ ଟାର୍ଗେଟ୍‌ କରି ଲେଖିଲେ…

କୋରାପୁଟ/ନାରାୟଣପାଟଣା,୨୧ା୬(ଅମିତାଭ ବେହେରା/ରାଜକିଶୋର ଜେନା): ଶୁକ୍ରବାର ଭୋର୍‌ରୁ କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ସରପଲ୍ଲୀ ଛକ ଓ ଅଲମଣ୍ଡା ଛକରେ ମାଓବାଦୀଙ୍କ ପୋଷ୍ଟର ମରାଯାଇଛି। ଏହାପରେ ମାଓବାଦୀ ସେମାନଙ୍କ ଉପସ୍ଥିତିକୁ ଏକ ପ୍ରକାର ଜାହିର କରିଛନ୍ତି। ତେଲ୍‌ଗୁରେ ଲେଖାଥିବା ଏହି ପୋଷ୍ଟରରେ ସରକାରଙ୍କ…

କୁନ୍ଦୁଲି ଡବଲ ମର୍ଡର: ୩ ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଟ୍ଟାଙ୍ଗି,୨୦ା୬(ଶରତ ଧଳ): ଅକ୍ଟୋବର ମାସରେ କୁନ୍ଦୁଲି ସାପ୍ତାହିକ ହାଟରେ ଘଟିଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତମାନଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇ ସମସ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ତଥା…

ଜମିରେ କରୁଥିଲେ କାମ: ବଜ୍ରପାତରେ ଚାଲିଗଲା ଜୀବନ

କୋରାପୁଟ/ନାରାୟଣପାଟଣା,୧୭।୬(ଅମିତାଭ ବେହେରା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ସଲପଗୁଡ଼ା ଗ୍ରାମରେ ସୋମବାର ବର୍ଷା ପବନ ସହ ଘଡଘଡି ହୋଇ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶିବ ମାଣ୍ଡିଙ୍ଗି (୩୫)। ମିଳିଥିବା ସୂଚନା ମୁତାବକ, ଶିବ…

ମାଟି ଅତଡ଼ା ଧସି ୩ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୫ା୬(ଅମିତାଭ ବେହେରା): କୋଲାବ ଡ୍ୟାମ୍‌ କୂଳରେ ୩ ଜଣ ମହିଳା ମୋରମ ଖୋଲୁଥିବା ବେଳେ ମାଟି ଅତଡ଼ା ଧସି ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂତ୍ରରୁ ପ୍ରକାଶ ଯେ, କୋରାପୁଟ ବ୍ଲକ ଅନ୍ତର୍ଗତ କେରଙ୍ଗା ପଞ୍ଚାୟତର କୋଲାବ ଡ୍ୟାମ୍‌…

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ…

ବିଜୁଳି ଆଘାତରେ ନାବାଳିକାଙ୍କ ମୃତ, ପୋଲିସ ନିକଟରେ ଅଭିଯୋଗ କଲେ ବାପା

ପଟ୍ଟାଙ୍ଗି,୧୪।୬(ଶରତ ଧଳ): ଶୁକ୍ରବାର ରଜ ଉତ୍ସବ ପାଳନ ହେଉଥିବାବେଳେ ଏହାରି ଭିତରେ ଘଟିଯାଇଛି ଏକ ଦୁଃଖଦ ଘଟଣା । ଯାହାକୁ ନେଇ ବୁନ୍ଦୁଲପାଡୁ ଗ୍ରାମରେ ଗୋଟିଏ ପରିବାର ମଧ୍ୟରେ ଖେଳିଯାଇଛି ଶୋକାକୂଳ ପରିବେଶ । କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ…

ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର କଲା ଟାଉନ ପୋଲିସ

କୋରାପୁଟ,୧୪।୬(ଅମିତାଭ ବେହେରା): କୋରାପୁଟ ସହରର ପିଏଚଡି କଲୋନୀ ଅଞ୍ଚଳର ଏକ ଘରୁ ଏକ ଯୁବକଙ୍କ ମୃତଦେହ କୋରାପୁଟ ଟାଉନ ପୋଲିସ ଉଦ୍ଧାର କରିଛି। ଏନେଇ ଟାଉନ ଥାନାଧିକାରୀ ପ୍ରମୋଦ ନାୟକ ସୂଚନା ଦେଇଛନ୍ତି। ଶୁକ୍ରବାର ସକାଳୁ କୋରାପୁଟ ଟାଉନ ପୋଲିସ ଏହି…

କୋରାପୁଟରେ ବ୍ୟାପିଲା ଝାଡାବାନ୍ତି, ୪୦ ଆକ୍ରାନ୍ତ

କୋରାପୁଟ,୧୧।୬(ଅମିତାଭ ବେହେରା ) କୋରାପୁଟ ଜିଲାର ସେମିଳିଗୁଡା ବ୍ଲକ ଅନ୍ତର୍ଗତ ସୁବାଈ ଗ୍ରାମରେ ଝାଡାବାନ୍ତିରେ ୪୦ଜଣ ଆକ୍ରାନ୍ତ ହୋଇଛନ୍ତି। ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିମାନେ ଏବେ ସୁସ୍ଥ ଥିବା ଜଣାପଡିଛି। ଉକ୍ତ ଗ୍ରାମରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ଟିମ ଗ୍ରାମବାସୀମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri