ରେଲଓ୍ବେ ଟ୍ରାକ୍ରେ ପଡ଼ିଛି ଯବାନଙ୍କ ମୃତଦେହ: ଆତ୍ମହତ୍ୟା ସନ୍ଦେହ
କୋରାପୁଟ,୧୧।୬(ଅମିତାଭ ବେହେରା): କୋରାପୁଟ ରେଲୱେ ଟ୍ରାକରେ ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋରାପୁଟ ଲାଣ୍ଡିଗୁଡା ନୂଆ କଲୋନୀ ରେଲୱେ ଟ୍ରାକରେ ମୃତଦେହ ମିଳିଛି। ମୃତକ ଜଣଙ୍କ ଧ୍ରୁବରାଜ ପ୍ରଧାନ ବୋଲି ଜଣାପଡିଛି। କୋରାପୁଟ ବିଏସଏଫ କନଷ୍ଟେବଳ ଭାବରେ କାର୍ଯ୍ୟରତ ଥିଲେ…
ଲକ୍ଷ୍ମୀପୁର ହାତେଇଲା କଂଗ୍ରେସ
କୋରାପୁଟ,୪ା୬: କୋରାପୁଟ ଜିଲା ଲକ୍ଷ୍ମୀପୁର ବିିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଡନ୍ତା ୨୦,୯୨୨ ଖଣ୍ଡ ଭୋଟରେ ବିଜୟୀ ହୋଇଛି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ପ୍ରଭୁ ଜାନି ୨୪,୧୪୪ ଖଣ୍ଡ ଭୋଟ ପାଇଥିଲେ। ସେହିପରି ଭାଜପା ପ୍ରାର୍ଥିୀ କୌଳାସ…
କୋରାପୁଟ ବିଧାନସଭାରେ କଂଗ୍ରେସ ଆଗୁଆ
କୋରାପୁଟ,୪ା୬(ଅମିତାଭ ବେହେରା): ସାରା ରାଜ୍ୟରେ ମଙ୍ଗଳବାର ଭୋଟ୍ ଗଣତି ଜାରି ରହିଛି। ଏହି କ୍ରମରେ କୋରାପୁଟ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ କୃଷ୍ଣ କୁଲଦୀପ ୧୦ମ ରାଉଣ୍ଡ ସୁଦ୍ଧା ୨୫,୮୮୦ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରଘୁରାମ ପୋଡାଲ…
ନଦୀରେ ସଫା କରୁଥିବା ବେଳେ ମାରିଲା ବାତ, ଚାଲିଗଲା ସୁନା ବ୍ୟବସାୟୀଙ୍କ ଜୀବନ
ପଟ୍ଟାଙ୍ଗି,୨ା୬(ଶରତ ଧଳ): ମୃତ୍ୟୁ କାହାକୁ କେତେବେଳେ କେଉଁ ମୁହୂର୍ତ୍ତରେ ଆସିବ କେହି କହିପାରିବେ ନାହିଁ। ଠିକ୍ ସେମିତି ଜଣେ ବ୍ୟକ୍ତି ଲୁଗାପଟା ସଫା କରୁଥିବା ବେଳେ ତାଙ୍କ ଜୀବନ ଚାଲିଯାଇଛି। ଏହିପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି…
ଗୁଟଖା କାରବାର ଉପରେ ବଡ଼ ଚଢାଉ
ଜୟପୁର,୨୮ା୫(ପବନ ପାଣିଗ୍ରାହୀ): ବେଆଇନ ଭାବେ ଚାଲିଥିବା ଗୁଟୁଖା କାରବାର ଉପରେ ରୋକୋ ଲଗାଇବାକୁ ମଙ୍ଗଳବାର ଜୟପୁର ପୌରପାଳିକା ପକ୍ଷରୁ ସହରର ବିଭିନ୍ନ ଦୋକାନ ଉପରେ ଚଢାଉ କରାଯାଇ ବ୍ୟାପକ ପରିମାଣର ଗୁଟଖା ଜବତ କରାଯାଇଛି। ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନେତୃତ୍ୱରେ…
ପାଣି ପାଇଁ ଗରା ଧରି ରାସ୍ତା ରୋକୋ
ଜୟପୁର,୨୭।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସହର କୁମ୍ବାରସାହିରେ ମହିଳାମାନେ ପାଣି ପାଇଁ ସୋମବାର ଗରା ଧରି ରାସ୍ତା ଅବରୋଧ କରଥିଲେ। ଦୀର୍ଘ ୧୫ ଦିନ ହେବ କୁମ୍ବାରସାହିରେ ପାଇପରେ ପାଣି ଆସୁ ନାହିଁ । ପ୍ରବଳ ଗ୍ରୀଷ୍ଣପ୍ରବାହ ଜାରି ରହିଥିବା…
୩୦ ଟନ୍ ଆମ୍ବ ଗଲା ରାୟପୁର
କୋରାପୁଟ,୨୭ା୫(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ଜିଲାରେ ପ୍ରଚୁର ପରିମାଣରେ ଆମ୍ବ ଆସିଛି। ଆମ୍ବ ଚାଷୀମାନଙ୍କୁ ଆମ୍ବର ଉଚିତ୍ ମୂଲ୍ୟ ଦେବାକୁ ମିଶନ ଶକ୍ତି ମହିଳା ଗୋଷ୍ଠୀ ଓ କମ୍ପାନୀ ଆଗେଇ ଆସିଛି। କୋରାପୁଟ ଜିଲାରେ ହେଉଥିବା ଆମ୍ବରେ ଗୁଣାତ୍ମକମାନ ସର୍ବାଧିକ…
ଭାରତମାଳା ପ୍ରକଳ୍ପ ଟନେଲ କାର୍ଯ୍ୟସ୍ଥଳୀରେ ଦୁର୍ଘଟଣା: ମାଟି ଅତଡ଼ା ତଳେ ଚାପିହୋଇ ଜଣେ ମୃତ, ଜଣେ ଗୁରୁତର
ପଟ୍ଟାଙ୍ଗି,୨୪ା୫(ଶରତ ଧଳ): ଛତିଶଗଡ଼ରୁ ଆନ୍ଧ୍ରର ବିଶାଖାପାଟଣାକୁ ସଂଯୋଗ କରୁଥିବା ଭାରତମାଳା ପ୍ରକଳ୍ପର କାର୍ଯ୍ୟ ହେଉଥିବା ରାସ୍ତାର ଟନେଲଠାରେ ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଶ୍ରମିକ ଆହତ ହୋଇ ବିଶାଖାପାଟଣାର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।…
ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର
ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼ ସମ୍ପୂର୍ଣ୍ଣ କଟିଯାଇଛି। ସୋମବାର ଭୋର୍ରୁ ଏହି ଦୁର୍ଘଟଣା ଘଟିଥିବା ବେଳେ ଜାତୀୟ ରାଜପଥର ଉଭୟ…
ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତ ଯୁବକ ଲାଠିଗୁଡ଼ା…
ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ
କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ ମୃତଦେହ ଶନିବାର କୋରାପୁଟ ଓଡ୍ରାଫ୍ ଟିମ୍ ଦ୍ୱାରା ଉଦ୍ଧାର କରାଯାଇଥିବା ନନ୍ଦପୁର ତହସିଲଦାର ଅନାଦି…
ବିଭାଗର ଦୂରଦୃଷ୍ଟି ଅଭାବରୁ ରାଥିବାଲି ଜଳପ୍ରପାତ ନେଉଛି ଜୀବନ
ପଟ୍ଟାଙ୍ଗି,୧୫ା୫(ଶରତ ଧଳ): ଖରାଦିନ ହେଉ ବା ପର୍ଯ୍ୟଟନ ଋତୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ନିଜ ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ସହ ବୁଲିବାକୁ ଯାଇଥାନ୍ତି। ତେବେ ପର୍ଯ୍ୟଟକଙ୍କ ପାଇଁ ପର୍ଯ୍ୟଟନ ସ୍ଥଳରେ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ହେଉ ନ ଥିବାରୁ…
Archives


