କାଳବୈଶାଖୀରେ ଉଡ଼ିଗଲା ବିଦ୍ୟାଳୟର ଛପର
ଜୟପୁର,୧୫ା୫(ପବନ ପାଣିଗ୍ରାହୀ): କାଳ ବୈଶାଖୀରେ ଉଡିଛି ଯାଇଛି ଏକ ବିଦ୍ୟାଳୟର ଛାତ । ଜୟପୁର ଅଞ୍ଚଳରେ କାଳ ବୈଶାଖୀ ଯୋଗୁ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ପବନରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର କ୍ରୀଡାକକ୍ଷ, ୨୧ ଏବଂ ୨୨ ନଂ.…
ଭୋଟ ଦେଇ ଫେରୁଥିଲେ କୋଟିଆ ଭୋଟର: ବାଟରେ ଘଟିଲା ଦୁର୍ଘଟଣା
ପଟ୍ଟାଙ୍ଗି,୧୩।୫(ଶରତ ଧଳ): ରାଜ୍ୟରେ ଲୋକସଭା ଏବଂ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ମତଦାନ କରି ଘରକୁ ଫେରୁଥିବା ବେଳେ ଏକ ମିନିବସ୍ ଦୁର୍ଘଟଣାର ଶିକାର ହୋଇଛି। ଦୁର୍ଘଟଣାରେ କୋଟିଆର କେତେକ ଭୋଟର୍ ଆହତ ହୋଇଥିବା ଜଣାପଡିଛି।…
କୋଟିଆରେ ୭୬.୫୩ ପ୍ରତିଶତ ମତଦାନ: ଭୋଟରଙ୍କ ପାଇଁ ତତ୍ପରତା ଦେଖାଇଲା ଓଡ଼ିଶା, ଆନ୍ଧ୍ର
ପଟ୍ଟାଙ୍ଗି,୧୩ା୫(ଶରତ ଧଳ): ପ୍ରଥମ ପର୍ଯ୍ୟାୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ସୋମବାର ଭୋଟର ନିଜ ନିଜ ମତ ସାବ୍ୟସ୍ତ କରିଛନ୍ତି। ସୀମାନ୍ତ ଭୋଟରଙ୍କ ପାଇଁ ଓଡ଼ିଶା-ଆନ୍ଧ୍ର ଦୁଇ ରାଜ୍ୟର ଜିଲା ଓ ବ୍ଲକ ପ୍ରଶାସନ ଭୋଟରଙ୍କୁ ଗାଡିରେ ମତଦାନ କେନ୍ଦ୍ରରେ…
୩ଟା ସୁଦ୍ଧା କୋରାପୁଟରେ ୫୩.୨୭ ପ୍ରତିଶତ ମତଦାନ
କୋରାପୁଟ,୧୩।୫(ଅମିତାଭ ବେହେରା ) ଅପରାହ୍ନ ୩ଟା ସୁଦ୍ଧା କୋରାପୁଟ ଜିଲାରେ ୫୩.୨୭ ପ୍ରତିଶତ ମତଦାନ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ଼ ବିଧାନସଭା ଆସନରେ ୫୫.୭୭ ପ୍ରତିଶତ ମତଦାନ ହୋଇଥିବା ବେଳେ ଜୟପୁର ବିଧାନସଭା ଅଞ୍ଚଳରେ…
ପର୍ଯ୍ୟଟନସ୍ଥଳ ବୁଲିବା ହେଲା କାଳ, ଚାଲିଗଲା ୨ ସାଙ୍ଗଙ୍କ ଜୀବନ
କୋରାପୁଟ,୧୩।୫(ଅମିତାଭ ବେହେରା): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକର ଗଳିଗୋବଡର ପର୍ଯ୍ୟଟନସ୍ଥଳରେ ପାଣିରେ ବୁଡି କୋରାପୁଟ ସହରର ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତଦେହକୁ ପାଣିରୁ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ। ବ୍ୟବଛେଦ ପାଇଁ ପଟାଙ୍ଗି ମେଡିକାଲକୁ ଅଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ…
ରଣାସିଂ ବୁଥ୍କୁ ଭୋଟ ଦେବାକୁ ଆସୁନାହାନ୍ତି ସୀମାନ୍ତ ଗ୍ରାମବାସୀ
ପଟାଙ୍ଗି,୧୩।୫(ସରୋଜ ଧଳ):ପ୍ରଥମ ପର୍ଯ୍ୟାୟର ନିର୍ବାଚନର ମତଦାନ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଥିବାବେଳେ କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ନେରେଡି ଓ୍ବାଲ୍ସା ଗ୍ରାମବାସୀ ସୀମାନ୍ତ ରଣାସିଂ ବୁଥ୍ରେ ନ ପହଞ୍ଚିବା ଅନେକ କିଛି ଦର୍ଶାଉଛି। ସୂଚନା ମୁତାବକ, ଉକ୍ତ…
କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି
କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ…
ପ୍ରାର୍ଥୀଙ୍କ ପ୍ରଚାର ଶେଷ: ବୁଥ୍ ଅଭିମୁଖେ ପୋଲିଂ ଅଧିକାରୀ
କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଶନିବାର ଅପରାହ୍ନରେ ନିର୍ବାଚନ ନେଇ ସମସ୍ତ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟପକ୍ଷେ ନିର୍ବାଚନ ନେଇ ଜିଲାର ରହିଥିବା ମୋଟ୍ ୧୧୫୯…
କୋରାପୁଟରେ ୧୪୪ ଧାରା ଜାରିକଲେ ଜିଲାପାଳ
କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଶନିବାର ସନ୍ଧ୍ୟା ୬ଟାରୁ କୋରାପୁଟ ଜିଲା ବ୍ୟାପି ୧୪୪ ଧାରା ଜାରି କରିଛନ୍ତି କୋରାପୁଟ ଜିଲାପାଳ। ଶନିବାର କୋରାପୁଟ ଜିଲାପାଳ ପତ୍ରସଂଖ୍ୟା ୨୪୦୨/୧୧.୫.୨୪ ଜରିଆରେ ଏହି ୧୪୪…
ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ
ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଓଡିଶା ଭିତରେ ଅନୁପ୍ରବେଶ…
ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ
କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା ବ୍ଲକରେ ସର୍ବାଧିକ ୪୨ମି.ମି ବର୍ଷା ହୋଇଛି। ଏପରି କି ଦଶମନ୍ତପୁର ବ୍ଳକରେ ସର୍ବନିମ୍ନ ୨ମିମି…
ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ
ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଦୋକାନ ମାଲିକ ପ୍ରକାଶ ମହାପାତ୍ରଙ୍କ କହିବା…
Archives


