କୋରାପୁଟ

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର,୨୯।୮(ଡି.ଏନ୍‌.ଏ): ପାରମ୍ପରିକ ଜୈବିକ ଚାଷର ପ୍ରଚାର ପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା ପଦ୍ମଶ୍ରୀ କମଳା ପୂଜାରୀ ସୋମବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରେ ଏସ୍‌ସିବିରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଅସୁସ୍ଥତା କାରଣରୁ ଗତ...

ଭାରରେ ବୁହାହେଲେ ଗର୍ଭବତୀ

ପଟ୍ଟାଙ୍ଗୀ,୨୯ା୮(ଡି.ଏନ.ଏ.): ଓଡିଶା ସରକାରଙ୍କ ଶିଶୁ ଓ ଜନନୀ ସୁରକ୍ଷା ନିମନ୍ତେ ଆମ୍ବୁଲାନ୍ସ ସେବାଭଳି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିଲେ ସୁଦ୍ଧା ଗ୍ରାମାଞ୍ଚଳରେ ଏହା ପହଞ୍ଚତ୍ ପାରିନାହିଁ। ଫଳରେ ଲୋକେ ବିଭିନ୍ନ ସମୟରେ ହଇରାଣ ହେଉଛନ୍ତି। ଆମ୍ବୁଲାନ୍ସ ନ ପହଞ୍ଚତ୍ବାରୁ ଜଣେ...

ଦେବାନମୁଣ୍ଡା ପୋଖରୀରେ ପଶୁଛି ଏନ୍‌ଏଚ୍‌ ବିଭାଗ ଡ୍ରେନ୍‌ପାଣି

କୋଟପାଡ଼,୨୮ା୮(ଡି.ଏନ.ଏ.): କୋରାପୁଟ ଜ଼ିଲା କୋଟପାଡ଼ ସହରରେ ଥିବା ଦେବାନମୁଣ୍ଡା ପୋଖରୀରେ ଜାତୀୟ ରାଜପଥ(ଏନ୍‌ଏଚ୍‌) ବିଭାଗ ଡ୍ରେନ୍‌ପାଣି ସଂଯୋଗ କରିଥିବାରୁ ପୋଖରୀ ପାଣି ଦୂଷିତ ହେବାରେ ଲାଗିଛି। ଏହି ପୋଖରୀ ଉପରେ ସହରର ୪ଟି ୱାର୍ଡର ଜନସାଧାରଣ ନିର୍ଭର କରନ୍ତି। ପରବର୍ତ୍ତୀ...

ଫାଟୁସିନେରି ନିକଟରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୨୭ା୮(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ପଡ଼ୋଶୀ ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମ ନିକଟରେ ଆନ୍ଧ୍ର ସୀମାରେ ଥିବା ସ୍ଥାନରେ ଏକ ରାସ୍ତା ନିର୍ମାଣ ପାଇଁ ଶୁକ୍ରବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନ ଦୋରା...

ଥାନାରେ ଦୁଇ ଯାଆ : ଦେଢ଼ଶୁରଙ୍କ ନାମରେ ନିର୍ଯାତନା ମାମଲା

ଜୟପୁର,୨୬ା୮(ନି.ପ୍ର.): ଶ୍ୱଶୁର ଘରେ ବୋହୂକୁ ଦିଆଯାଉଛି ଯୌତୁକ ନିର୍ଯାତନା। ନିର୍ଯାତନା ଦେଉଛନ୍ତି ଦୁଇ ଦେଢ଼ଶୁର । ଏଭଳି ଏକ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁର ଥାନା ଅଞ୍ଚଳରେ। ମହିଳା ଜଣକ ତୁରନ୍ତ ନ୍ୟାୟ ଦାବିରେ ଥାନା ସମ୍ମୁଖରେ ଧାରଣା...

କୋରାପୁଟରେ ହେବ ଗୁମ୍ଫା ପର୍ଯ୍ୟଟନର ବିକାଶ

କୋରାପୁଟ,୨୬ା୮(ସ୍ବ.ପ୍ର.): କୋରାପୁଟ ଜିଲାର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ସର୍ବଦା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏହି ପ୍ରାକୃତିକ ବିଭବକୁ ଅଧିକ ଆକର୍ଷଣୀୟ କରିବା ଲାଗି କୋରାପୁଟ ଜିଲାରେ ଥିବା ବିଭିନ୍ନ ଗୁମ୍ପାର ବିକାଶ କରାଯିବ। ଆଲୋକୀକରଣ ବ୍ୟବସ୍ଥା ସହ ସେଠାକୁ ଯାତାୟାତ...

ବ୍ୟାପୁଛି ଝାଡ଼ାବାନ୍ତି, ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଦଶମନ୍ତପୁର/କୋଡିଙ୍ଗା, ୨୫।୮(ଡି.ଏନ୍‌.ଏ.): କୋରାପୁଟ ଓ ନବରଙ୍ଗପୁରରେ ଝାଡ଼ାବାନ୍ତି ଥମିବାର ନାଁ ନେଇନି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ଭୟର ବାତାବରଣ। ଜିଲା ଦଶମନ୍ତପୁର ବ୍ଲକରେ ଝାଡ଼ାବାନ୍ତିରେ ମଙ୍ଗଳବାର ଜଣେ ୨ବର୍ଷର ଶିଶୁଙ୍କ ସମେତ...

ଜାତୀୟ ରାଜପଥ ଉପରେ ସହରର ନର୍ଦ୍ଦମାଜଳ

କୋରାପୁଟ,୨୪।୮(ସ୍ବ.ପ୍ର.): କୋରାପୁଟ ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ସହରର ନଦ୍ଦର୍ର୍ମା ଜଳ ମାସ ମାସ ଧରି ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ଯାତାୟାତ ବେଳେ ଲୋକେ ହଇରାଣ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।...

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର,୨୨ା୮ (ନି.ପ୍ର.): ପାରମ୍ପରିକ ଜୈବିକ ଚାଷର ପ୍ରଚାରପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା କୋରାପୁଟ ଜିଲାର ପଦ୍ମଶ୍ରୀ କମଳା ପୂଜାରୀ ରବିବାର ଅସୁସ୍ଥ ହୋଇପଡ଼ିଛନ୍ତି। କମଳା ଜ୍ୱର ସହ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଜୟପୁର...

ପୁଣି ବ୍ୟାପିଲାଣି ଝାଡ଼ାବାନ୍ତି

କୋରାପୁଟ/ତେନ୍ତୁଳିଖୁଣ୍ଟି,୨୧।୮(ସ୍ବ.ପ୍ର./ଡି.ଏନ୍‌.ଏ.): କଛିଦିନରେ ବ୍ୟବଧାନରେ ପୁଣି ଦେଖାଦେଲାଣି ଝାଡ଼ାବାନ୍ତି ଆତଙ୍କ। ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ନବରଙ୍ଗପୁର ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କୋରାପୁଟ ସଦର ବ୍ଲକରେ ୧୬ଜଣ ଓ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟିରେ ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ...

ବର୍ଷାଦିନେ ବି ପିଇବାକୁ ପଡ଼ୁଛି ଚୁଆପାଣି

ଦଶମନ୍ତପୁର, ୨୧।୮(ଡି.ଏନ୍‌.ଏ.): ଚଳିତବର୍ଷ ଦେଶ ସ୍ବାଧୀନତାର ୭୫ବର୍ଷ ପୂରଣ ହୋଇଛି। ତଥାପି ମଧ୍ୟ ଏପରି ଅନେକ ଗାଁ ଅଛି, ଯେଉଁଠି ମୌଳିକ ସୁବିଧା ଲୋକଙ୍କୁ ଠିକ୍‌ଭାବେ ମିଳୁନି। ଏପରି ଏକ ଗାଁ ହେଉଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗ...

ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୨୦।୮(ସ୍ବ.ପ୍ର.): ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ସହର ଉପକଣ୍ଠ ଗାନ୍ଧୀନଗର ସ୍ଥିତ ନୂଆସାହିରେ। ସାହିର ସୁମନ୍ତ କୁମାର ଭାତ୍ରାଙ୍କ ବଡ ପୁଅ ପ୍ରୀୟାସୁ ସ୍ଥାନୀୟ ମାନସ ବିଦ୍ୟାଳୟରେ ପ୍ରଥମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri