କୋରାପୁଟ

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା ବେଳେ ଦିନର ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନିଆଁର ଉତ୍ତାପରେ ଆଖପାଖ ଗ୍ରାମର ଲୋକେ ଅତିଷ୍ଠ…

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି। ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଜନୈକ ବ୍ୟକ୍ତିଙ୍କ ଘର ଛାତ ଉପରେ…

ତୃତୀୟ ଦିନରେ କୋରାପୁଟ ଲୋକ ସଭା ପାଇଁ ୨ ପ୍ରାର୍ଥୀ, ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୦ା୪(ଅମିତାଭ ବେହେରା): ଶନିବାର ନାମାଙ୍କନପତ୍ର ଦାଖଲର ତୃତୀୟ ଦିନ ହୋଇଥିବା ବେଳେ କୋରାପୁଟ ଲୋକ ସଭା ଆସନ ପାଇଁ ୨ ଜଣ ଓ କୋରାପୁଟ ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି।…

ନାମାଙ୍କନପତ୍ର ଦାଖଲ କଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନା ଦୋରା

ପଟାଙ୍ଗି,୨୦ା୪(ଶରତ ଧଳ): ଲୋକ ସଭା ଓ ବିଧାନସଭା ନିର୍ବାଚନକୁ ନେଇ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳର ବିଧାୟକ ଏବଂ ଏମ୍‌ପି ପ୍ରାର୍ଥୀ ନିଜ ନିଜର ନାମାଙ୍କନପତ୍ର ଦାଖଲ କରି ପ୍ରଚାର ମଇଦାନକୁ ଓହ୍ଲାଇ…

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି। ମିିଳିଥିବା ସୂଚାନୁଯାୟୀ, ଜିଲାର ବନ୍ଧୁଗାଁ ବ୍ଲକର କାବେରିବାଡ଼ି ପଞ୍ଚାୟତ ଅନ୍ତର୍ଗତ ଡିମିଟିଗୁଡ଼ାରେ ଆଜି ଅପରାହ୍ନରେ…

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା ଦେଖାଯାଇଛି। କୋରାପୁଟ ସହରରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ଭୋର୍‌ରୁ ସହର ଭିତରେ ବିରାଟକାୟ…

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ, ଶିକ୍ଷା, ଶିଶୁଙ୍କ ଖାଦ୍ୟ, ମା’ମାନଙ୍କ ପାଇଁ ଟଙ୍କା ପାଇଛୁ। ଦ୍ରୋହୀ ହେବୁ ନାହିଁ। ଆନ୍ଧ୍ର,…

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ କରି ନ ଥିବା ବେଳେ ଭାଜପା ଏହି କ୍ଷେତ୍ରରେ ନିଜ ପୂର୍ବ ଘୋଷିତ ପ୍ରାର୍ଥୀ…

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ କୋରାପୁଟ ବିଧାନସଭା ନିମନ୍ତେ କଂଗ୍ରେସ ଦଳ ପକ୍ଷରୁ କୃଷ୍ଣ କୁଲଦୀପ ପାର୍ଥୀପତ୍ର ଦାଖଲ କରିଥିଲେ।…

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ମେ’…

ରାମନବମୀ ଅବସରରେ ମୋଟର ସାଇକେଲ ରାଲିରେ ଦୁଇ ରାଜନୈତିକ ଦଳର ସମର୍ଥକ ଶ୍ରେୟ ନେବା ପ୍ରୟାସ

ପଟ୍ଟାଙ୍ଗି,୧୭।୦୪(ଶରତ ଧଳ)ସାରା ରାଜ୍ୟରେ ରାମନବମୀକୁ ନେଇ ରାମ ଓ ହନୁମାନ ମନ୍ଦିର ମାନଙ୍କରେ ଉତ୍ସବ ମୁଖର ହୋଇ ଉଠିଥିବାବେଳେ ଯୁବ ଗୋଷ୍ଠୀଙ୍କ କ୍ଷେତ୍ରରରେ ଏହାକୁ ନେଇ ଦେଖା ଦେଇଛି ଉତ୍ସାହ । ଏପରି କ୍ଷେତ୍ରରେ ଅନେକ ସ୍ଥାନରେ ଉକ୍ତ ଗୋଷ୍ଠୀଙ୍କ ପକ୍ଷରୁ…

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିଛି। ଏହିପରି ସ୍ଥିତିରେ ପଟାଙ୍ଗୀ ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ, ବିଜେଡି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri