କୋରାପୁଟ

କୋରାପୁଟରେ ଖୋଲିଲା ଷ୍ଟ୍ରବେରୀ ଷ୍ଟଲ

କୋରାପୁଟ,୧ା୨(ଅମିତାଭ ବେହେରା)- କୋରାପୁଟସ୍ଥିତ କଳା ନିକେତନ ଛକରେ ଓରମାସ, ଡ଼ଙ୍ଗରରାଣୀ ଫାର୍ମସ ପ୍ରଡ୍ୟୁସର କମ୍ପାନୀ ଲିମିଟେଡ଼, ସିୱାଇଏସଡି ଏବଂ ଉଦ୍ୟାନ ବିଭାଗର ମିଳିତ ସହଯୋଗରେ ଏକ ଷ୍ଟ୍ରବେରୀ ଷ୍ଟଲ ଶନିବାର ଶନିବାର ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନ…

ନଡ଼ିଆ ଗଛରୁ ପଡ଼ି ଚାଳିଗଲା ଛାତ୍ରଙ୍କ ଜୀବନ: ବିଭାଗୀୟ ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ତଳଗୋଲୁର ପଞ୍ଚାୟତ ସଦର ମହକୁମାରରେ ଅବସ୍ଥିତ ୟୁଜିଏଚ୍‌ଏସ୍‌ ବିଦ୍ୟାଳୟର ଜଣେ ଛାତ୍ର ନଡ଼ିଆ ଗଛରୁ ଖସିପଡି ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବିଦ୍ୟାଳୟର ହଷ୍ଟେଲରେ ରହି ସିଙ୍ଗାରଗୁଡି ଗ୍ରାମର…

ଆକର୍ଷିତ କରୁଛି ଶତାୟୁ ବୃକ୍ଷ

କୋଟପାଡ଼,୧ା୨(କେ. ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସହର ମଧ୍ୟରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଥିବା ଏକ ବିରାଟ ଶତାୟୁ ତେନ୍ତୁଳି ବୃକ୍ଷ ଯୁବପିଢ଼ିଙ୍କ ଆକର୍ଷଣ କେନ୍ଦ୍ର ପାଲଟିଛି। ଏହି ବୃକ୍ଷର ଶାଖା ପ୍ରଶାଖା ପୂର୍ବରୁ ଯେଭଳି…

ହାଲ୍‌ ଠିକା ସୁରକ୍ଷା କର୍ମୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ସୁନାବେଡ଼ା,୧ା୨(କୃତ୍ତିବାସ ପ୍ରଧାନ): ସୁନାବେଡ଼ା ହାଲ୍‌ କାରଖାନାରେ କାର୍ଯ୍ୟରତ ଠିକା ସୁରକ୍ଷା କର୍ମୀ ଶନିବାର କାର୍ଯ୍ୟ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସମସ୍ତ ସୁରକ୍ଷା କର୍ମୀ କାମ ବନ୍ଦ କରି ଟାଉନଶିପ୍‌ ସିକ୍ୟୁରିଟି ଅଫିସ ସାମ୍ନାରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,…

ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା

କୋରାପୁଟ,୧ା୨(ଅମିତାଭ ବେହେରା): ସୋନିଆ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରପତି ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ ତାହାର ପ୍ରତିବାଦ କରିବା ସହ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ଭାବେ ନିନ୍ଦା କରାଯିବା ସହିତ ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।…

ଦୁଇ ବର୍ଷରେ କୋରାପୁଟ ଜିଲାରେ ୭୫୩ ସଡ଼କ ଦୁର୍ଘଟଣାରେ ଗଲାଣି ୪୭୪ ଜଣଙ୍କ ଜୀବନ

କୋରାପୁଟ,୩୦ା୧(ଅମିତାଭ ବେହେରା): ୨୦୨୩ ଜାନୁଆରୀରୁ ଗତ ୨୦୨୪ ଡିସେମ୍ବର ଯାଏ ୨ ବର୍ଷରେ କୋରାପୁଟ ଜିଲାରେ ସମୁଦାୟ ୭୫୩ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ମୋଟ୍‌ ୪୭୪ ଜଣଙ୍କ ଜୀବନ ଯାଇଛି। ୪୪୦ ଗୁରୁତର ହୋଇଥିବା ନେଇ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ଜିଲାର ୩୦୦ରୁ ଊର୍ଦ୍ଧ୍ୱ ଗ୍ରାମରେ ଆଜିଯାଏ ପହଞ୍ଚିନି ବିଦ୍ୟୁତ୍‌ ସେବା

କୋରାପୁଟ,୩୦ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବିକାଶ କେନ୍ଦ୍ରଠାରେ ୧୯ତମ ଜିଲା ବିଦ୍ୟୁତ୍‌ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲ୍ଲାକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲାର ଚାଲିଥିବା ବିଭିନ୍ନ ଯୋଜନାରେ କିପରି ବିଦ୍ୟୁତକରଣ କରାଯାଇଛି ସେ ସମ୍ପର୍କରେ…

କୋରାପୁଟରେ ପିଏମ କିଷାନରେ ୫୯୫୦୮ ହିତାଧିକାରୀ ସାମିଲ

କୋରାପୁଟ,୨୯।୧(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭା ଗୃହରେ ବୁଧବାର ଦିଶା ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦିଶା ଅଧୀନରେ ଜିଲାର ସାମଗ୍ରିକ ବିକାଶ ନେଇ କାର୍ଯ୍ୟ କରାଯଉଥିବା…

ଶବରୀ ନାରାୟଣ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା: ୩ ହଜାର ଲୋକ ଉଠାଇଲେ ଜଳ

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟ ଜିଲାର ବିଲାପୁଟ ଗ୍ରାମଠାରେ ନବନିର୍ମିତ ଶବରୀ ନାରାୟଣ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ମହାସମାରୋହରେ ଆରମ୍ଭ ହୋଇଛି। ଏହି ପ୍ରତିଷ୍ଠା ଉତ୍ସବ ନିମନ୍ତେ ସେମିଲିଗୁଡାର ପିତାଗୁଡା ନଦୀରୁ ଜଳ ସଂଗ୍ରହ କରି ପୂଜାଅର୍ଚନା ପରେ…

କୋରାପୁଟରୁ ଅଯୋଧ୍ୟା ଗଡ଼ିଲା ବସ୍‌: ଜାଣନ୍ତୁ ଟିକେଟ୍‌ ଦାମ୍‌ ମହିଳାଙ୍କ ପାଇଁ କେତେ, ପୁରୁଷଙ୍କ ପାଇଁ କେତେ…

କୋରାପୁଟ,୨୭।୧(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର କୋରାପୁଟରୁ ଅଯୋଧ୍ୟା ଏବଂ ପ୍ରୟାଗରାଜ ଅଭିମୁଖେ ଏକ ଭଲବୋ ବସ୍‌ ଯାତ୍ରା ଆରମ୍ଭ କରିଛି। ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲାପାଳ ଭି କୀର୍ତ୍ତି ଭାସନ, ଆର୍‌ଟିଓ ରାଜେଶ ମାରାଣ୍ଡି…

କୋରାପୁଟରେ ପତାକା ଉତୋଳନ କଲେ ଗଣଶିକ୍ଷା ମନ୍ତ୍ରୀ

କୋରାପୁଟ,୨୬ା୧(ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ରବିବାର ଜିଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ୭୬ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ବଳିତ…

ସ୍ଥାୟୀ ନିଯୁକ୍ତି ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

କୋରାପୁଟ,୨୪।୧(ଅମିତାଭ ବେହେରା): ଜୀବିକା ମିଶନ ଏବଂ ମିଶନ ଶକ୍ତିରେ କାର୍ଯ୍ୟରତ ଇସି ସଦସ୍ୟଙ୍କ ସ୍ଥାୟୀ ନିଯୁକ୍ତି ସମେତ ୧୧ଦଫା ଦାବି ନେଇ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ମିଶନ ଶକ୍ତି ସଭାନେତ୍ରୀ ଜ୍ୟୋତିରେଖା ଚେଟ୍ଟୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?