ଦଳରେ ମିଶୁମିଶୁ ମିଳିଗଲା ଟିକେଟ
ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ କୁଲେସିକାଙ୍କୁ ଭାଜପା ଟିକେଟ୍ ଦେଇଛି। ସୂଚନା ଯୋଗ୍ୟ, କିଛି ଦିନ ତଳେ ବିଜେଡି ଛାଡି…
ମେଡିକାଲ ଆସୁଥିବା ବେଳେ ବାଇକ୍ଆରୋହୀଙ୍କୁ ଚାପିଦେଲା ବାଲି ବୋଝେଇ ଟିପ୍ପର
କୋରାପୁଟ,୧୫ା୪: କୋରାପୁଟ ଜିଲା ୨୬ ନମ୍ବର ଜାତୀୟ ରାଜପଥ ମୃର୍ତ୍ତିକା ସଂରକ୍ଷଣ କଲୋନୀ ନିକଟରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକଙ୍କ ଘର ରାୟଗଡ଼ା ଜିଲା ମୁନିଗୁଡ଼ାରେ ବୋଲି ଜଣାପଡ଼ିଛି।…
୨୧ ଗ୍ରାମର ଲୋକେ ୨ ରାଜ୍ୟର ଭୋଟର
ପଟ୍ଟାଙ୍ଗି,୧୫ା୪(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଲୋକମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଆନ୍ଧ୍ର ନେଉଛି ଭୋଟ। ଫଳରେ କୋଟିଆ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକମାନେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରକୁ ଭୋଟ ଦେଉଛନ୍ତି। ୨୦୨୧ରେ…
ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ
ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା।…
ପ୍ରଚାର ମଇଦାନରେ ତାରା: ବିଜେଡି ଛାଡ଼ି କଂଗ୍ରେସରେ ସାମିଲ ହେଲେ ଶତାଧିକ କର୍ମୀ
କୋରାପୁଟ,୧୩ା୪(ଅମିତାଭ ବେହେରା): କୋରାପୁଟ ଜିଲାର ଲକ୍ଷ୍ମୀପୁର ନିିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ଦଶମନ୍ତପୁରଠାରେ ଶନିବାର କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି କଂଗ୍ରେସର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଏହି ନିର୍ବାଚନୀ ସଭାରେ…
ପ୍ରଚାର କରିବାକୁ ଆସି ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ଘାଇଲା ନେତା, ଛାଡ଼ି ପଳାଇଲେ ସଭା
କୋରାପୁଟ,୧୧।୪: ଭୋଟ ପାଇଁ ପ୍ରଚାର କରିବାକୁ ଆସିଥିଲେ ନେତା ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ହେଲେ ଘାଇଲା। ଜନତାଙ୍କ ପ୍ରଶ୍ନ ବାଣରେ ହଟହଟା ହୋଇ ସଭା ସ୍ଥଳ ଛାଡ଼ି ପଳାଇଲେ ବିଧାୟକ ପ୍ରାର୍ଥୀ। ଖବର ଅନୁଯାୟୀ ଗତ ରବିବାର କୋରାପୁଟ ଜିଲ୍ଲା ବୈପାରିଗୁଡା…
ଚିନ୍ତା ବଢ଼ାଇଛି ଗୋଟିଏ ଦିନରେ ଦୁଇ ରାଜ୍ୟର ନିର୍ବାଚନ, ପ୍ରସ୍ତୁତି ପାଇଁ ଅଧିକାରୀଙ୍କ ଗୁରୁତ୍ୱ
ପଟାଙ୍ଗି,୧୧ା୪(ଶରତ ଧଳ): ଗୋଟିଏ ଦିନରେ ଦୁଇଟି ରାଜ୍ୟର ଦୁଇ ନିର୍ବାଚନ ମଣ୍ଡଳୀରେ ଲୋକ ସଭା, ବିଧାନସଭା ନିର୍ବାଚନ ହେଉଥିବା ତାରିଖକୁ ନେଇ ଦୁଇ ରାଜ୍ୟର ଦୁଇ ଜିଲା ଓ ଦୁଇ ବ୍ଲକ ପ୍ରଶାସନ ପାଇଁ ଚିନ୍ତା ବଢ଼ାଇ ଦେଇଛି। ଏଥିସହିତ ନିର୍ବାଚନ…
କାର୍ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ
କୋରାପୁଟ/ନାରାୟଣପାଟଣା,୧୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ଲକ୍ଷ୍ମୀପୁରରୁ ବୁଧବାର ରାତିରେ ଦାମନଯୋଡ଼ି ଯାଉଥିବା ଏକ କାର୍ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ପାଇଁ ବିପୁଳ ପରିମାଣର ଟଙ୍କା ଚାଲାଣ କରାଯାଉଥିବା ନେଇ ସୂଚନା ପାଇ ଲକ୍ଷ୍ମୀପୁର…
ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ
ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ ଝରଣା…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଆହତ
ଜୟପୁର,୧୦।୩: କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।…
ଟ୍ରକ୍ରେ ଗ୍ୟାସ୍ ଚୁଲାରେ ରୋଷେଇ କରୁଥିବା ବେଳେ ଲାଗିଲା ନିଆଁ
କୋଟପାଡ଼,୭ା୪(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ମହାବିଦ୍ୟାଳୟ ନିକଟସ୍ଥ ଜାତୀୟ ରାଜପଥ ୬୩ ପାର୍ଶ୍ୱ ପେଟ୍ରୋଲ ଟ୍ୟାଙ୍କ ନିକଟରେ ଏକ ଟ୍ରକ୍ରେ କୌଣସି କାରଣ ବଶତଃ ଅପରାହ୍ନ ୨ଟାରେ ନିଆଁ ଲାଗି ଯାଇଥିଲା। ଟ୍ରକ୍ ଭିତରେ ଡ୍ରାଇଭର ଏକ ଗ୍ୟାସ୍ ଚୁଲାରେ…
ଜରୁରୀ ନ ଥିଲେ ଘରୁ ବାହାର ନାହିଁ: ଜିଲାପାଳ
କୋରାପୁଟ,୬ା୪(ଅମିତାଭ ବେହେରା): କୋରାପୁଟ ଜିଲାରେ ଦିନକୁ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ନେଇ ବିଭିିନ୍ନ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ସନ୍ଧ୍ୟାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ଭି. କୀର୍ତ୍ତି ଭାସନ ସୂଚନା…
Archives


