ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ
ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ ମହଲଠାରୁ…
ମା’ ଭୈରବୀଙ୍କୁ ପୂଜା କରି ନିର୍ବାଚନୀ ପ୍ରଚାର ଆରମ୍ଭ କଲେ ତାରା
ଭୁବନେଶ୍ୱର,୫।୪: କୋରାପୁଟ ଜୟପୁର ବିଧାନସଭା କଂଗ୍ରେସ ପ୍ରାର୍ଥୀ ତାରା ବାହିନୀପତି ଶୁକ୍ରବାର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ସମର୍ଥକଙ୍କ ସହ ସେ ବୋରିଗୁମ୍ମା ବ୍ଲକର ଭୈରବୀ ମନ୍ଦିରରେ ପହଞ୍ଚି ଥିଲେ। ପରେ ସେଠାରେ ପୂଜାର୍ଚ୍ଚନା କରି ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି…
ଫିଲ୍ମ ଷ୍ଟାଇଲ୍ରେ ଗଞ୍ଜେଇ ଚୋରାଚାଲାଣ
କୋରାପୁଟ,୫ା୪(ଅମିତାଭ ବେହେରା): ଫିଲ୍ମ ଷ୍ଟାଇଲ୍ରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଛି ପୋଲିସ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପାଡୁଆ ବାଞ୍ଜଲାପୁଟରେ। ଛତିଶଗଡ଼ ଅଞ୍ଚଳ ବସ୍ତର ଜିଲାର ମଣିକାନ୍ତା ନାମକ ଜଣେ ଯୁବକ ନିଜ ଦେହରେ ୭…
ଏସଡିପିଓଙ୍କ ମିଳିତ ଚଢ଼ାଉ: ବିପୁଳ ପରିମାଣ ବିଦେଶୀ ମଦ ଜବତ, ଜଣେ ଗିରଫ
ପଟ୍ଟାଙ୍ଗି,୫।୪(ଶରତ ଧଳ):ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ଧରପଗଡ କ୍ଷେତ୍ରରେ ତପ୍ତରତା ପ୍ରକାଶ ପାଇଛି। ଏହିପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ…
କଲର୍ଭଟରେ ପିଟି ହେଲା ଯନ୍ତ୍ରୀଙ୍କ କାର: ୪ ଗୁରୁତର
କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ସହରର ଓଏମ୍ପି ନିକଟସ୍ଥ ଏକ କଲର୍ଭଟରେ ଭାରସାମ୍ୟ ହରାଇ ଏକ କାର ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି ।…
କୋରାପୁଟ ନିର୍ବାଚନମଣ୍ଡଳୀ: ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଦଳୀୟ କର୍ମୀଙ୍କ ବିରୋଧ
ସୁନାବେଡ଼ା,ସେମିଳିଗୁଡ଼ା,୪ା୪(କୃତ୍ତିବାସ ପ୍ରଧାନ/ ବାସୁଦେବ ବରାଡ଼): କୋରାପୁଟ ବ୍ଲକ, ସୁନାବେଡ଼ା ପୌରାଞ୍ଚଳ, ଲମତାପୁଟ ଓ ବୈପାରିଗୁଡ଼ା ବ୍ଲକ ଅଞ୍ଚଳକୁ ନେଇ ଗଠିତ ହୋଇଛି ୧୪୪ ନଂ. କୋରାପୁଟ ନିର୍ବାଚନମଣ୍ଡଳୀ। ନିର୍ବାଚନ ପାଇଁ ନିକଟରେ ବିଜେଡି ପ୍ରାର୍ଥୀ ରୂପେ ରଘୁରାମ ପଡାଲଙ୍କ ନାମ ଘୋଷଣା…
ପଟାଙ୍ଗି ବିଧାନସଭା ଆସନରୁ ପ୍ରାର୍ଥୀ ହେଲେ ପ୍ରଫୁଲ୍ଲ
କୋରାପୁଟ,୩ା୪(ଅମିତାଭ ବେହେରା): ରାଜ୍ୟ ବିଜେଡି ପକ୍ଷରୁ ବୁଧବାର ଦ୍ୱିତୀୟ ପଯର୍ର୍ୟାୟରେ ୨୭ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରେ ରହିଛନ୍ତି ଜିଲାର ପଟ୍ଟାଙ୍ଗି ବିଧାନସଭା ମଣ୍ଡଳୀ ଆସନ ନିମନ୍ତେ ପୂର୍ବତନ ବିଧାୟକ…
କାନ୍ଥ ଫାଟିଲାଣି, ଅସରାଏ ବର୍ଷା ହେଲେ ଗଳୁଛି ପାଣି
ନନ୍ଦପୁର,୧ା୪(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ତହସିଲ ଅଧୀନ ବ୍ଲକ ଅଞ୍ଚଳର ପଞ୍ଚାୟତବାସୀଙ୍କୁ ରାଜସ୍ବ ସେବା ଯୋଗାଇବାକୁ ନିର୍ମିତ ପାଡୁଆ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିର୍ମାଣରେ ସୁନାବେଡା ଆରଡି ବିଭାଗ ନିମ୍ନମାନର କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ବ୍ୟୟ ଅଟକଳ ଓ…
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି କଫି ଫୁଲ
କୋରାପୁଟ ୧ା୪(ଅମିତାଭ ବେହେରା): କୋରାପୁଟ ଜିଲାରେ ଥିବା ବିଭିନ୍ନ କଫି ବଗିଚାରେ ଏବେ କଫି ଫୁଲ ଫୁଟିବା ସମୟ ଆରମ୍ଭ କରିଛି। ଫୁଲ ଫିଟିଲେ ଏହା ଯେମିତି କଫି ଫୁଲର ଧଳା ଚାଦର ଭଳି ଶୋଭା ପାଇଥାଏ। ଯାହା ପ୍ରକୃତିପ୍ରେମୀଙ୍କୁ ବଗିଚାକୁ…
ଅଲଗା ହେବାକୁ ନାରାଜ
ସୁନାବେଡ଼ା,୩୧ା୩(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼)ଝିଅମାନଙ୍କୁ ସ୍ବତନ୍ତ୍ର ଭାବରେ ଶିକ୍ଷିତ କରିବାକୁ ୧୯୯୫ରେ ସୁନାବେଡ଼ାଠାରେ ମହିଳା ମହାବିଦ୍ୟାଳୟ ନିର୍ମାଣ କରାଯାଇଥିଲା। ପ୍ରଥମେ ଯୁକ୍ତ ୨ କଳା, ବାଣିଜ୍ୟ ଓ ବିଜ୍ଞାନ ବିଭାଗରେ ଝିଅମାନଙ୍କ ନାମ ଲେଖାଇ ପାଠପଢ଼ା ଆରମ୍ଭ ହୋଇଥିଲା। ପରେ ୨୦୦୦ରେ ଏଠାରେ…
ମୋଟରସାଇକେଲ୍କୁ ଧକ୍କାଦେଲା କାର୍: ଜଣେ ମୃତ, ଜଣେ ଆହତ
ପଟାଙ୍ଗି,୩୦ା୩(ଶରତ ଧଳ): ଯାତ୍ରା ଦେଖି ଘରକୁ ଫେରିବା ହେଲା କାଳ। ଏହିପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଟାଙ୍ଗିଣି ଘାଟିରେ। ସୂଚନାନୁଯାୟୀ, ଉକ୍ତ ବ୍ଲକର ସୁଙ୍କି ପଞ୍ଚାୟତ ସଦର ମହକୁମାରେ ହେଉଥିବା ମା’ ଭୈରବୀ…
ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର
ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ପ୍ରଭାବିତ କରିବା ପାଇଁ ଅନେକ ପଦକ୍ଷେପ ନେଇଛି। ୨୦୨୪ ସାଧାରଣ ନିର୍ବାଚନ ସହିତ ଆନ୍ଧ୍ରପ୍ରଦେଶର…
Archives


