କୋରାପୁଟ

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି। ପଞ୍ଚାୟତରେ ଚାଲିଥିବା SIR-୨୦୨୬ ଅନ୍ତର୍ଗତ ଦାବି ଓ ଆପତ୍ତି ଗ୍ରହଣ ପର୍ଯ୍ୟାୟର କାର୍ଯ୍ୟକ୍ରମର…

ନାବାଳିକାଙ୍କୁ ବଳାତ୍କାର, ବନ୍ଧା ହେଲେ ଅଭିଯୁକ୍ତ

ଜୟପୁର,୨୩ା୭(ପବନ ପାଣିଗ୍ରାହୀ): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ କୋରାପୁଟ ଜିଲା ଜୟପୁର ମହିଳା ପୋଲିସ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ସମ୍ବାର ତୋଟା ଏମ୍‌.ସିମାଦ୍ରି(୨୨)। ସୂଚନାନୁଯାୟୀ, ଜଣେ ନାବାଳିକା (୧୭)ଙ୍କୁ ବଳାତ୍କାର କରିଥିବା ନେଇ ମହିଳା ଥାନାରେ ଅଭିଯୋଗ…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୧୫ଜଣଙ୍କୁ ରବିବାର ଅଟକ ରଖାଯାଇଛି। ଅଭିଯୁକ୍ତମାନେ ହେଲେ ହମିଦ ବିବି…

ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ ପାଇଁ ଛାତ୍ରୀ କୀର୍ତ୍ତନା ମନୋନୀତ, ଅଞ୍ଚଳରେ ଖୁସିର ଲହରି

ପଟାଙ୍ଗି,୧୯ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ କୀର୍ତ୍ତନା ସାହୁ ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ କାର୍ଯ୍ୟକ୍ରମକୁ ମନୋନୀତ ହୋଇ ଜିଲା, ବ୍ଲକ ଏବଂ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ସୂଚନାନୁଯାୟୀ, ଫେବୃଆରୀ…

ଲାଞ୍ଚ ନେଇ ଶିରିଝୋଲି ଆର୍‌ଆଇ ଗିରଫ 

ଜୟପୁର,୧୮।୭(ପବନ ପାଣିଗ୍ରାହୀ)-ଜଣେ ଜମିପଟ୍ଟା ଆବେଦନକାରୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ରାୟଗଡ଼ା ଜିଲା ଗୁଣପୁର ତହସିଲର ଶିରିଝୋଲି ଆର୍‌ଆଇ ସୁଶାନ୍ତ ମଲ୍ଲିକଙ୍କୁ ଜୟପୁର ଭିଜିଲାନ୍ସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। କୋର୍ଟ ତାଙ୍କ ଜାମିନ ଆବେଦନ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର ଦ୍ୱାଦଶ ଶ୍ରେଣୀର ମେଧାବୀ ଛାତ୍ର ପୂଜ୍ୟମ ରାଜ। ନିଟ୍ ପରୀକ୍ଷାରେ ସେ ସର୍ବଭାରତୀୟ…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା ହୋଇଥାଏ । ସେଥିମଧ୍ୟରୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଥିବାବେଳେ ୫୦.୬୦ କୋଟି ଟଙ୍କାର ଋଣ ବଣ୍ଟନ କରାଯାଇଛି। ଏହି…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି। ସ୍ନାନଯାତ୍ରା ପରେ ଅଣସର ଘରେ ୧୫ ଦିନ ଧରି ବିରାଜମାନ…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ କୋର୍ଟ ସଂଘମିତ୍ରା ଦାଶ ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ବେଳେ ବହୁ ମୂଲ୍ୟବାନ ସମ୍ପତ୍ତିର ସନ୍ଧାନ ମିଳିଛି।…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ବଡ଼ଧରଣର ଚଢ଼ାଉ ଆରମ୍ଭ କରିଛି। ଜୟପୁରସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?