କୋରାପୁଟ

ହସ୍ପିଟାଲରେ ପଶି ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ

ଦଶମନ୍ତପୁର,୨୧ା୩(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପୋଡ଼ାଗଡ଼ ଉପସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣ ନ ଥାଇ ପୋଡ଼ାଗଡ଼ ଅଞ୍ଚଳର ୩ ଜଣ ଦୁର୍ବୃତ୍ତ ହସ୍ପିଟାଲ ଭିତରେ ପଶି ଜଣେ ସ୍ବାସ୍ଥ୍ୟକର୍ମୀ ଓ ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ…

ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ଅର୍ଥ ହେରଫେର: ଅବସରପ୍ରାପ୍ତ ବିଡିଓ, ପିଇଓଙ୍କୁ ୪ବର୍ଷ ଜେଲ

ଜୟପୁର,୨୧ା୩(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ହୋଇଥିବା ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ମାମଲା ରୁଜୁ ହୋଇଥିଲା। ଏହାର ଗୁରୁବାର ଶୁଣାଣି ହୋଇଛି । ସମସ୍ତ ସାକ୍ଷ୍ୟ…

ଇଣ୍ଡିଆ ମେଣ୍ଟ: ପ୍ରାର୍ଥୀ ଦେବାକୁ ଦାବିକଲା ସିପିଆଇ (ଏମ୍‌ଏଲ୍‌)

ଗୁଣପୁର,୨୧ା୩(ପ୍ରଦୀପ କୁମାର ପାଢ଼ୀ): କୋରାପୁଟ ଲୋକ ସଭା ସହ ଗୁଣପୁର ବିଧାନସଭା ନିର୍ବାଚନ ମେ’ ୧୩ ତାରିଖରେ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଘୋଷଣା ପରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଭିନ୍ନ ଦଳ ପକ୍ଷରୁ ମେଣ୍ଟ…

୨ କାର ମୁହାଁମୁହିଁ ଧକ୍କା, ୬ ଗୁରୁତର

କୋଟପାଡ,୧୯ା୩(କେ. ରାଜଶେଖର ରାଓ)-କୋରାପୁଟ ଜ଼ିଲା କୋଟପାଡରେ ମଙ୍ଗଳବାର ଅପରାନ୍ନ ୫ଟାରେ ସହରଠାରୁ ୧୨ କି.ମି. ଦୂର ସର୍ଗିଗୁଡା ପଞ୍ଚାୟତଠାରେ ଦୁଇଟି କାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଏଥିରେ ୬ଜଣ ଗୁରୁତର ହୋଇଛନ୍ତି। କୋଟପାଡ଼ ଅଞ୍ଚଳରୁ ଜୟପୁର ଯାଉଥିବା ଏକ କାର…

କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦାଜି କା ଥେଲା’ ପାଇଁ ଶିକ୍ଷକ ତରୁଣ କୁମାର ପୁରସ୍କୃତ

କୋରାପୁଟ,୧୯।୩(ଅମିତାଭ ବେହେରା ): ସିଆଇଇଟି, ଏନ୍‌ସିଆର୍‌ଟି ନୂଆ ଦିଲ୍ଲୀ ଦ୍ୱାରା ଆୟୋଜିତ ଅଖିଳ ଭାରତୀୟ ଶିଶୁ ଇ- ଶିକ୍ଷଣ ସାମଗ୍ରୀ ପ୍ରତିଯୋଗିତା ୨୦୨୩-୨୪ରେ ଭାଗ ନେଇ ପିଏମ୍‌ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟର ଶିକ୍ଷକ ତରୁଣ କୁମାର ଦାଶ ଉଚ୍ଚ ପ୍ରଶଂସିତ…

ଶହୀଦ ଯବାନଙ୍କ ବୀରତ୍ୱକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି

କୋରାପୁଟ,୧୮।୩(ଅମିତାଭ ବେହେରା ): କୋରାପୁଟ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ଶହୀଦ ଯବାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି କରାଯାଇଛି। ଏହି ଅବସରରେ କୋରାପୁଟ ଏସ୍‌ପି ଅଭିନବ ସୋନକର ଶହୀଦ ପରିବାର ଲୋକଙ୍କୁ ଭେଟି ସମବେଦନା ଜ୍ଞାପନ କରିଛନ୍ତି। ମିଳିଥିବା ସୂଚନା ମୁତାବକ,…

ହଠାତ୍‌ ଯୁବକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଅଢେଇ ଲକ୍ଷ ଟଙ୍କା: ଖୁସି ହେବା ପରିବର୍ତ୍ତେ କଲେ ଏମିତି କାମ

କୋରାପୁଟ,୧୮।୩(ଅମିତାଭ ବେହେରା): ସମାଜରେ ଆଜି ବି ବଞ୍ଚି ରହିଛି ମାନବିକତା। ନିଜ ବ୍ୟାଙ୍କ ଆକାଉଣ୍ଟକୁ ଭୁଲ୍‌ରେ ଆସିଥିବା ଟଙ୍କା ଫେରାଇ ମାନବିକତାର ପରିଚୟ ଦେଲେ କୋରାପୁଟର ଯୁବକ ଶରତ ପଟ୍ଟନାୟକ। ସୂଚନା ଅନୁସାରେ ଗତ ଶନିବାର କୋରାପୁଟ ସହରର ଯୁବକ ଶରତ…

ଦାଦନ ଖଟିବାକୁ ଯାଇ ବେଙ୍ଗାଲୁରୁରେ ଜୀବନ ହରାଇଲେ ଓଡ଼ିଆ ଯୁବକ, ପାଞ୍ଚ ଦିନ ହେଲା ଅଟକି ରହିଛି ମୃତଦେହ

ଭୁବନେଶ୍ବର,୧୭।୩: ଦାଦନ ଖଟିବାକୁ ଯାଇ ଜୀବନ ହାରିଲେ ଯୁବକ। କୋରାପୁଟ ନାରାୟଣପାଟଣାର ଜଣେ ଯୁବକ ବେଙ୍ଗାଲୁରୁରେ ପ୍ରାଣ ହରାଇଥିଲା ବେଳେ ପାଞ୍ଚ ଦିନ ହେଲା ତାଙ୍କର ମୃତଦେହ ସେଠାରେ ଅଟକି ରହିଛି। ପୁଅ ମୃତ୍ୟୁର ପାଞ୍ଚ ଦିନ ପରେ ମଧ୍ୟ ପରିବାର…

ଭୋଜି ଖାଇ ଯାଉଥିବା ବେଳେ ବ୍ରିଜ୍‌ ତଳକୁ ଖସିଲା ଭ୍ୟାନ୍‌: ୨ ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଗୁରୁତର

କୁନ୍ଦୁରା,୧୭ା୩(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ ଭୁସାଙ୍ଗଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଖଟଲାପଦର ନିକଟସ୍ଥ କୋଲାବ ନଦୀ ବ୍ରିଜ ତଳକୁ ଭୋଜି ଖାଇ ଯାଉଥିବା ଏକ ଭ୍ୟାନ୍‌ ଖସି ପଡ଼ିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ…

ପିଛା ଛାଡୁନାହିଁ ଦାଦନ ଯନ୍ତ୍ରଣା: ଆନ୍ଧ୍ରରୁ ଗାଁକୁ ଫେରିଲା ମୃତଦେହ, ଅଧାରେ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ

ପଟାଙ୍ଗି,୧୭ା୩(ଶରତ ଧଳ): ପଡ଼ୋଶୀ ଆନ୍ଧ୍ର ରାଜ୍ୟକୁ ଦାଦନ ଶ୍ରମିକ ଭାବେ କାମ କରିବାକୁ ଯାଇ ଗ୍ରାମକୁ ଶବ ହୋଇ ଫେରିବା ଦୃଶ୍ୟ ଗ୍ରାମବାସୀଙ୍କ ମଧ୍ୟରେ ସୃଷ୍ଟି କରିଛି ଶୋକାକୁଳ ପରିବେଶ। ଏହିପରି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ…

ନିର୍ବାଚନ ପୂର୍ବରୁ ଚାଲିଛି ତରବରିଆ ରାସ୍ତା କାର୍ଯ୍ୟ

କୋରାପୁଟ,୧୬ା୩(ଅମିତାଭ ବେହେରା): ନିର୍ବାଚନ ପୂର୍ବରୁ କୋରାପୁଟ ରାସ୍ତା ଓ ଗୃହ ବିଭାଜନ ତରଫରୁ କୋରାପୁଟ ସହରରେ ଚାଲିଛି ତରବରିଆ ରାସ୍ତା କାର୍ଯ୍ୟ। ନେତା ଓ ଠିକାଦାରଙ୍କ ପକେଟ ଗରମ ପାଇଁ ଏଭଳି ତରବରିଆ ଭାବେ ରାସ୍ତା କାର୍ଯ୍ୟ ଚାଲୁଥିବା ନେଇ ସାଧାରଣରେ…

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ପୋତିଦେଲେ

କୋରାପୁଟ/ନାରାୟଣପାଟଣା,୧୫ା୩(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ମାଓବାଦୀ ଅଧ୍ୟୁଷିତ ନାରାୟଣପାଟଣା ଥାନା ଅଧିନସ୍ଥ ତଳ ଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିଙ୍ଗୁରୁ ତାଡ଼ିଙ୍ଗିଙ୍କୁ ଗୁରୁବାର ବିଳମ୍ବିତ ରାତିରେ କେହି ହତ୍ୟା କରି ପୋତି ଦେଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri