ଜଳବାୟୁ ପରିବର୍ତ୍ତନ କଫି ଅମଳରେ ବାଧକ
କୋରାପୁଟ,୧୫ା୩(ଅମିତାଭ ବେହେରା): ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଯୋଗୁ ପାଣିପାଗ ଓ ଋତୁଚକ୍ରରେ ସନ୍ତୁଳନ ନଷ୍ଟହେବାରେ ଲାଗିଛି। ଏହାର ଫଳ ସ୍ବରୂପ ଅସ୍ବାଭାବିକ ବର୍ଷା, ଖରା, ଶୀତ ଆଦି ଅନୁଭୂତ ହେଉଛି। ତେବେ ଏହି ଜଳବାୟୁ ପରିବର୍ତ୍ତନ କଫିଚାଷ ଉପରେ ମଧ୍ୟ ପ୍ରଭାବ…
୩ ପ୍ରକଳ୍ପ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
କୋରାପୁଟ,୧୩ା୩(ଅମିତାଭ ବେହେରା): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାମୂହିକ ଭାବେ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କାର ତିନୋଟି ସେମିକଣ୍ଡକ୍ଟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିଲା। ବିଶ୍ୱବିଦ୍ୟାଳୟ…
କର୍ମଚାରୀଙ୍କ ସହ ମିଶି କରିଥିଲେ ଡିଜେଲ ଚୋରି: ପଡ଼ିଲା ମହଙ୍ଗା
ସୁନାବେଡ଼ା,୧୨ା୩ (କୃତ୍ତିବାସ ପ୍ରଧାନ): ସୁନାବେଡ଼ା ଥାନାରେ ଗତ ଫେବୃୟାରୀ ୨୭ରେ ଏକ ଚୋରି ମାମଲା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି କେସ୍ ନଂ. ୪୯/୨୪ରେ ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା। ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ ନିର୍ଦ୍ଦେଶରେ ଏଏସ୍ଆଇ…
ଓଲଟିଲା କ୍ଲୋରିନେଟ୍ ପାଉଡର ବୋଝେଇ ଟ୍ରକ୍, ଡ୍ରାଇଭର-ହେଲପର ଗୁରୁତର
କୋଟପାଡ଼,୧୧ା୩(ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ଠାରୁ ୩ କିଲୋମିଟର ଦୂର କୁହୁଡ଼ି ଗ୍ରାମ ନିକଟ ୬୩ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ ରବିବାର ରାତିରେ ଓଲଟି ପଡ଼ିଥିବା ବେଳେ ଡ୍ରାଇଭର ଓ ହେଲପର ଗୁରୁତର ହୋଇଥିବା ଜଣାପଡ଼ିଛି। ଟ୍ରକ୍ଟି କ୍ଲୋରିନେଟ୍…
ସ୍ମାର୍ଟ କ୍ଲାସ୍ ନାହିଁ: ନିଟ୍, ଓଜେଇରୁ ବଞ୍ଚିତ ଛାତ୍ରୀଛାତ୍ର
ସୁନାବେଡା/ସେମିଳିଗୁଡା,୧୧ା୩ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ): ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବାକୁ ସରକାର ୫-ଟି ମାଧ୍ୟମରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର କେତେକ କଲେଜର ଭିତ୍ତିଭୂମି ଥାଇ ସୁଦ୍ଧା ଛାତ୍ରୀଛାତ୍ରମାନେ ଉନ୍ନତ ଶିକ୍ଷା ପ୍ରଣାଳୀରୁ ଲାଭ ପାଇପାରୁନାହାନ୍ତି। ଏପରି ଅଭିଯୋଗ ଆଣିଛନ୍ତି…
ବ୍ରେକ୍ ଫେଲ୍ ହୋଇ ବିଦ୍ୟୁତ୍ଖୁଣ୍ଟରେ ପିଟିହେଲା ଟ୍ରକ୍, ଭାଙ୍ଗିଲା ପାଚେରି
କୋରାପୁଟ,୬ା୩(ଅମିତାଭ ବେହେରା): ବୁଧବାର ରାତିରେ ବ୍ରେକ ଫେଲ୍ ହୋଇ ସହରର ପିଡବ୍ଲ୍ୟୁଡି କଲୋନୀ ନିକଟରେ ଏକ ମିନି ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟ ବଶତଃ ଏହାଦ୍ୱାରା କୌଣସି ଜୀବନ ହାନି ଘଟିନାହିଁ। ଜୟପୁର ଆଡୁ କୋରାପୁଟ ଅଭିମୁଖେ ଆସୁଥିବା ସିଜି-୦୪-ଏମ୍ଏନ୍ -୪୦୯୧…
ପଞ୍ଚାୟତିରାଜ ଦିବସରେ ଶ୍ରେଷ୍ଠ ପଞ୍ଚାୟତ ହେଲା ପୁରସ୍କୃତ
କୋରାପୁଟ,୫।୩(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟସ୍ଥିତ ସଦ୍ଭାବନା ସଭାଗୃହଠାରେ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡ଼ାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସଭାର ଉଦ୍ଘାଟନ…
ସବ୍ଡିଭିଜନ ଦାବିରେ ୧୨ ଘଣ୍ଟା ବନ୍ଦ
ଲକ୍ଷ୍ମୀପୁର,୪ା୩(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକକୁ ସବ୍ଡିଭିଜନ ଦାବିରେ ଲକ୍ଷ୍ମୀପୁର ବିକାଶ ପରିଷଦ ପକ୍ଷରୁ ସୋମବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳରେ ଗାଡ଼ିମୋଟର ଚଳାଚଳ ଓ ଦୋକାନ ବଜାର…
ଘାଟିରେ ଓଲଟିଲା ଲୁହା ପାଇପ୍ ବୋଝେଇ ଟ୍ରକ୍
କୋରାପୁଟ,୩ା୩(ଅମିତାଭ ବେହେରା): ରବିବାର ଭୋର୍ରୁ କୋରାପୁଟ -ରାୟଗଡ଼ା ଜାତୀୟ ରାଜପଥର ରାୟଗଡ଼ା ଘାଟିର ଏକ ବୁଲାଣିରେ ଦୁଇଟି ମାଲ୍ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାହାଫଳରେ ଏହି ରାସ୍ତାରେ ବସ୍ ଓ ଟ୍ରକ୍ ଚଳାଚଳ ବନ୍ଦ ରହିଛି। ରାସ୍ତାର…
ଅସ୍ତ୍ରୋପଚାର ପରେ ବାହାରିଲା ୬ କେଜିର ଟ୍ୟୁମର
କୋରାପୁଟ,୧ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ପ୍ରାୟ ୬ କେଜି ଟ୍ୟୁମରର ସଫଳ ଅସ୍ତ୍ରୋପଚାର ହୋଇଛି। ଜିଲାର ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ କାମତା ପଞ୍ଚାୟତର ରତାଳି ଗ୍ରାମର ଚନ୍ଦ୍ରମା ଭତରା (୩୦) ପ୍ରାୟ ୪ ବର୍ଷ ହେବ…
ଆସିପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ୩ କି.ମି. ବୁହାହେଲେ ଗର୍ଭବତୀ
ଦଶମନ୍ତପୁର, ୨୯ା୨ (ଅରବିନ୍ଦ ନାୟକ ): କମୁନି ଜନନୀ ଯନ୍ତ୍ରଣା । ରାସ୍ତା ଖରାପ ଯୋଗୁ ଗାଁକୁ ଆମ୍ବୁଲାନ୍ସ ନ ଆସିପାରିବାରୁ ଜଣେ ଗର୍ଭବତୀଙ୍କୁ ଗ୍ରାମବାସୀ ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ଆଣିବା ପରି ଦୃଶ୍ୟ ବୁଧବାର ଦେଖିବାକୁ ମିଳିଛି କୋରାପୁଟ ଜିଲା…
ରଘୁରାମ ପ୍ରାର୍ଥୀ ହେଲେ ଜୟରାମ ହେବେ କଣ୍ଟା
କୋରାପୁଟ,୨୯ା୨(ଅମିତାଭ ବେହେରା): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୀତି ସେତେ ସରଗରମ ହେଉଛି । ଦଳୀୟ ଟିକେଟ ହାତେଇବା ପାଇଁ ବିଜେଡି ସମେତ କଂଗ୍ରେସ ଓ ଭାଜପା ଆଦି ୩ ପ୍ରମୁଖ ଦଳରେ ଆଶାୟୀଙ୍କ ସଂଖ୍ୟା…
Archives


