କୋରାପୁଟ

ବ୍ରିଟିଶ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡିଲା ପିକଅପ୍‌ ଭ୍ୟାନ: ୨୫ ଆହତ, ଜଣେ ମୃତ

ପଟ୍ଟାଙ୍ଗି,୨୫।୧୧(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟକୁ ଦାଦନ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨୫ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଖବରପାଇବା ପରେ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ…

ଫାଟିଲା ପର୍ଯ୍ୟଟକଙ୍କ କାର୍‌ ଚକା, ୩ ଗୁରୁତରଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ର ନେଲେ ଲକ୍ଷ୍ମୀ ବସ୍‌ କର୍ମଚାରୀ

ପଟାଙ୍ଗି,୨୨ା୧୧(ଶରତ ଧଳ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସି ଏକ କାର୍‌ ଦୁର୍ଘଟଣା ହୋଇ ଅଳ୍ପକେ ପର୍ଯ୍ୟଟକମାନେ ବଞ୍ଚି ଯାଇଥିବାବେଳେ ୩ ପର୍ଯ୍ୟଟକ ଗୁରୁତର ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏହି ଦୁର୍ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା…

ଭୟଙ୍କର ଦୁର୍ଘଟଣା: ବାଇକ୍‌ରେ ଯାଉଥିଲେ ୪ ଜଣ, ସମସ୍ତଙ୍କୁ ଚାପିଦେଲା ଟ୍ରକ୍‌

ଜୟପୁର,୨୨ା୧୧(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଜବାକନାଡ଼ି ନିକଟରେ ଶୁକ୍ରବାର ସକାଳେ ଟ୍ରକ୍‌ ସହ ଏକ ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଗୋଟିଏ ବାଇକ୍‌ରେ ୪ ଜଣ ବସି କୋଟା ଛକଠାରୁ…

୬୬୨ ବର୍ଗ ମହାବିଦ୍ୟାଳୟର ଆନ୍ଦୋଳନ ଚେତାବନୀ

କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ ବୈଠକ ଡଃ ବି. ଆର ଆମ୍ବେଦକର ଜାତୀୟ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି…

ପିଲାଙ୍କୁ ନ ବାଣ୍ଟି ଡମ୍ପିଂୟାର୍ଡରେ କିଏ ଫିଙ୍ଗିଲା ସ୍କୁଲ ଡ୍ରେସ୍‌ ଆଉ ଜୋତା? ତଦନ୍ତ ଦାବି କରି…

କୋରାପୁଟ,୧୭ା୧୧: ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥାଠାରୁ ଆରମ୍ଭ କରି ୟୁନିଫର୍ମ, ବ୍ୟାଗ୍‌ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍‌ ଓ ଜୋତା ପିଲାଙ୍କୁ…

ଡଙ୍ଗା ଭସାଇ ଆସିଲା ବେଳକୁ ଘରେ ବୁଲିଥିଲା କଳାକନା: ତାଲା ଭାଙ୍ଗି ନେଇଗଲେ ସବୁ…

ଜୟପୁର,୧୫ା୧୧(ପବନ ପାଣିଗ୍ରାହୀ): ଜୟପୁର ସହରର ଲିଙ୍ଗରାଜ ନଗରରେ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୁ୍‌ତ୍ତ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଚୋରି ହୋଇଛି। ମିଳିଥିବା ସୂଚନା ମୁତାବକ, ଲିଙ୍ଗରାଜ ନଗରରେ ରହୁଥିବା ସ୍ମୃତି…

ତେଲେଙ୍ଗିରି ଜଳଭଣ୍ଡାରରେ ଫାଟ:ଲିକ୍‌ ହେଉଛି ପାଣି, ଫସଲ ପ୍ରଭାବିତ ହେବା ଆଶଙ୍କା

ଜୟପୁର/ବୋରିଗୁମ୍ମା, ୧୫।୧୧(ପବନ ପାଣିଗ୍ରାହୀ/ବିଜୟ ସାହୁ):କୋରାପୁଟ ଜିଲାରେ ଜଳସେଚନ ଲକ୍ଷ୍ୟ ନେଇ ଇନ୍ଦ୍ରାବତୀର ଉପନଦୀ ତେଲେଙ୍ଗିରିକୁ ନେଇ ଜୟପୁର ବ୍ଲକ ରାଣୀଗଡ଼ରେ ଏକ ଜଳଭଣ୍ଡାର ନିର୍ମାଣ ପାଇଁ ୨୦୦୪ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିଥିଲେ। ୨…

ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା

ପଟାଙ୍ଗି,୧୪ା୧୧(ଶରତ ଧଳ): ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ ଜବତ ନେଇ ପୋଲିସ ପାଇଁ ଚିନ୍ତା ବଢ଼ିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ। ସୂଚନାନୁଯାୟୀ, ଜୟପୁର ଅଞ୍ଚଳର ପାଓ୍ବାରହାଉସ ନିକଟ ପାଇଲ ବାସିନ୍ଦା ରାଧାକୃଷ୍ଣ…

‘କେବଳ ଖାଦ୍ୟ ନିରାପତ୍ତା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ବିହନ ସଂରକ୍ଷଣ ଜରୁରୀ’

କୋରାପୁଟ,୧୩ା୧୧(ଅମିତାଭ ବେହେରା): ପାରମ୍ପରିକ କୃଷି ଜୈବ ବିବିଧତାକୁ ସୁରକ୍ଷିତ ରଖିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ ସିଟି କ୍ୟାମ୍ପସରେ ବୁଧବାର ଏକ ପାରମ୍ପରିକ କିଷମର ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ ଉଦ୍‌ଘାଟିତ…

ଘରକୁ ଆସିଥିବା ଅତିଥିଙ୍କ ଗଳା କାଟିଦେଲେ…

କୋରାପୁଟ/ନନ୍ଦପୁର,୧୨।୧୧(ଅମିତାଭ ବେହେରା/ସୁନୀଲ ପଣ୍ଡା): ଦୁଇ ଜଣଙ୍କ ଗଳାକାଟିବା ପରେ ନିଜ ଗଳା କଟିଲେ ମାନସିକ ବିକୃତ ଯୁବକ। ଏଭଳି ଏକ ଘଟଣା ଘଟିଛି ଲମତାପୁଟ ଟିକରପଡା ଗ୍ରାମରେ । ମିଳିଥିବା ସୂଚନା ମୁତାବକ, ଟିକରପଡା ଗ୍ରାମରେ ସାଧୁ ବଡନାୟକ କିଛି ଦିନ…

୨୦ ଏକର ଜମିରେ ହୋଇଥିଲା ଗଞ୍ଜେଇ ଚାଷ, ନଷ୍ଟ କଲା ପୋଲିସ

କୋରାପୁଟ,୧୦।୧୧(ଅମିତାଭ ବେହେରା ): ଡିଜିଙ୍କ ଗସ୍ତ ପରେ କୋରାପୁଟ ଜିଲାରେ ଆରମ୍ଭ ହୋଇଛି ଗଞ୍ଜେଇ କ୍ଲିନ୍‌ ଅଭିଯାନ। ଲମତାପୁଟରୁ ଆରମ୍ଭ ହୋଇଛି ଅପରେଶନ ଗ୍ରୀନ କ୍ଳୀନ୍‌। ମାଛକୁଣ୍ଡ ପୋଲିସ, ଅବକାରୀ ଓ ରାଜସ୍ବ ଓ ଜଙ୍ଗଲ ବିଭାଗ ପକ୍ଷରୁ ମିଳିତ ଭାବେ…

ଶ୍ରୀ ଅନ୍ନ ଅଭିଯାନ ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ଭାବେ କୋରାପୁଟ ପୁରସ୍କୃତ

କୋରାପୁଟ,୧୦ା୧୧(ଅମିତାଭ ବେହେରା): ଭୁବନେଶ୍ୱରଠାରେ ରାଜ୍ୟ କୃଷି ବିଭାଗ ପକ୍ଷରୁ ରବିବାର ଶ୍ରୀ ଅନ୍ନ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସର୍ବୋଚ୍ଚ ମିଲେଟ(କ୍ଷୁଦ୍ର ଶସ୍ୟ) କଭରେଜ, ମିଲେଟ(କ୍ଷୁଦ୍ର) ଉତ୍ପାଦନ ଏବଂ ମାଣ୍ଡିଆ କ୍ରୟ ପାଇଁ ଶ୍ରୀ ଅନ୍ନ ଅଭିଯାନ ଅଧୀନରେ କୋରାପୁଟ ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?