କୋରାପୁଟ

ଶାବର ଶ୍ରୀକ୍ଷେତ୍ରରେ ପହଞ୍ଚିଲା ଶାଳଗ୍ରାମ: ଭକ୍ତଙ୍କ ଦର୍ଶନ ପାଇଁ…

କୋରାପୁଟ,୩୦।୧୨(ଅମିତାଭ ବେହେରା):କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ଶାଳଗ୍ରାମ ପହଞ୍ଚିଛି। ଗଞ୍ଜାମର ପି. ଗୋପାଳ କ୍ରିଷ୍ଣା ଏହା ଦାନ କରିଛନ୍ତି। କୋରାପୁଟ ଅତିଥିଭବନ ଠାରୁ କୀର୍ତ୍ତନ କରି ଶାଳଗ୍ରାମକୁ ଜଗନ୍ନାଥ ମନ୍ଦିରରେ ରଖାଯାଇଛି। ଏହାଦ୍ବାରା କୋରାପୁଟବାସୀଙ୍କର ଉତ୍ତୋରତ୍ତର ଉନ୍ନତି ହେବ ବୋଲି…

ଜଙ୍ଗଲରେ ପଡ଼ିରହିଛି ମହିଳାଙ୍କ ମୃତଦେହ

ପଟ୍ଟାଙ୍ଗି,୨୯ା୧୨(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସମ୍ବାଇ ପଞ୍ଚାୟତର ଘାଟିଗୁଡ଼ା ପଣ୍ଡେଇ ଗ୍ରାମ ନିକଟସ୍ଥ ଜଙ୍ଗଲରେ ପଡ଼ିରହିଛି ଜଣେ ମହିଳାଙ୍କ ମୃତଦେହ। ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସାଇଟିଫିକ୍‌ ଟିମ୍‌ ପହଞ୍ଚି ନ…

ବୈପାରୀଗୁଡ଼ା ବସ୍‌ ଦୁର୍ଘଟଣାରେ ୯ ଗୁରୁତରଙ୍କୁ କଟକ ସ୍ଥାନାନ୍ତର

କୋରାପୁଟ,୨୯ା୧୨(ଅମିତାଭ ବେହେରା): ରବିବାର ଗୁପ୍ତେଶ୍ୱର ଦର୍ଶନ କରିବା ପାଇଁ କଟକରୁ କୋରାପୁଟ ଆସିଥିବା ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାରେ ଗୁରୁତର ୯ ଯାତ୍ରୀଙ୍କୁ ୫ଟି ଆମ୍ବୁଲାନ୍ସ ଯୋଗେ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି। ସେମାନେ ହେଲେ…

ଗୁପ୍ତେଶ୍ୱର ଦର୍ଶନ ପାଇଁ ଯାଉଥିବା ବେଳେ ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୩ ମୃତ,୨୦ ଆହତ 

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୈପାରୀଗୁଡା ନିକଟ ସୁକୁନାଳ ନିକଟରେ ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱରକୁ ଦର୍ଶନ କରିବା ପାଇଁ…

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା। ଏହାର ସଫଳତା ଅନୁକରଣ କରି ଜିଲାର ଦଶମନ୍ତପୁର ବ୍ଲକର…

ଯାଜପୁର, ନୂଆ ଜଗନ୍ନାଥ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ଼, ଦୃଷ୍ଟି ଦେବାକୁ ପ୍ରଶାସନ ନିକଟରେ ଦାବି

ନିରାକାରପୁର, ୨୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ନିରାକାରପୁର ବଜାରରୁ ଲେଣ୍ଡୋ ପଞ୍ଚାୟତର ଯାଜପୁର ଗାଁକୁ ଯିବା ମୁଖ୍ୟ ରାସ୍ତାଟି ଏବେ ଡମ୍ପିଂୟାର୍ଡ଼ ପାଲଟିଛି। ଖାଲି ଯାଜପୁର ନୁହେଁ ଏହି ରାସ୍ତା ଉପରେ ଲେଣ୍ଡୋ ପଞ୍ଚାୟତର ରେଙ୍ଗଟା, ମାଳିସାହି, କୁନିଆଁ ସାମନ୍ତରାପୁର, ଭଗବତୀପଡ଼ା,…

ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍‌, ନଗଦ ଟଙ୍କା ସମେତ ମିଳିଲା…

କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଏଆରଆଇ ସୁରେନ୍ଦ୍ର କୁମାରଙ୍କ ଘରେ ଜୟପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ରେଡ ହୋଇଛି ା…

ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ

କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍‌, ୫ଜଣ ଏଏସଆଇ…

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି ସଫଳ ହୋଇଛନ୍ତି। ଯାହା ଜିଲା ପାଇଁ ଗର୍ବ ଓ ଗୌରବର ବିଷୟ। ଆଗକୁ ହେବାକୁ…

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ ଚାନ୍ଦିନୀ ହରିଜନ। ସୂଚନାନୁଯାୟୀ, ଚାନ୍ଦିନୀ ମଙ୍ଗଳବାର ନିଜ ଭାଇଙ୍କ ସହ ପାଖ ଜମିରେ ଖେଳୁ…

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ କାର୍ଯ୍ୟ କରୁଥିବା ଜଣେ ଚୁକ୍ତି ଭିତ୍ତିକ କର୍ମଚାରୀଙ୍କ ଦରମା କରିବା ପାଇଁ ୭…

ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି

କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ। ଏପରିକି କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?