କୋରାପୁଟ

କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍‌

କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ ଡ୍ୟାମରେ…

ଲଘୁଚାପ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ, ଭୁଶୁଡ଼ିଲା ୧୦ରୁ ଅଧିକ ଘର

କୁନ୍ଦୁରା,୮ା୯(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲଘୁଚାପ ଜନିତ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ ଘେରରେ ରହିଛି। କୁନ୍ଦୁରା ବ୍ଲକ ସୀମାନ୍ତରେ ରହିଥିବା ୩ ପଞ୍ଚାୟତ ଘୁମର,ମସିଗାଁ ଏବଂ ଦିଗାପୁର ବିରି ଏବଂ କୋଲାବ ନଦୀ ଉଛୁଳିବା ଯୋଗୁ ଜଳବନ୍ଦୀ…

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଲାଗିଲା ନିଆଁ

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାତୃ ଓ ଶିଶୁ ୟୁନିଟ ଏସଏନ୍‌ସିୟୁ ଗୃହରେ ଥିବା ପ୍ୟାନେଲ ବୋର୍ଡରେ ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ନିଆଁ…

କୋରାପୁଟ ମେଡିକାଲ କଲେଜରେ ଲାଗିଲା ନିଆଁ

କୋରାପୁଟ,୩୦ା୮(ଅମିତାଭ ବେହେରା): କୋରାପୁଟ ମେଡିକାଲ କଲେଜରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଛି। ଫଳରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଚାଇଲ୍ଡ କେୟାର ୟୁନିଟ୍‌ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ତେବେ ଶଟ୍‌ସର୍କିଟ୍‌ରୁ ଏହି ନିଆଁ ବ୍ୟାପିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ…

ଆଜି ଏସବୁ ଜିଲାରେ ସ୍କୁଲ ଛୁଟି

କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ ଏବଂ…

ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ

କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି…

ଛେଳି, ଗୋରୁପଲଙ୍କ ଉପରେ ମାଡ଼ିଗଲା ଟ୍ରେନ୍‌

କୋରାପୁଟ,୨୬।୮: କୋରାପୁଟ ଜିଲା ଭେଜା ଷ୍ଟେସନ ନିକଟରେ ସୋମବାର ଏକ ଅଘଟଣ ଘଟିଛି। କେତେକ ଛେଳି ଏବଂ ଗୋରୁପଲ ଟ୍ରେନ୍‌ ଲାଇନ୍‌ ପାରି ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍‌ ମାଡ଼ି ଯାଇଥିଲା। ଫଳରେ ଟ୍ରେନ ଧକ୍କାରେ ୧୫ ଛେଳି, ୬…

ନାରାୟଣପାଟଣାରେ ଡେଙ୍ଗୁ ଆତଙ୍କ: ୩ ଦିନରେ ଗଲାଣି ୨ ଜୀବନ

କୋରାପୁଟ / ନାରାୟଣପାଟଣା,୨୫।୮(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ଡେଙ୍ଗୁ ଆତଙ୍କ। ରବିବାର ଏହି ଅଞ୍ଚଳର ଜଣେ ଆକ୍ରାନ୍ତଙ୍କ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ନାରାୟଣପାଟଣା ବସ୍‌ଷ୍ଟାଣ୍ଡ ଅଞ୍ଚଳର…

ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ଗ୍ରାମସଭା

ପଟ୍ଟାଙ୍ଗି,୨୩ା୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ଏମ୍‌ଜିଏନ୍‌ଆରଇଜିଏସ୍‌ ନିମନ୍ତେ ରାଜ୍ୟର ୨୯ଟି ଗ୍ରାମରେ ଆନ୍ଧ୍ର ପ୍ରଦେଶ ଟିଡିପି ସରକାର ଶୁକ୍ରବାର ଗ୍ରାମସଭା କରିଥିଲା। ଏହା ସହିତ ଓଡିଶାର…

ସଂରକ୍ଷଣ ରାୟକୁ ବିରୋଧ କରି ପଟ୍ଟାଙ୍ଗି ଓ ସୁଙ୍କିରେ ଭାରତ ବନ୍ଦ ପାଳନ

ପଟ୍ଟାଙ୍ଗି୨୧।୮(ଶରତ ଧଳ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଅନୁସୂଚିତ ଜାତି ଜନଜାତି , ପଛୁଆବର୍ଗ , ସଂଖାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ହୋଇଥିବା ଭାରତ ବନ୍ଦ ଡାକରା୍‌ର…

କୋରାପୁଟ ସହରରେ ଭାରତ ବନ୍ଦର ପ୍ରଭାବ: ଗାଡି ଚଳାଚଳ ଠପ୍‌, ଦୋକାନ ବଜାର ବନ୍ଦ

କୋରାପୁଟ,୨୧।୮(ଅମିତାଭ ବେହେରା): କୋରାପୁଟ ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବାବେଳେ ବସ ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଥିବା ଜଣାପଡ଼ିଛି। ସହରର ଟ୍ରାଫିକ ଛକ, ମହିଳା ମହାବିଦ୍ୟାଳୟ ଛକ, ବାଟମଙ୍ଗଳା ଛକ ସମେତ…

ଦଶମ ଶ୍ରେଣୀ ଛାତ୍ରଙ୍କ ପେଟରେ ଛୁରି ଭୁସିଲେ ଛାତ୍ର

କୋରାପୁଟ,୧୯।୮: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ପଞ୍ଚଡ଼ା ହାଇସ୍କୁଲ ହଷ୍ଟେଲରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ରାତିରେ ହଷ୍ଟେଲରେ ଖାଇବା ବେଳେ ଦୁଇ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଏହା କ୍ରମେ ଉର୍ଗରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?