କୋତାମଟା ଅଞ୍ଚଳରେ ୬ ଟିକିଆ ହାତୀପଲ, ବିଲରେ ପଶି ଖାଇଗଲେ ଧାନ
କୋରାପୁଟ/ନାରାୟଣପାଟଣା,୭ା୧୧(ଅମିତାଭ ବେହେରା/ରାଜକିଶୋର ଜେନା): ଗୁରୁବାର ମଧ୍ୟାହ୍ନରେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋତାମେଟା ଅଞ୍ଚଳରେ ୬ ଟିକିଆ ଏକ ହାତୀପଲ ଦୃଷ୍ଟିଗୋଚର ହେଉଛି। ଏହି ହାତୀପଲ ଏକ ଧାନଜମିରେ ପଶି ଧାନ ଖାଉଥିବା ଦେଖାଯାଇଛି। ଏହି ହାତୀପଲରେ ୩ଟି ବଡ଼ ହାତୀ ଓ ୩…
ସପ୍ତାହେ ଧରି ଯୋଜନା, ୨ ସାଙ୍ଗଙ୍କୁ ଧରି ସ୍ତ୍ରୀଙ୍କୁ ହତ୍ୟା ପରେ ନାଟକ ରଚିଥିଲେ ସ୍ବାମୀ; ଧରାଇଦେଲା ଫୋନ୍
କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା/ସୁନିଲ କୁମାର ପଣ୍ଡା): ନିଜେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରି ରଚିଥିଲେ ନାଟକ। ସେ ଏଭଳି କାନ୍ଦି କାନ୍ଦି ଗଡ଼ୁଥିଲେ ଯେ ତାକୁ ଦେଖି ସ୍ବାମୀ ନିଜେ ଅଭିଯୁକ୍ତ ବୋଲି କେହି ବି ଭାବି ପାରିବେ ନାହିଁ। ଆମେ…
ସ୍ବାମୀଙ୍କୁ ଘଛରେ ବାନ୍ଧି, ଆଖି ଆଗରେ ସ୍ତ୍ରୀଙ୍କୁ କଲେ…
କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା): ସ୍ବାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ। ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ତ୍ରୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି।…
ଟେବୁଲ ଟେନିସ୍: ଜାତୀୟସ୍ତରକୁ ମନୋନୀତ ହେଲେ ଅଭିଷେକ
ପଟ୍ଟାଙ୍ଗି,୪।୧୧(ଶରତ ଧଳ): ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଖେଳ ଶିକ୍ଷକଙ୍କ ମାର୍ଗଦର୍ଶନ ଯୋଗୁ ବ୍ଲକରୁ ଜିଲା ଏବଂ ପୁଣି ଏବେ ଜାତୀୟସ୍ତରରେ ପହଞ୍ଚିବା ସମ୍ଭବ ହୋଇପାରିଛି ବୋଲି ଜିଲାସ୍ତରୀୟ ଟେବୁଲ ଟେନିସ ଖେଳରେ ଭାଗ ନେଇ କୃତିତ୍ୱ…
ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଆଜି ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ ଡାକରା
ଜୟପୁର,୨।୧୧: ଜିଏସ୍ଟି ବିଭାଗର ଚଢାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ବୋଲି ଜୟପୁର ଚାମ୍ବର ଅଫ କର୍ମସ ଅଭିଯୋଗ କରିଛି । ଏହାକୁ ନେଇ ଶନିବାର ସକାଳ ୬ ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟା ଦୋକାନ ବଜାର…
ଧନତେରସରେ ସିଟି/ଜିଏସ୍ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…
ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁରରେ। ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁବାସବି ଜୁଏଲେରୀ ମାଲିକ ହରପ୍ରସାଦ…
ଘୁ.ଉଦୟଗିରିରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ
ଘୁ.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଆଲୋକର ପର୍ବ ପବିତ୍ର ଦୀପାବଳୀ ଅବସରରେ ସ୍ଥାନୀୟ ବନ୍ଧ ଛକ ପୂଜା ମଣ୍ଡପରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ମା’ଙ୍କ ପୂଜା ଧୁମଧାମରେ କରାଯାଉଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ଝଲସି…
ବ୍ରିଜ ଉପରୁ ଜଳଭଣ୍ଡାରକୁ ଡେଇଁ ପଡ଼ିଲେ ମହିଳା
କୋରାପୁଟ,୩୧।୧୦: କୋରାପୁଟ ଜିଲା ଦୁରୁଗୁଡ଼ା ନିକଟରେ ଗୁରୁବାର ବ୍ରିଜ ଉପରୁ ଜଣେ ମହିଳା କୋଲାବ ଜଳଭଣ୍ଡାରକୁ ଡେଇଁ ପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ବସ୍ରୁ ଓହ୍ଲାଇ ଭଳଭଣ୍ଡାର ନିକଟକୁ ଚାଲିଚାଲି ଯାଇଥିଲେ। ହେଲେ କୌଣସି କାରଣକୁ ନେଇ ମହିଳା…
ରାସ୍ତାରେ ଜଳିଗଲା ଚଳନ୍ତା ହାଇୱା
କୋରାପୁଟ/ନାରାୟଣପାଟଣା,୩୧।୧୦(ଅମିତାଭ ବେହେରା/ରାଜକିଶୋର ଜେନା) ଦୀପାବଳୀରେ ଏକ ଅଘଟଣ ସାମ୍ନାକୁ ଆସିଛି। କୋରାପୁଟ ଜିଲା ନାରାୟଣପାଟଣା ଥାନା ଅଧୀନ ବିଜାଘାଟି ବୁଢାପଣସ ନିକଟରେ ଗୁରୁବାର ଏକ ହାଇୱାରେ ନିଆଁ ଲାଗି ଜଳି ଯାଇଛି। ଅଗ୍ନିକାଣ୍ଡରୁ ଡ୍ରାଇଭ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମିଳିଥିବା…
କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…
କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୪ ଶୁଭାରମ୍ଭ ହୋଇଛି। ଜିଲାପାଳ ଭି.କୀର୍ତ୍ତି ଭାସନ, କୋରାପୁଟ ବିଧାୟକ ରଘୁରାମ ମାଛ,…
ଲାଇନ୍ଚ୍ୟୁତ ହେଲା ଟ୍ରେନ୍: ଟ୍ରେନ ଚଳାଚଳ ବ୍ୟାହତ
କୋରାପୁଟ,୨୧।୧୦(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ଟ୍ରେନ୍ ଲାଇନରେ ସୋମବାର ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଛି। କୋରାପୁଟ କୋତାବାଲସା ରୁଟ୍ ଚିମିଡ଼ିପାଲ୍ଲୀ ଷ୍ଟେଶନ ନିକଟରେ ଟ୍ରେନର ୫ ନମ୍ବର ବଗି ଲାଇନ୍ଚ୍ୟୁତ ହୋଇଛି। କୋରାପୁଟ ରେଲୱେ କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଛତିଶଗଡ ବଚେଲିରୁ…
କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା
କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ ସଫଳତା ପାଇଛନ୍ତି। ସେମାନେ ହେଲେ ଲକ୍ଷ୍ମୀପୁର ବ୍ଲକର ତୁନପାର ଗ୍ରାମର ନିବାସୀ ନାରାୟଣ…

