ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍ ପଡ଼ିଲେ…
କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ ୬୨ ହଜାର ୨୯୦ ଜଣ ଭୋଟର ବାଦ ପଡ଼ିଛନ୍ତି। ୬୨ ହଜାର ୨୯୦…
ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା
କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ ଅବରୋଧ ହୋଇଛି। ସହରର ଉପକଣ୍ଠ ରେଲଓ୍ବେ ଓଭର ବ୍ରିଜ୍ ନିକଟରେ ଆଣ୍ଠୁଏ ବର୍ଷା…
ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…
କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ ଉଦ୍ଘାଟନୀ ସ୍ପେଶାଲ ଟ୍ରେନ୍ ସୋମବାର ଅପରାହ୍ନ ୧ଟାରେ ପୁରୀ ଷ୍ଟେଶନରୁ ଛାଡ଼ିବ। ପୂର୍ବତଟ…
ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ
ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ ଡି ଡ୍ୟାମ୍ର ଗୋଟିଏ ଗେଟ୍ ଖୋଲାଯାଇଛି। ଏହା ମାଧ୍ୟମରେ ଅତିରିକ୍ତ ବର୍ଷାଜଳକୁ ଚିତ୍ରକୋଣ୍ଡା…
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ
କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି ତଥା ବିଶ୍ୱବିଦ୍ୟାଳୟ କୁଳାଧ୍ୟକ୍ଷା(ଭିଜିଟର) ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ର…
ଜୟପୁର ଏସ୍ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ
କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ଜିଲାପାଳ ମନୋଜ ସତ୍ୟବାନ ମହାଜନ ବିଭାଗକୁ ପତ୍ର…
ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ
କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର ଓ ବିସ୍ଫୋରକ ଭଣ୍ଡାର ଠାବ କରାଯାଇଥିବା ଶୁକ୍ରବାର ସ୍ଥାନୀୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ…
ଆନ୍ଧ୍ର ପୋଲିସ ମାଡ଼ରେ ୨ ଓଡ଼ିଆ ଯୁବକ ଗୁରୁତର, ଗଞ୍ଜେଇ ଚାଲାଣକାରୀ କହି ଉଠାଇ ନେଇଥିବା ଅଭିଯୋଗ
ନନ୍ଦପୁର,୩୦।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ସୁରୁମି ଗ୍ରାମର ୨ ଯୁବକଙ୍କୁ ଆନ୍ଧ୍ର ମୁଚିମପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଦର୍ଶାଇ ମାଡମାରି ଗୁରୁତର କରିଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ ୨…
କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼
କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ ସୁଦ୍ଧା ମନ୍ଦିର ପରିସରସ୍ଥ ସ୍ନାନମଣ୍ଡପକୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡିରେ ବିଜେ କରାଯାଇଥିଲା। ସକାଳ ୭ଟା…
ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି
କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ ହୋଇପଡ଼ିଛି। ସରରର ବିଭିନ୍ନ ମୁଖ୍ୟ ସଡ଼କ ଏବଂ ତଳିଅଞ୍ଚଳରେ ବର୍ଷା ପାଣି ଜମି…
୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା
କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ ଜିଲାପାଳ ମନୋଜ ସତ୍ୟବାନ ମହଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜୟପୁର ବିଧାୟକ ତାରାପ୍ରସାଦ…
କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା
କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ହଠାତ୍ ଗୁରୁବାର ସକାଳେ ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ…

