୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ଏକ୍ସ-ରେ ମେଶିନ
ନନ୍ଦପୁର,୧୦ା୪(ଡି.ଏନ୍.ଏ.): କୋରାପୁଟ ଜିଲା ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଏକ୍ସ-ରେ ମେଶିନ ଏଯାଏ କାର୍ଯ୍ୟକ୍ଷମ ହୋଇନାହିଁ। ଏହା ମଧ୍ୟରେ ୬ ବର୍ଷ ବିତିଗଲାଣି। ମେଶିନ ଚଳାଇବା ଲାଗି ନିଯୁକ୍ତି ପାଇଥିବା ରେଡିଓଲୋଜିଷ୍ଟଙ୍କୁ ଜୟପୁର ଜିଲା ଚିକିତ୍ସାଳୟକୁ ଡେପୁଟେଶନରେ ପଠାଯାଇଛି। ଫଳରେ...
ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ମହିଳା ଗିରଫ
ଜୟପୁର,୧୦ା୪(ନି.ପ୍ର.): କୋରାପୁଟ ଜିଲା ଜୟପୁର ସହରର ଖ୍ରୀଷ୍ଟିଆନପେଟାରେ ପିଲାକଳିରୁ ଜଣେ ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ରବିବାର ଜଣେ ମହିଳା ଗିରଫ ହୋଇଛନ୍ତି। ମହିଳାଙ୍କ ସ୍ବାମୀ ଫେରାର୍ ଥିବା ଜଣାପଡ଼ିଛି। ପ୍ରକାଶ ଯେ,ଗତ ୪ ତାରିଖରେ ୨ ପରିବାରର...
ପାଣିରେ ଭାସୁଥିଲା ଅଜଣା ମୃତଦେହ
ସୁନାବେଡ଼ା,୮ା୪(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୋଲିସ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ତାଙ୍କ ପରିଚୟ ମିଳିପାରିନାହିଁ। ପୂର୍ବାହ୍ନରେ ଦାମନଯୋଡ଼ି ଇଣ୍ଟେକ ରାସ୍ତାରେ ଥିବା କୋଲାବ ଜଳଭଣ୍ଡାରକୁ ଚଉଗାଁ ଗ୍ରାମର କେତେ ଜଣ ଯୁବକ ଶୌଚ ହେବା ପାଇଁ...
ଗୋରୁଙ୍କୁ ବ୍ୟାପୁଛି ଚର୍ମ ବିଣ୍ଡି ରୋଗ
ବୈପାରିଗୁଡା,୮।୪ (ଡି.ଏନ୍.ଏ.): କୋରାପୁଟ ଜିଲା ବୈପାରିଗୁଡା ଅଞ୍ଚଳରେ ଗୋରୁଙ୍କୁ ଚର୍ମବିଣ୍ଡି ରୋଗ ବ୍ୟାପୁଥିବା ଦେଖିବାକୁ ମିଳୁଛି। ତେବେ ଏପରି କ୍ଷେତ୍ରରେ ଭ୍ୟାକ୍ସିନ ନ ଥିବା କହି ପ୍ରାଣୀ ଚିକିତ୍ସା ବିଭାଗ ହାତ ଟେକି ବସିଛି। ଫଳରେ ଗୋରୁଙ୍କ ଚିକିତ୍ସା ଲାଗି...
କୋଟିଆର ୧୦୦ ଏକର ଜମିରେ ଷ୍ଟ୍ରବେରି ଚାଷ
କୋରାପୁଟ,୬ା୪(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ପଞ୍ଚାୟତ ଅଞ୍ଚଳରେ ଏବେ ୨୦ ଏକର ଜମିରେ ଷ୍ଟ୍ରବେରି ଚାଷ କରାଯାଉଛି। ଆଗାମୀ ଦିନରେ ଏହାକୁ ବୃଦ୍ଧି କରାଯାଇ ୧୦୦ ଏକର ଜମିରେ ଷ୍ଟ୍ରବେରି ଚାଷ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ ପିଏ...
ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଟ୍ରକ୍, ଅଲଗା ହେଲା ମୁଣ୍ଡଗଣ୍ଡି
କୋରାପୁଟ,୫ା୪(ସ୍ବ.ପ୍ର.): କୋରାପୁଟ ଓଏମ୍ପି ପେଟ୍ରୋଲ ପମ୍ପ୍ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଆନ୍ଧ୍ରରୁ ଜୟପୁର ଯାଉଥିବା ଏକ ଟ୍ରକ୍ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ କୋରାପୁଟ...
ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ମାମଲା: ୨୦ ଗିରଫ
କୋରାପୁଟ,୪।୪(ସ୍ବ.ପ୍ର): କୋରାପୁଟ ସହରରେ ଥିବା ପରଜା ସାହି ଓ ଇନ୍ଦିରା କୋଲାନୀ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ମଙ୍ଗଳବାର କୋରାପୁଟ ଟାଉନ ପୋଲିସ ୨୦ ଜଣଙ୍କୁ ଗିରଫ କରିଛି। ସ୍ଥାନୀୟ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍ଡିପିଓ...
ଗଞ୍ଜେଇ ଚୋରା ଚାଲାଣ ମାମଲାରେ ୫ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ
କୋରାପୁଟ,୪।୪(ସ୍ବ.ପ୍ର. ): ଗଞ୍ଜେଇ ଚୋରା ଚାଲାଣ ମାମଲାର ବିଚାରକରି ମଙ୍ଗଳବାର କୋରାପୁଟ ଅତିରିକ୍ତ ଜିଲାଜର୍ଜ ୫ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ଏକ ଲକ୍ଷ ଟଙ୍କା ଲେଖାଏ ଜରିମାନା ଦେବାକୁ...
ରେଲଓ୍ବେକୁ ଜାଗା ଦେଇ ହଇରାଣ ହେଉଛନ୍ତି ଲୋକେ
ସୁନାବେଡା, ୪ା୪ (ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡିସ୍ଥିତ ନାଲ୍କୋ ଭିଆଇପି ଅତିଥି ଭବନରେ ଅବିଭକ୍ତ କୋରାପୁଟ ଜିଲାର ରେଲୱେ ଜମିହରା ସଂଘ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଧର୍ମେନ୍ଦ୍ରଙ୍କ କୋରାପୁଟ ଜିଲା ଗସ୍ତ ଅବସରରେ...
୨୦ ଲକ୍ଷ ଖର୍ଚ୍ଚ ହୋଇଛି, କାମରେ ଲାଗୁନି ଦୋକାନ ଗୃହ
ନନ୍ଦପୁର, ୪ା୪ (ଡି.ଏନ.ଏ.): ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ଗ୍ରାମାଞ୍ଚଳରେ ଦୋକାନ ଗୃହମାନ ନିର୍ମାଣ କରାଯାଉଛି। ଏଥିରେ ବହୁ ଅର୍ଥ ବ୍ୟୟ ହେଉଛି। ମତ୍ର ଦୋକାନ ଗୃହ ନିର୍ମାଣ ପରେ ଏଗୁଡିକ କାର୍ଯ୍ୟକ୍ଷମ ହେଉ ନ ଥିବା ଦେଖିବାକୁ...
୧ନଂ. ପ୍ଲାଟଫର୍ମରେ ରହୁନି ଟ୍ରେନ, ଯାତ୍ରୀ ହଇରାଣ
କୋରାପୁଟ,୩ା୪(ସ୍ବ.ପ୍ର.): କୋରାପୁଟ ରେଲୱେ ଷ୍ଟେସନ ଜିଲାର ଏକ ପ୍ରମୁଖ ରେଳ ଷ୍ଟେସନ। ବିଶେଷ କରି ଏଠାରୁ କୋରାପୁଟ, ମାଲକାନାଗରି, ନବରଙ୍ଗପୁର ଜିଲାର ବହୁ ସଂଖ୍ୟାରେ ଯାତ୍ରୀ ଭୁବେନେଶ୍ୱର, କଲକୋତା, ବିଶାଖାପାଟଣା , ବିଜୟନଗର, କିରୋଣ୍ଡଲ, ଜଗଦଲପୁର, ରାୟଗଡା, ରାଉଲକେଲା, ସମ୍ବଲପୁର...
ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ
ପଟ୍ଟାଙ୍ଗି,୩ା୪(ଡି.ଏନ.ଏ.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋରାପୁଟ ଜିଲା ଗସ୍ତକୁ ସମାଲୋଚନା କରିଛନ୍ତି ଆନ୍ଧ୍ର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା। ଶନିବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଗସ୍ତରେ ଆସି ଓଡ଼ିଶା ଦିବସ ପାଳନ କରିବା...
Archives


