କୋରାପୁଟ

ଶାବର ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

କୋରାପୁଟ,୧୮।୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଗୁରୁବାର ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ଶାନ୍ତି ଶୃଙ୍ଖଳା ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ଗୁରବାର ନିର୍ଦ୍ଧାରିତ ସମୟର ଅଧଘଣ୍ଟା ବିଳମ୍ବରେ ନୀଳାଦ୍ରି ବିଜେ ନୀତି ଆରମ୍ଭ ହୋଇଥିଲା। ରଥ ଉପରେ ସନ୍ଧ୍ୟା ଆଳତୀ ପରେ ଗୋଟି…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା…

କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମେଡିକାଲର ଡାକ୍ତର ରତିକାନ୍ତ ଖଟୁଆଙ୍କ ନେତୃତ୍ୱରେ ଏକ…

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର, ୧୭ା୭(ପବନ ପାଣିଗ୍ରାହୀ): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଫଳରେ ମଙ୍ଗଳବାର ତାଙ୍କୁ ଜୟପୁରସ୍ଥିତ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡାକ୍ତର ଆର୍‌.ଏନ୍‌.ମିଶ୍ର, ସୁନୀଲ ଭତ୍ରା ଓ ମୁକ୍ତିକାନ୍ତ ଖଟୁଆଙ୍କୁ ନେଇ ଗଠିତ ଏକ ଟିମ୍‌ ତାଙ୍କ ଚିକିତ୍ସା କରୁଛନ୍ତି।…

କାର୍ଯ୍ୟରେ ଅବହେଳାକଲେ ଚାକିରିରୁ ବିଦା

କୋରାପୁଟ,୧୭ା୭(ଅମିତାଭ ବେହେରା): ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ କୋରାପୁଟ ଜିଲାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ଯୋଜନାର ମଙ୍ଗଳବାର ସମୀକ୍ଷା କରିଛନ୍ତି। ସଦ୍‌ଭାବନା ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତାକରି ଏମ୍‌ପି ମାଝୀ ବିଭିନ୍ନ ଉନ୍ନୟନମୂଳକ…

ଆଡ଼ପ ମଣ୍ଡପରେ କଳ୍‌କି ଅବତାରରେ ଦର୍ଶନ ଦେଲେ ମହାବାହୁ

କୋରାପୁଟ,୧୪।୭(ଅମିତାଭ ବେହେରା): ନବଦିନାତ୍ମକ ଯାତ୍ରା ଶେଷ କରି ସୋମବାର ଶ୍ରୀମନ୍ଦିର ବାହୁଡିବେ ମହାବାହୁ। ଏହି ପରିପ୍ରେକ୍ଷୀରେ ରବିବାର କୋରାପୁଟ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବଡ଼ଠାକୁର ବଳଭଦ୍ର ଧଳାଘୋଡ଼ା ଏବଂ ମହାପ୍ରଭୁ ଜଗନ୍ନାଇ କାଳ ଘୋଡାରେ କଳ୍‌କି ଅବତାରରେ ଭକ୍ତଙ୍କୁ ଦର୍ଶନ…

ଫିଲ୍ମ ଷ୍ଟାଇଲ୍‌ରେ କାର କାଚ ଭାଙ୍ଗି ଟେକିନେଲେ

କୋରାପୁଟ,୧୩।୭: କୋରାପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ଗାଁର ଜଣେ ମିଲ ମାଲିକଙ୍କୁ ଅପହରଣ କରାଯାଇଛି। ଅପହରଣ ହୋଇଥିବା ମିଲ ମାଲିକ ହେଲେ ଏ. ରମେଶ ପାତ୍ର। ରମେଶ ପେରାହାଣ୍ଡି ଏସ୍‌ଏଲ୍‌ଭିଏନ୍‌ ମୋଡେନ ରାଇସ ମିଲର ମାଲିକ। ଶୁକ୍ରବାର ସନ୍ଧ୍ୟାରୁ ରମେଶ…

ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍‌ସିଲର

ସୁନାବେଡା/ସେମିଳିଗୁଡା,୯ା୭(କୃତ୍ତିବାସ ପ୍ରଧାନ /ବାସୁଦେବ ବରାଡ଼):ସୁନାବେଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୧୮ କାଉନସିଲର କୋରାପୁଟ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସମସ୍ତ କାଉନସିଲରଙ୍କ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗପତ୍ର ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ…

ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ ୧୦ଟାରୁ ଶ୍ରୀ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି, ପରେ…

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ ଜିଲା ବାହାରରୁ ହଜାର ହଜାର ଭକ୍ତ କୋରାପୁଟରେ ପହଞ୍ଚିଛି। ଜିଲା ପ୍ରଶାସନ ଓ ଶାବର…

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ ଓଡ଼ିଶାରେ ମିଳିଥିଲା ଦାଦନ ଚାକିରି। ଏବେ ସେହି ରୋଜଗାର ପରିବାର ସଦସ୍ୟଙ୍କ ପାଇଁ ଦୁଃଖ…

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ ଖରା (୬୦) ସେମିଳିଗୁଡା ଥାନାରେ ଗୁରୁବାର ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ…

ମାଛ ଧରିବାକୁ ଯାଇ ନିଖୋଜ ଥିଲେ ଯୁବକ, ଆଜି ମିଳିଲା ମୃତଦେହ

କୋରାପୁଟ,୩ା୭(ଅମିତାଭ ବେହେରା): କୋଲାବ ଜଳଭଣ୍ଡାରରେ ମାଛ ଧରିବାକୁ ଯାଇ ନିଖୋଜ ଯୁବକଙ୍କ ମୃତଦେହ ବୁଧବାର କୋରାପୁଟ ଓଏସ୍‌ଏପି ତୃତୀୟ ବାଟାଲିଆନର ଓଡ୍ରାଫ ଟିମ୍‌ ଦ୍ୱାରା ଉଦ୍ଧାର କରାଯାଇଛି। କୋଲାବ ଜଳ ଭଣ୍ଡାରର ଲମତାପୁଟ ବ୍ଲକର ଚଣ୍ଡାଲମୁଣ୍ଡା ଗ୍ରାମ ନିକଟ ମହାଦେଇପୁଟ ଘାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?