ଓଡ଼ିଶା ସରକାରଙ୍କ ନିର୍ମାଣ କାର୍ଯ୍ୟରେ କାମ କରୁଛନ୍ତି ଆନ୍ଧ୍ର ଶ୍ରମିକ
ପଟ୍ଟାଙ୍ଗି, ୨୦।୩(ଡି.ଏନ୍.ଏ.): ସୀମାନ୍ତ ଗ୍ରାମଗୁଡିକରେ ପଡୋଶୀ ଆନ୍ଧ୍ର ପ୍ରଦେଶ ଅନୁପ୍ରବେଶ କରି ନିଜର ଉପସ୍ଥିତ ଜାହିର କରୁଥିବା ବେଳେ ଓଡିଶା ସରକାର ସୀମାନ୍ତ ଗ୍ରାମଗୁଡିକରେ କିପରି ଉନ୍ନୟନମୂଳକ କାର୍ଯ୍ୟ ହୋଇପାରିବ ତାହାର ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା...
୨ ବ୍ଲକରେ ୭ ପରିବାର ବେଘର
ପଟ୍ଟାଙ୍ଗି/ଜୟପୁର,୨୦ା୩ (ଡି.ଏନ.ଏ./ ନି.ପ୍ର.): ପଶ୍ଚିମା ଘୂର୍ଣ୍ଣିଝଡ଼ ପ୍ରଭାବ କୋରାପୁଟ ଜିଲାରେ ପରିଲିକ୍ଷିତ ହୋଇଛି। ଏଥିଯୋଗୁ ଗତ ୪ଦିନ ଧରି ପାଗ ମେଘୁଆ ରହି ବିଭିନ୍ନ ସ୍ଥାନରେ ପ୍ରବଳ ପବନ ଘଡ ଘଡି ସହ ବର୍ଷା ହୋଇଛି । ବର୍ଷା ଓ...
କୋରାପୁଟରେ ଝଡ଼ ଉଜାଡ଼ିଲା ପରିବା ଚାଷ
କୋରାପୁଟ,୨୦ା୩(ସ୍ବ.ପ୍ର.): ତିନିଦିନ ଧରି ସମଗ୍ର ରାଜ୍ୟରେ ଅଦିନିଆ ପଶ୍ଚିମା ଝଡ଼ ବର୍ଷା ଜାରି ରହିଛି। କୋରାପୁଟ ଜିଲାରେ ମଧ୍ୟ ୩ ଦିନଧରି ଲାଗି ରହିଛି ଏହି ଅଦିନିଆ ଝଡବର୍ଷା । ଏହାକୁ ନେଇ ଜିଲାରେ ପନିପରିବା ଚାଷ କରୁଥିବା ଚାଷୀ...
ଝଡ଼ବର୍ଷାରେ ଭାଙ୍ଗିଲା ଅନେକ ଘର, ଉଡ଼ିଲା ଛପର
ପଟାଙ୍ଗି,୧୯ା୩(ଡି.ଏନ୍.ଏ.): ପଶ୍ଚିମା ଝଡ଼ ପ୍ରଭାବ କୋରାପୁଟ ଜିଲାରେ ପରିଲିକ୍ଷିତ ହୋଇଛି। ଗତ ୪ ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପ୍ରବଳ ପବନ ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର...
ପଶ୍ଚିମାଝଡ଼ ପ୍ରଭାବ: ୪ ଘରର ଉଡ଼ିଗଲା ଛପର
ପଟ୍ଟାଙ୍ଗି,୧୯।୩(ଡି.ଏନ୍.ଏ.): ପଶ୍ଚିମାଝଡ଼ ପ୍ରଭାବ କୋରାପୁଟ ଜିଲାରେ ଅନୁଭୂତ ହୋଇଛି। ଗତ ୪ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପବନ, ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ ସ୍ଥାନରେ ଘର...
ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟକୁ ହୋଟେଲ, ରେଷ୍ଟୁରାଣ୍ଟ, ସ୍କୁଲରେ ଦିଆଯାଉ
କୋରାପୁଟ,୧୮।୩(ସ୍ବ.ପ୍ର.): ଚଳିତ ବର୍ଷ ଆନ୍ତର୍ଜାତୀକ ମାଣ୍ଡିଆ ବର୍ଷ ପାଳନ ନେଇ ରାଜ୍ୟ ମିଲେଟ ମିଶନ ପକ୍ଷରୁ କୋରାପୁଟ ଜିଲା ପ୍ରଶାସନର ସହଯୋଗରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରିବା ନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ସଦ୍ଭାବନା ସମ୍ମିଳନୀ କକ୍ଷରେ...
ମାଟ୍ରିକ ପରୀକ୍ଷା ବେଳେ ଛାତ୍ରଙ୍କ ମୃତ୍ୟୁ
ଦାମନଯୋଡ଼ି, ୧୭ା୩(ଡି.ଏନ.ଏ.):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବେଳେ ଦାମନଯୋଡି ନାଲ୍କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରଙ୍କ ଆକସ୍ମିକ ଭାବେ ମୃତ୍ୟୁ ଘଟିଛି। ତାଙ୍କ ନାମ କୁନା ପୂଜାରୀ।...
ଆରମ୍ଭ ହେଲା ମୋବାଇଲ ଟାୱାର କାମ
ସେମିଳିଗୁଡ଼ା/ସୁନାବେଡା, ୧୬ା୩(ସ୍ବ.ପ୍ର.): ସେମିଳିଗୁଡ଼ା ବ୍ଲକ କାଣ୍ଟି ପଞ୍ଚାୟତ ଅଞ୍ଚଳରେ ମୋବାଇଲ ଟାଓ୍ବାର ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ କାମ ଆରମ୍ଭ ହୋଇଛି। ଉପର କାଣ୍ଟି ଗାଁରେ...
ବିସ୍ଥାପନର ୬୨ବର୍ଷ ପରେ ମଧ୍ୟ ଘର ପାଇଁ ସଂଘର୍ଷ
ସୁନାବେଡା/ସେମିଳିଗୁଡା,୧୩ା୩ (ସ୍ବ.ପ୍ର.):୧୯୬୧ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଉଦ୍ୟମରେ ସୁନାବେଡାରେ ମିଗ୍ ବିମାନ କାରଖାନା ନିର୍ମାଣ ହୋଇଥିଲା। ସରକାରୀ ନିୟମ ଅନୁଯାୟୀ ଏଠାକାର ଅଧିବାସୀଙ୍କୁ ସେତେବେବେଳ ବିସ୍ଥାପିତ କରାଯାଇଥିଲା। ଏହି ବିସ୍ଥାପନ ପ୍ରକ୍ରିୟାରେ ପେଟକଣା,ଲେଞ୍ଜିଗୁଡା,ଚେରେଙ୍ଗାଗୁଡା, ପଣସପୁଟ, ବାଉଁଶଗୁଡା, ପଦ୍ମପୁର,...
ନନ୍ଦପୁର:୧୩ ଉଚ୍ଚ ବିଦ୍ୟାଳୟରେ ନାହିଁ ବିଦ୍ୟୁତ୍ ସଂଯୋଗ
ନନ୍ଦପୁର,୧୩ା୩ (ଡି.ଏନ.ଏ.):ରାଜ୍ୟ ସରକାର ଶିକ୍ଷାର ବିକାଶ ଲାଗି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏ ଦିଗରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ୫-ଟିରେ ବିଦ୍ୟାଳୟଗୁଡିକର ଆଧୁନିକୀକରଣ କରି ଶ୍ରେଣୀଗୃହ, ବିଜ୍ଞାନାଗାର ପ୍ରତିଷ୍ଠା କରି ଛାତ୍ରୀଛାତ୍ରଙ୍କୁ ଅଧ୍ୟୟନ କ୍ଷେତ୍ରରେ ଉତ୍ସାହିତ କରୁଛନ୍ତି।...
୩ ଘଣ୍ଟାରେ ୪୦ କି.ମି ଦୌଡ଼ିଲେ ୩ କୁନି ଭଉଣୀଭାଇ
କୋରାପୁଟ,୧୩।୩(ସ୍ବ.ପ୍ର.): ଦୃଢ ଇଛାଶକ୍ତିଠାରେ ହାର ମାନେ ସବୁ ପ୍ରତିବନ୍ଧକ। ଯେମିତି ବୟସ ହାର ମାନିଛି ୩ କୁନି ଭଉଣୀଭାଇଙ୍କ କ୍ଷେତ୍ରରେ। ୩ଘଣ୍ଟାରେ ସେମାନେ କୋରାପୁଟରୁ ଦାମନଯୋଡି ଦୌଡି ରାଜ୍ୟପାଇଁ ନୂଆ କିର୍ତ୍ତୀ ପ୍ରତିଷ୍ଠା କରିବାରେ ସଫଳ ହୋଇଛନ୍ତି। ସେମାନେ ହେଲେ...
୫୦ ଲକ୍ଷ ଟଙ୍କା ନ ଦେବାରୁ କରିଥିଲେ ଗୁଳି
ଜୟପୁର, ୧୨।୩ (ନି.ପ୍ର.): କୋରପୁଟ ଜିଲା ଜୟପୁର ସହରରେ ସ୍ପଷ୍ଟ ଦିବାଲୋକରେ ଜଣେ ବ୍ୟବସାୟୀଙ୍କ ଉପରକୁ ହୋଇଥିବା ଗୁଳିକାଣ୍ଡ ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି ଟାଉନ ଥାନା ପୋଲିସ। ଏଥିରେ ସମ୍ପୃକ୍ତ ୫ଜଣଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରାଯାଇଛି।...
Archives


