ଫାଇନାନ୍ସ ଟଙ୍କା କିସ୍ତି ନ ଦେବାରୁ ଯୁବକଙ୍କୁ ହତ୍ୟା
ଜୟପୁର, ୧୪ା୮ (ପବନ ପାଣିଗ୍ରାହୀ): ଫାଇନାନ୍ସ ଟଙ୍କା କିସ୍ତି ନ ଦେବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମଅତ୍ୟୁ ହୋଇଛି। ଏହା ସାଧାରଣରେ ଆଲୋଡନ ଖେଳାଇ ଦେଇଛି। ମୃତକ ଯୁବକ…
କିସ୍ତି ଟଙ୍କା ନ ବାନ୍ଧିବାରୁ ଯୁବକଙ୍କୁ ହତ୍ୟା
ଜୟପୁର,୧୪ା୮(ପବନ ପାଣିଗ୍ରାହୀ):ଫାଇନାନ୍ସ ଟଙ୍କା କିସ୍ତି ନ ବାନ୍ଧିବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯିବା ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାଧୀନ ଅବସ୍ଥାରେ ଯୁବଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ଭେଟନାରି କଲୋନୀର ବିପିନ ବାହାଦୁର(୪୨) । ଖବର…
ଖୋଲୁନି ଇନ୍ଡୋର ଷ୍ଟାଡିୟମ ତାଲା
ସୁନାବେଡା,୧୪ା୮(କୃତ୍ତିବାସ ପ୍ରଧାନ): ସୁନାବେଡା ପୌର ପରିଷଦର ୫ ନଂ. ୱାର୍ଡ ଗଞ୍ଜାମ କଲୋନୀଠାରେ ନିର୍ମାଣ ହୋଇଛି ମଲ୍ଟି ପରପୋଜ ହଲ୍ ତଥା ବିଜୁ ପଟ୍ଟନାୟକ ଇନ୍ଡୋର ଷ୍ଟାଡିୟମ୍। ଏହାର ନିର୍ମାଣକୁ ବର୍ଷେରୁ ଅଧିକ ଦିନ ବିତିଲାଣି । ମାତ୍ର ଏଯାଏ ଏହି…
ଗ୍ୟାସ୍ ସିଲିଣ୍ଡର ନିଆଁରେ ଜଳିଗଲା ଘର, ଆସବାବପତ୍ର ପୋଡ଼ି ନଷ୍ଟ
ପଟାଙ୍ଗି,୧୩ା୮(ଶରତ ଧଳ): ରୋଷେଇ କରୁଥିବା ସମୟରେ ହଠାତ୍ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରର ଆସବାବପତ୍ର ନଷ୍ଟ ହୋଇ ପରିବାର ଏକ ପ୍ରକାର ବେସାହାରା ହୋଇଯାଇଛନ୍ତି। ଏହିପରି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ ତଥା ସୁଙ୍କି…
ଆନ୍ଧ୍ର ସାଲୁର ଘାଟି ଜାମ: ଦୁଇ ପାର୍ଶ୍ୱରେ ଅଟକି ରହିଛି ଅନେକ ଗାଡ଼ି
ପଟ୍ଟାଙ୍ଗି,୮।୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଦେଇ ଦୁଇ ରାଜ୍ୟକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଜାମ୍ ହୋଇଛି। ପଡୋଶୀ ରାଜ୍ୟ ଆନ୍ଧ୍ରର ସାଲୁର ଘାଟି ଜାମ ହୋଇ ଥିବାବେଳେ ଉକ୍ତ ରାସ୍ତା ଦେଇ ସମସ୍ତ ଗାଡ଼ି ଚଳାଚଳ ବନ୍ଦ…
ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ: ଏସ୍ପିଙ୍କୁ ଜଣାଇଲେ ପରିବାର, ଗ୍ରାମବାସୀ
ଜୟପୁର, ୭ା୮ (ପବନ ପାଣିଗ୍ରାହୀ): ଏକ ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ ରହିଥିବା ନେଇ ସୋମବାର କୋରାପୁଟ ଏସ୍ପି ଅଭିନବ ସୋନକାରଙ୍କ ନିକଟରେ ଅଭିଯୋଗ ହୋଇଛି। କୋଟପାଡ ଥାନା ଯମୁନାଗୁଡା ଗ୍ରାମବାସୀ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏସ୍ପି ଅଭିଯୋଗ ଶୁଣାଣି…
ଲାଞ୍ଚ ନେଇ ଭିଜିଲାନ୍ସରେ ଧରାପଡିବା ଘଟଣା: ଗିରଫ ହେଲେ ଫାଣ୍ଡି ଅଧିକାରୀ
ଜୟପୁର,୭ା୮(ପବନ ପାଣିଗ୍ରାହୀ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ରବିବାର ଧରାପଡିଥିବା ଆମ୍ବାଗୁଡା ଫାଣ୍ଡି ଅଧିକାରୀ ପ୍ରଶାନ୍ତ ମହାନ୍ତିଙ୍କୁ ସୋମବାର ଗିରଫ କରାଯାଇଛି। ସେ ସେଠାରେ ଏସ୍ଆଇ ରୂପେ କାର୍ଯ୍ୟ କରୁଥିଲେ। ସେ ଏକ ମାମଲାକୁ ରଫାଦଫା କରିଦେବାକୁ ଛତ୍ରିପୁଟ ଗ୍ରାମର କୃଷ୍ଣ…
ଜଗା ଦର୍ଶନ କରି ଫେରୁଥିବା ବେଳେ ଓଲଟିଲା କାର୍
ପଟାଙ୍ଗି,୭ା୮(ଶରତ ଧଳ): ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରି ଘରକୁ ଫେରୁଥିବା ସମୟରେ ବାଟରେ ଘଟିଛି ଏକ ଅଘଟଣ। ମାତ୍ର ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ କାହାରି କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଏହି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା…
ବିଦ୍ୟୁତ୍ କାମ କରୁଥିବା ବେଳେ ଲାଗିଲା କରେଣ୍ଟ, ଅସ୍ଥାୟୀ କର୍ମଚାରୀଙ୍କ ମୃତ୍ୟୁ
କୋରାପୁଟ,୫ା୮(ଅମିତାଭ ବେହେରା): ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏମିତି ଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି କୋରାପୁଟ ବ୍ଲକ ମାନବାର ପଞ୍ଚାୟତର କମାରଗୁଡ଼ାରେ। ଏହି ଗାଁର ପର୍ଶୁରାମ ପାଙ୍ଗି ବୟସ(୨୫) କୋରାପୁଟ ବିଦ୍ୟୁତ…
ବିଭିନ୍ନ ଦାବି ନେଇ କୋରାପୁଟ ବ୍ଲକ ଶିକ୍ଷକ ସଂଘର ଶୋଭାଯାତ୍ରା
କୋରାପୁଟ,୫ା୮(ଅମିତାଭ ବେହେରା): ଶନିବାର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଡାକରା କ୍ରମେ କୋରାପୁଟ ବ୍ଲକ ଶିକ୍ଷକ ସଂଘର ଏକ ବିଶାଳ ଶୋଭାଯାତ୍ରା କୋରାପୁଟ ସାଂସ୍କୃତିକ ପରିଷଦଠାରୁ ବାହାରିଥିଲା। ୩ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କୋରାପୁଟ…
ଦଶମନ୍ତପୁର ଥାନା ଆଇଆଇସି ନିଲମ୍ବିତ
କୋରାପୁଟ,୪।୮: କୋରାପୁଟ ଜିଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ଏକ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ଯୋଗୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ ନିଲମ୍ବନ କରିଛନ୍ତି। ଚନ୍ଦ୍ରଭାନୁ ମହାନ୍ତି ଗତ ମାସ ଜୁଲାଇ ୨୮ ତାରିଖରେ ଗିରଫ…
ଓଏଏସ୍ ପାଇଲେ ବୋରିଗୁମ୍ମାର ସଂଗ୍ରାମ
ବୋରିଗୁମ୍ମା, ୩।୮(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକକୁ ଗର୍ବିତ କରିଛନ୍ତି ମାଳଦା ପଞ୍ଚାୟତ ବନ୍ଧଗୁଡ଼ା ଗ୍ରାମର ସଂଗ୍ରାମ ଭୂମିଆ। ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ସେ ସଫଳତା ହାସଲ କରିଛନ୍ତି। ଓପିଏସସି ଦ୍ୱାରା ପରିଚାଳିତ ଓଏଏସ୍ ପରୀକ୍ଷାରେ ସେ ୪୨୫…
Archives


