କୋରାପୁଟ

କେଉଁଠୁ ଆସିଲା ଧଳା ରଙ୍ଗର ବଜ୍ରକାପ୍ତା: ବଜାର ମୂଲ୍ୟ ୫ ଲକ୍ଷ

କୋଟପାଡ଼,୧ା୮(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରେ ବଜ୍ରକାପ୍ତା ଚୋରାଚାଲାଣ ବେଳେ ବନ ବିଭାଗ ଚଢ଼ାଉ କରି ଶନିବାର ଧରିଛି। ତେବେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ବିଶାଳ କୁମାର ଫେରାର ହୋଇଯାଇଛନ୍ତି। କୋଟପାଡ଼ ନିକଟସ୍ଥ ବଣିଆ ଗ୍ରାମର ଇନ୍ଦ୍ରାବତୀ ପୋଲଠାରେ ବଜ୍ରକାପ୍ତା...

ଜୟପୁରରୁ ଉଡ଼ିବ ବିମାନ

ଜୟପୁର,୨୮ା୭(ନି.ପ୍ର.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ଏକ ସ୍ବତନ୍ତ୍ର ବିମାନ ଯୋଗେ କୋରାପୁଟ ଜିଲା ଜୟପୁର ଗସ୍ତ କରିଥିଲେ। ଏୟାର ଷ୍ଟ୍ରିପ୍‌ଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।...

ଅଦା ବୋଝେଇ ଟ୍ରକରେ ଗଞ୍ଜେଇ

ଜୟପୁର, ୧୫ା୭: ଏକ ଅଦା ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଗୁରୁବାର ସଦରଥାନା ପୋଲିସ ହାତରେ ଧରାପଡିଛି। ଟ୍ରକ (ପିବି୬୫ ଭି-୪୪୫୬) ଯୋଗେ ଅଦା ଭିତରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ପୋଲିସ ଜୟପୁର ଘାଟିରେ...

ଜମି ବିବାଦରୁ ସଂଘର୍ଷ: ୨ମୃତ, ୮ ଗୁରୁତର

ଦଶମନ୍ତପୁର, ୧୦ା୭: ଜମିଜମା ବିବାଦକୁ କେନ୍ଦ୍ରକରି ହାତୀମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ୮ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଗ୍ରାମର ଧନପତି ଜାନି (୪୩), ସହଦେବ ଜାନି (୪୫) ।...

ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କଲା ଜିଲା ପ୍ରଶାସନ

କୋରାପୁଟ/ପଟ୍ଟାଙ୍ଗୀ,୧୧ା୭(ସ୍ବ.ପ୍ର./ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର ବିରୋଧ କରି ଏହାକୁ ବନ୍ଦ କରିବା ଲାଗି...

କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା

କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ...

କଦଳୀ ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର...

ଆମେ ଆନ୍ଧ୍ରରେ ମିଶିବୁ

ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ...

ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶକୁ ନେଇ ପ୍ରସ୍ତୁତ ଏକ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି। ରାଜ୍ୟର ବିଭିନ୍ନ...

ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍‌ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା...

କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ। କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାରେ ସମ୍ପୃକ୍ତ...

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ ୧ ଟନ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri