କୋରାପୁଟ

ଆକ୍ରମଣ ମାମଲାରେ ୪ ଗିରଫ

ଜୟପୁର, ୨୧।୭(ପବନ ପାଣଗ୍ରାହୀ): ଆକ୍ରମଣ ମାମଲାରେ ୪ ଅଭିଯୁକ୍ତଙ୍କୁ ଜୟପୁର ସଦର ପୋଲିସ ଗିରଫ କରିଛି। ସେମାନେ ହେଲେ ଗଡ଼ପଦର ଗ୍ରାମର ଅଭି ସୁନା (୪୫), ଗୌରାଙ୍ଗ ସୁନା (୨୧), ଟୁନା ସୁନା (୨୭) ଓ ପଦ୍ମନ ସୁନା (୪୫)। ପୋଲିସ…

ଡକାୟତି ମାମଲାରେ ଫେରାର ଅଭିଯୁକ୍ତ ଗିରଫ

ଜୟପୁର, ୨୧।୭(ପବନ ପାଣଗ୍ରାହୀ): ଡକାୟତି ମାମଲାରେ ଫେରାର ଅଭିଯୁକ୍ତଙ୍କୁ ଜୟପୁର ସଦର ପୋଲିସ ଗିରଫ କରିଛି। ସେ ହେଲେ ଦାମାଗୁଡ଼ାର ସନ୍ତୋଷ ଖିଲ (୨୮)। ସନ୍ତୋଷଙ୍କ ନାମରେ ଜୟପୁର ସଦର ଥାନାରେ ଅନେକ ଅପରାଧିକ ମାମଲା ରହିଥିଲା। ୨୦୨୨ରେ ଏକ ଡକାୟତି…

ସୀମାନ୍ତରେ ଭୁଶୁଡ଼ିପଡ଼ିଛି ପ୍ରାକ୍‌ଶିକ୍ଷା ବ୍ୟବସ୍ଥା

ନନ୍ଦପୁର,୧୭ା୭ (ଶଙ୍କର ପୂଜାରୀ): କୋରାପୁଟ ଜିଲା ଆନ୍ଧ୍ର ସୀମାନ୍ତରେ ପ୍ରାକ୍‌ଶିକ୍ଷା ବ୍ୟବସ୍ଥା ଭୁଶୁଡିପଡିଛି। ଓଡ଼ିଆ ଭାଷାଠାରୁ କ୍ରମଃଶ ଦୂରେଇ ଯାଉଛନ୍ତି ସୀମାନ୍ତବାସୀ। ଦୁର୍ବଳ ଭିତ୍ତିଭୂମି ସାଙ୍ଗକୁ ଛାତ୍ରୀଛାତ୍ର ଅଭାବ, ଶ୍ରେଣୀ ଅନୁପାତରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଭାବ, ଖାଦ୍ୟପେୟ, ପ୍ରୋତ୍ସାହନ, ଖେଳ ପଡିଆ,…

ଇଞ୍ଜିନକୁ ଛାଡ଼ିି ଗଡ଼ିଗଲା ବଗି

ନନ୍ଦପୁର, ୧୬ା୭(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡଲ ରେଳ ଧାରଣାରେ ପୁଣି ରେଳଇଞ୍ଜିନ ବଗିକୁ ଛାଡି ଚାଲିଯିବା ଘଟଣା ଦେଖିବାକୁ ମିଳିଛି। ରବିବାର ପାଡୁଆ ଷ୍ଟେଶନ ନିକଟରେ ବିଶାଖାପାଟଣା ଯାଉଥିବା ଏକ ମାଲବାହୀ ଟ୍ରେନର ଇଞ୍ଜିନ…

ବିଦ୍ୟାର୍ଥୀଙ୍କ ଉପରେ ବସ୍ତାନି ବୋଝ

କୋରାପୁଟ,୧୬।୭(ଅମିତାଭ ବେହେରା)ବିଦ୍ୟାର୍ଥୀଙ୍କ କାନ୍ଧରେ ବସ୍ତାନି ବୋଝକୁ ଲାଘବ କରିବା ପାଇଁ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ସଚେତନ କରାଯାଇଛି। ଶନିବାର ଏନେଇ ବିଦ୍ୟାଳୟ ପରିସରରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଛି। ଆଗାମୀ ଦିନରେ ବିଦ୍ୟାଳୟରେ ପତଳା ସ୍କୁଲ ବ୍ୟାଗ…

୨ବର୍ଷ ଧରି ନିଖୋଜ ଥିବା ମହିଳାଙ୍କ ମୃତଦେହ ଗାଁ ମୁଣ୍ଡରୁ ଜବତ

ଦଶମନ୍ତପୁର,୧୬।୭ (ଅରବିନ୍ଦ ନାୟକ )୨ ବର୍ଷ ୩ ମାସ ହେଲା ନିଖୋଜ ଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚଣାବାଡ ପଞ୍ଚାୟତର କଟ୍ରାଆମ୍ବ ଗ୍ରାମ ନିକଟରୁ ଜବତ କରିଛି। ମୃତକ ହେଲେ କଡ୍ରୁ ମୁଦୁଲିଙ୍କ ଝିଅ…

ହଷ୍ଟେଲ ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ନର୍ସିଂ କଲେଜ ଛାତ୍ରୀ ଆକ୍ରାନ୍ତ

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ ସମ୍ମୁଖରେ ଥିବା କୋରାପୁଟ ନର୍ସିଂ କଲେଜର ଛାତ୍ରୀମାନେ ହଷ୍ଟେଲ ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ପଡ଼ି ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ଏହି କଲେଜର କଲେଜର ୫ରୁ ଊର୍ଦ୍ଧ୍ୱ…

ବିଷାକ୍ତ ଛତୁ ଖାଇ  ୬ ଅସୁସ୍ଥ

ବୋରିଗୁମ୍ମା୧୫।୦୭ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବାଣ୍ଡିଗୁଡ଼ା ପଞ୍ଚାୟତ ସର୍ଗିଗୁଡ଼ା ଗାଁରେ ବିଷାକ୍ତ ଛତୁ ଖାଇ  ୬ ଜଣ ଅସୁସ୍ଥ  ହୋଇପଡ଼ିଛନ୍ତି। ସମସ୍ତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଜଙ୍ଗଲରୁ ବିଷାକ୍ତ ଛତୁ ଆଣି କେତେ ଜଣ…

ଆନ୍ଧ୍ର ପାଣି, ଓଡ଼ିଶାର ବିଦ୍ୟୁତ୍‌ରେ ସୀମିତ ଉନ୍ନତି

ନନ୍ଦପୁର, ୧୫ା୭ (ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାନ୍ତ ଗ୍ରାମାଞ୍ଚଳକୁ ପ୍ରଶାସନ ଅଣଦେଖା କରି ଆସୁଥିବା ଅଭିଯୋଗ ହେଉଛି। ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ପ୍ରଶାସନ ବିଫଳ ହୋଇଛି। ଏହାର ଉଦାହରଣ ପାନ୍ଥଲୁଙ୍ଗ ପଞ୍ଚାୟତର ୯ନଂ. ୱାର୍ଡ। ଓ୍ବାର୍ଡର…

ରାତି ଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ତ 

କୋରାପୁଟ,୧୫। : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ୮ରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି।  ହଷ୍ଟେଲରେ ରାତି ଭୋଜନ ଖାଇବା ପରେ ପିଲାମାନେ ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି।  ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ…

ଚନ୍ଦ୍ରୟାନ-୩ର ସଫଳତା ପାଇଁ ପୂଜାର୍ଚ୍ଚନା

ଜୟପୁର, ୧୪।୭(ପବନ ପାଣିଗ୍ରାହୀ): ଜୟପୁର ଅରବିନ୍ଦନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଚନ୍ଦ୍ରୟାନ-୩ର ସଫଳତା ପାଇଁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମ କରାଯାଇଛି। ପ୍ରଧାନ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୂଜାର୍ଚ୍ଚନା କାର୍ଯ୍ୟକ୍ରମରେ ଅନୀଲ କୁମାର ଶତପଥୀ ଚନ୍ଦ୍ରୟାନ-୩ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ବନ୍ଧରେ…

ଚନ୍ଦ୍ରୟାନ-୩ ର ସଫଳତା ପାଇଁ ପୂଜା

ଜୟପୁର, ୧୪।୭(ପବନ ପାଣିଗ୍ରାହୀ): ଜୟପୁର ଅରବିନ୍ଦନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଚନ୍ଦ୍ରୟାନ-୩ର ସଫଳତା ପାଇଁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମ କରାଯାଇଛି। ପ୍ରଧାନ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୂଜାର୍ଚ୍ଚନା କାର୍ଯ୍ୟକ୍ରମରେ ଅନୀଲ କୁମାର ଶତପଥୀ ଚନ୍ଦ୍ରୟାନ-୩ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ବନ୍ଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri