କୋରାପୁଟ

ସ୍ମାର୍ଟ କ୍ଲାସ୍‌ ନାହିଁ: ନିଟ୍‌, ଓଜେଇରୁ ବଞ୍ଚିତ ଛାତ୍ରୀଛାତ୍ର

ସୁନାବେଡା/ସେମିଳିଗୁଡା,୧୧ା୩ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ): ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବାକୁ ସରକାର ୫-ଟି ମାଧ୍ୟମରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର କେତେକ କଲେଜର ଭିତ୍ତିଭୂମି ଥାଇ ସୁଦ୍ଧା ଛାତ୍ରୀଛାତ୍ରମାନେ ଉନ୍ନତ ଶିକ୍ଷା ପ୍ରଣାଳୀରୁ ଲାଭ ପାଇପାରୁନାହାନ୍ତି। ଏପରି ଅଭିଯୋଗ ଆଣିଛନ୍ତି…

ବ୍ରେକ୍‌ ଫେଲ୍‌ ହୋଇ ବିଦ୍ୟୁତ୍‌ଖୁଣ୍ଟରେ ପିଟିହେଲା ଟ୍ରକ୍‌, ଭାଙ୍ଗିଲା ପାଚେରି

କୋରାପୁଟ,୬ା୩(ଅମିତାଭ ବେହେରା): ବୁଧବାର ରାତିରେ ବ୍ରେକ ଫେଲ୍‌ ହୋଇ ସହରର ପିଡବ୍ଲ୍ୟୁଡି କଲୋନୀ ନିକଟରେ ଏକ ମିନି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟ ବଶତଃ ଏହାଦ୍ୱାରା କୌଣସି ଜୀବନ ହାନି ଘଟିନାହିଁ। ଜୟପୁର ଆଡୁ କୋରାପୁଟ ଅଭିମୁଖେ ଆସୁଥିବା ସିଜି-୦୪-ଏମ୍‌ଏନ୍‌ -୪୦୯୧…

ପଞ୍ଚାୟତିରାଜ ଦିବସରେ ଶ୍ରେଷ୍ଠ ପଞ୍ଚାୟତ ହେଲା ପୁରସ୍କୃତ

କୋରାପୁଟ,୫।୩(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟସ୍ଥିତ ସଦ୍‌ଭାବନା ସଭାଗୃହଠାରେ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡ଼ାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସଭାର ଉଦ୍‌ଘାଟନ…

ସବ୍‌ଡିଭିଜନ ଦାବିରେ ୧୨ ଘଣ୍ଟା ବନ୍ଦ

ଲକ୍ଷ୍ମୀପୁର,୪ା୩(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକକୁ ସବ୍‌ଡିଭିଜନ ଦାବିରେ ଲକ୍ଷ୍ମୀପୁର ବିକାଶ ପରିଷଦ ପକ୍ଷରୁ ସୋମବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳରେ ଗାଡ଼ିମୋଟର ଚଳାଚଳ ଓ ଦୋକାନ ବଜାର…

ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରକ୍‌

କୋରାପୁଟ,୩ା୩(ଅମିତାଭ ବେହେରା): ରବିବାର ଭୋର୍‌ରୁ କୋରାପୁଟ -ରାୟଗଡ଼ା ଜାତୀୟ ରାଜପଥର ରାୟଗଡ଼ା ଘାଟିର ଏକ ବୁଲାଣିରେ ଦୁଇଟି ମାଲ୍‌ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାହାଫଳରେ ଏହି ରାସ୍ତାରେ ବସ୍‌ ଓ ଟ୍ରକ୍‌ ଚଳାଚଳ ବନ୍ଦ ରହିଛି। ରାସ୍ତାର…

ଅସ୍ତ୍ରୋପଚାର ପରେ ବାହାରିଲା ୬ କେଜିର ଟ୍ୟୁମର

କୋରାପୁଟ,୧ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ପ୍ରାୟ ୬ କେଜି ଟ୍ୟୁମରର ସଫଳ ଅସ୍ତ୍ରୋପଚାର ହୋଇଛି। ଜିଲାର ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ କାମତା ପଞ୍ଚାୟତର ରତାଳି ଗ୍ରାମର ଚନ୍ଦ୍ରମା ଭତରା (୩୦) ପ୍ରାୟ ୪ ବର୍ଷ ହେବ…

ଆସିପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ୩ କି.ମି. ବୁହାହେଲେ ଗର୍ଭବତୀ

ଦଶମନ୍ତପୁର, ୨୯ା୨ (ଅରବିନ୍ଦ ନାୟକ ): କମୁନି ଜନନୀ ଯନ୍ତ୍ରଣା । ରାସ୍ତା ଖରାପ ଯୋଗୁ ଗାଁକୁ ଆମ୍ବୁଲାନ୍ସ ନ ଆସିପାରିବାରୁ ଜଣେ ଗର୍ଭବତୀଙ୍କୁ ଗ୍ରାମବାସୀ ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ଆଣିବା ପରି ଦୃଶ୍ୟ ବୁଧବାର ଦେଖିବାକୁ ମିଳିଛି କୋରାପୁଟ ଜିଲା…

ରଘୁରାମ ପ୍ରାର୍ଥୀ ହେଲେ ଜୟରାମ ହେବେ କଣ୍ଟା

କୋରାପୁଟ,୨୯ା୨(ଅମିତାଭ ବେହେରା): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି କୋରାପୁଟ ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୀତି ସେତେ ସରଗରମ ହେଉଛି । ଦଳୀୟ ଟିକେଟ ହାତେଇବା ପାଇଁ ବିଜେଡି ସମେତ କଂଗ୍ରେସ ଓ ଭାଜପା ଆଦି ୩ ପ୍ରମୁଖ ଦଳରେ ଆଶାୟୀଙ୍କ ସଂଖ୍ୟା…

ନିଜ ଅଞ୍ଚଳରେ କାମ ନାହିଁ, ଆନ୍ଧ୍ରମୁହାଁ ଶ୍ରମିକ

ପଟ୍ଟାଙ୍ଗୀ,୨୯ା୨(ଶରତ ଧଳ): ରାଜ୍ୟ ସରକାରଙ୍କ ପକ୍ଷରୁ ମିଳୁୁଥିବା କାମରେ ଶ୍ରମିକମାନେ ଉଚିତ ମଜୁରି ପାଉନାହାନ୍ତି। ନିଜ ଗ୍ରାମରେ ମଧ୍ୟ ସେମାନଙ୍କୁ କାମ ମିଳୁନାହିଁ। ଫଳରେ ସେମାନେ କାମପାଇଁ ବାହାର ରାଜ୍ୟମୁହାଁ ହେଉଛନ୍ତି। ଏପରି ଅଭିଯୋଗ ଆଣିଛନ୍ତି କାମ ପାଇଁ ପଡ଼ୋଶୀ ଆନ୍ଧ୍ର…

Video: ନାଲକୋ ପ୍ଲାଣ୍ଟରେ ଅଘଟଣ: ଲୁହା ରଡ଼ ପଡ଼ି ଚାଳିଗଲା ୨ ଶ୍ରମିକଙ୍କ ଜୀବନ

କୋରାପୁଟ,୨୭।୨(ଅମିତାଭ ବେହେର): କୋରାପୁଟ ଜିଲା ଦାମନଯୋଡ଼ିରେ ଥିବା ନାଲକୋ ପ୍ଲାଣ୍ଟ ପରିସରରେ ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସାଇଡ୍‌ ବିମ୍‌ କାର୍ଯ୍ୟ ବେଳେ ଲୁହା ରଡ଼ ପଡି ଶ୍ରମିକମାନେ ଚାପି ହୋଇଯାଇଥିଲେ। ଫଳରେ ଘଟଣା ସ୍ଥଳରେ…

‘ଦଳୀୟ ଟିକେଟ ନ ମିଳିଲେ ସ୍ବାଧୀନରୁ ଲଢ଼ିବି’

କୋରାପୁଟ/ନାରାୟଣପାଟଣା,୨୪ା୨(ଅମିତାଭ ବେହେରା/ରାଜକିଶୋର ଜେନା): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ନେଇ ଜିଲାର ଲକ୍ଷ୍ମୀପୁର ବିଧାନସଭା ମଣ୍ଡଳୀ ନିମନ୍ତେ ବିଧାୟକ ପ୍ରାର୍ଥୀ ହେବା ପାଇଁ ଘୋଷଣା କରିଛନ୍ତି ନାରାୟଣପାଟଣା ଚାଷୀ ମୂଲିଆ ଆଦିବାସୀ ସଂଘର ସଭାପତି ନାଚିକା ଲିଙ୍ଗା। ଶନିବାର ନିଜ ଗାଁରେ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପ୍ରଶାସନିକ ଭବନ ସମେତ ୧୨୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

କୋରାପୁଟ,୧୯।୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ ୨୦ରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପ୍ରଶାସନିକ ଭବନ ସମେତ ମୋଟ ୧୨୯ କୋଟି ଟଙ୍କାର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିବେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?