ବୋଲେରୋକୁ ଧକ୍କା ଦେଇ ଦୋକାନ ଭିତରେ ପଶିଲା ମାଲ ବୋଝେଇ ଟ୍ରକ: ମା’ମୃତ, ପୁଅ ଗୁରୁତର
ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣିପୁଟ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ବୋଲେରୋକୁ ଧକ୍କା ଦେଇ ଏକ ଚାମିନ ଦୋକାନ ଭିତରକୁ ମାଡ଼ି ଯାଇଥିଲା। ଫଳରେ...
୩ ଦିନରେ ଅସୁସ୍ଥ ହୋଇପଡ଼ିଲେ ୨୪ ଛାତ୍ରୀ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ…
ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭେଗାହାଣ୍ଡି ୟୁପିଏସ୍ ନୋଡାଲ ସ୍କୁଲରେ ୩ ଦିନରେ ୨୪ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରଥମ ଦିନରେ ୯ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ସେମାନଙ୍କୁ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା...
ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ: ଚାପିହୋଇ ଚାଲିଗଲା ଦୋକାନ ମାଲିକଙ୍କ ଜୀବନ
କୋରାପୁଟ,୧୩ା୯(ଅମିତାଭ ବେହେରା): କୋରାପୁଟ ସହରର ବସ୍ଷ୍ଟାଣ୍ଡ ନିକଟ ତଥା ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସର ୨ଟି ଦୋକାନ ଘର ଭୁଶୁଡ଼ି ଶନିବାର ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଦୋକାନ ମାଲିକ ଲୋକନାଥ ପାତ୍ର(୬୨)।...
ମେଡିକାଲ, ବସଷ୍ଟାଣ୍ଡ ସମସ୍ୟା ନେଇ ରାଜ୍ୟପାଳଙ୍କୁ ଦାବିପତ୍ର
କୋରାପୁଟ,୧୦ା୯(ଅମିତାଭ ବେହେରା): କୋରାପୁଟ ଗସ୍ତରେ ଅଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । କୋରାପୁଟରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ କୋରାପୁଟ ସଚେତନ ନାଗରିକ ତରଫରୁ ବୁଧବାର ରାଜ୍ୟପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଚେତନ ନାଗରିକ ତରଫରୁ...
ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୯: ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ...
ନକଲି ସାର ଗୋଦାମରେ ଅଚାନକ ପହଞ୍ଚିଲେ କୃଷି ବିଭାଗ ଅଧିକାରୀ, ଭିତରେ ଥିଲା…
କୋଟପାଡ଼,୧।୯(ରାଜଶେଖର ): କୋରାପୁଟ ଜିଲା କୋଟପାଡ଼ ବିଜ୍ଞାପିତ ଅଞ୍ଚଳ ୧୨ ୱାର୍ଡ ଇଣ୍ଡୋର ଷ୍ଟାଡିୟମ ନିକଟରେ ଏକ ନକଲି ସାର ଗୋଦାମ ଉପରେ ଚଢାଉ ହେଇଥିବା ଜଣାପଡିଛି। ଉକ୍ତ ଗୋଦାମରେ ନକଲି ସାର ସହ କିଛି ରଙ୍ଗ, ଖଲି ବସ୍ଥା,...
ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ
କୋରାପୁଟ,୩୦ା୮(ଅମିତାଭ ବେହେରା): ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ କରାଯିବ ବୋଲି କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ରାଜ୍ୟ...
ବିଶାଖାପାଟଣା-କୋତବଲସା ମଝିରେ ୬ ବଗି ଲାଇନ୍ଚ୍ୟୁତ, ବହୁ ଯାତ୍ରୀବାହୀ ଟ୍ରେନ୍ ପ୍ରଭାବିତ
କୋରାପୁଟ,୨୯ା୮(ଅମିତାଭ ବେହେରା): ଶୁକ୍ରବାର ବିଜୟନଗରମ କୋତବଲସା ମଝିରେ ଏକ ମାଲବାହୀ ଟ୍ରେନ୍ର ୬ଟି ବଗି ଲାଇନଚ୍ୟୁତ ହୋଇଛି। ଯାହାଫଳରେ ବହୁ ଯାତ୍ରୀବାହୀ ଟ୍ରେନ୍ ଯାତାୟାତ ପ୍ରଭାବିତ ହୋଇଛି। ଭୁବେନେଶ୍ୱର ବିଶାଖାପାଟଣା ବନ୍ଦେଭାରତ ଏକ୍ସପ୍ରେସ୍, ପ୍ରଶାନ୍ତି ଏକ୍ସପ୍ରେସ୍, ସାଲିମାର-ଭାସ୍କୋଡାଗାମା, ରାଜାରାଣୀ ଏକ୍ସପ୍ରେସ,...
ପଡ଼ିଆରେ ଠିଆ ହୋଇଥିଲେ ଯୁବକ: ହଠାତ୍ ୩ ଜଣ ପହଞ୍ଚି କଲେ ଆକ୍ରମଣ, ଆଉ ତା’ ପରେ…
ରାୟଗଡ଼ା,୨୭ା୮(ଆଶିଷ ରଞ୍ଜନ ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ରାୟଗଡ଼ା ସହରରେ ଅଗ୍ନିଶମ କାର୍ଯ୍ୟାଳୟ ପଛପଟ ପଡ଼ିଆରେ ଘଟିଛି ହତ୍ୟାକାଣ୍ଡ। ଏକ ଧାରୁଆ ଅସ୍ତ୍ରରେ ତିନି ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ଅତ୍ୟନ୍ତ ବୀଭତ୍ସ...
କୋରାପୁଟରେ ଦିନକରେ ୧୬୧୮ ମିମି ବର୍ଷା, ବୈପାରୀଗୁଡ଼ାରେ ସର୍ବାଧିକ
କୋରାପୁଟ,୨୭ା୮(ଅମିତାଭ ବେହେରା): ବୁଧବାର କୋରାପୁଟ ଜିଲାରେ ଦିନକରେ ପ୍ରଥମ କରି ୧୬୧୮ ମିମି ବର୍ଷା ହୋଇଥିବାବେଳେ ଜିଲାର ବୈପାରୀଗୁଡ଼ା ବ୍ଲକରେ ସର୍ବାଧିକ ୩୦୬ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ଅଧିକାରୀ ନୀଳକଣ୍ଠ ନାଇଡୁ ପ୍ରକାଶ କରିଛନ୍ତି। ସେହିଭଳି ଜୟପୁର...
ଚାଷୀଙ୍କୁ ମିଳିଲା ସିଏମ୍ କିଷାନ ଟଙ୍କା, କୋରାପୁଟର ୧ ଲକ୍ଷ ୩୩ ହଜାର ୭୧୭ ଚାଷୀ ଉପକୃତ
କୋରାପୁଟ,୨୭ା୮(ଅମିତାଭ ବେହେରା): ବୁଧବାର ପବିତ୍ର କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସିଏମ କିଷାନ’ ସହାୟତା ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ପ୍ରଦାନ...
କୁର୍ଲୁ-ବିରି ନଦୀରେ ବନ୍ୟା: ବ୍ଲକ ସଦର ମହକୁମାଠାରୁ ୬ ପଞ୍ଚାୟତ ଯୋଗାଯୋଗ ବିଚ୍ଛିନ୍ନ
କୁନ୍ଦୁରା,୨୬।୮: କୋରାପୁଟ ଜିଲା କୁନ୍ଦୁରା ବ୍ଲକକୁ ଘେରି ରହିଥିବା କୁର୍ଲୁ ଏବଂ ବିରି ନଦୀ ବ୍ରିଜ ଉପରେ ୩ ଫୁଟର ପାଣି ପ୍ରବାହିତ ହେଉଥିବା ବେଳେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଦିଗାପୁର ନିକଟରେ ରହିଥିବା ବିରି ନଦୀ ଉପରେ ବନ୍ୟା...
Archives


