ୟୁକାଲିପଟାସ୍ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍ଓଙ୍କୁ ତଦନ୍ତ ନିର୍ଦ୍ଦେଶ
କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ ତୁରନ୍ତ ରୋକ ଲଗାଇବା ଦାବିରେ ଦାଖଲ ହୋଇଥିବା ଅଭିଯୋଗର ତଦନ୍ତ କରି ଆଇନ…
ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍ପେନ୍ସ
ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି । ସୂଚନା ମୁତାବକ ଉକ୍ତ ବ୍ଲକର…
ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର
କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଭଣ୍ଡାର ଠାବ କରାଯାଇଛି। ଏ ସମ୍ପର୍କରେ କୋରାପୁଟ ଏସ୍ପି ରୋହିତ…
୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ
କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଶନିବାର ଗିରଫ କରିଛି। ସେଠୀଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଚାଲିଥିବା…
ଶାବର ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ତିନି ରଥ ନିର୍ମାଣ କାର୍ଯ୍ୟ
କୋରାପୁଟ, ୧୯।୬ (ଅମିତାଭ ବେହେରା): ଆସନ୍ତା ରଥଯାତ୍ରା ପାଇଁ କୋରାପୁଟର ଶାବର ଶ୍ରୀକ୍ଷେତ୍ରରେ ଶୁକ୍ରବାର ତିନିଟି ରଥର ନିର୍ମାଣ କାର୍ଯ୍ୟ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଆୟୋଜିତ ପୂଜାର୍ଚ୍ଚନା…
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ମିଳିଲାଣି ବିପୁଳ ସମ୍ପତ୍ତି, ଦେଖିକି ତାଜୁବ ହେଲା ଭିଜିଲାନ୍ସ
କୋରାପୁଟ, ୧୯ା୬ (ଅମିତାଭ ବେହେରା ): କୋରାପୁଟ ଜିଲାର କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ (ଏଇଇ) ସତ୍ୟନାରାୟଣ ସେଠୀଙ୍କ ବିରୋଧରେ ଆୟବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚାଲିଥିବା ଚଢ଼ାଉରେ ଏ ପର୍ଯ୍ୟନ୍ତ ବିପୁଳ ପରିମାଣର ସମ୍ପତ୍ତି ଠାବ କରାଯାଇଛି।…
ଟ୍ରେସ୍ ମ୍ୟାପ୍ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…
କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍ଆଇ) ଶୈଳବାଳା ନାୟକଙ୍କୁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଓଡ଼ିଶା…
ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…
ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ହୋଇଛି । ରବିବାର ରାତି ୯ଟା ସମୟରେ ଏକ ଉପୁଡ଼ି…
କୋରାପୁଟରେ ରଜ ମହୋତ୍ସବ
କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରରେ ପ୍ରଥମ ଥର ପାଇଁ ରଜ ମହୋତ୍ସବ ଆୟୋଜିତ ହୋଇଛି। ପହିଲି…
ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ
କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ୩୮ ବର୍ଷୀୟ ମାନସ କୁମାର ବେହୁରା ବୋଲି ଜଣାପଡ଼ିଛି। ସ୍ଥାନୀୟ ଲୋକେ ମନ୍ଦିର…
କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…
ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତର ନେରିଡିବାଲସା ଗ୍ରାମବାସୀଙ୍କ କହିବା ଅନୁସାରେ ଆନ୍ଧ୍ର ରାଜ୍ୟର ପାର୍ବତୀପୁରମ ମାନ୍ୟମ ଜିଲାର…
କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର
କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ରାସ୍ତା ଉପରେ ଠିଆ ହୋଇଥିବା ଏକ ଟ୍ରକ୍କୁ ବାଇକଟି ପଛପଟୁ ଧକ୍କା ଦେବାରୁ…

