କୋରାପୁଟ

ଅନିନ୍ଦିତାଙ୍କୁ କବିତା ଦେଇଛି ସଫଳତା

ଜୟପୁର,୧୫ା୩ (ନି.ପ୍ର.):ଅନ୍ତର୍ଜାତୀୟ ସାହିତ୍ୟ ଦୁନିଆରେ ନିଜ ପାଇଁ ସ୍ଥାନ ତିଆରି କରୁଛନ୍ତି କୋରାପୁଟ ଜିଲା ଜୟପୁର ସହରର ଯୁବ ଲେଖିକା ଅନିନ୍ଦିତା ଜାହ୍ନବୀ ସୁଆର। ପାଠପଢା ସାଙ୍ଗକୁ କବିତା ଲେଖିବାରେ ରୁଚି ରଖୁଥିବା ଅନିନ୍ଦିତାଙ୍କ ତୃତୀୟ କବିତା ସଂକଳନ ୧୩ଟି...

କୋରାପୁଟରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ,୧୨।୩,(ସ୍ବ.ପ୍ର): କୋରାପୁଟ ଜିଲା ପୋଲିସକୁ ଶୁକ୍ରବାର ବଡ ସଫଳତା ମିଳିଛି। ଜିଲାର ପୃଥକ ପୃଥକ ଦୁଇଟି ସ୍ଥାନରୁ ପୋଲିସ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୧ କୋଟି ୯ ଲକ୍ଷ...

ମନ୍ଦିର ପରିସରରେ ଆତଙ୍କ ଖେଳାଇଲେ ମହୁମାଛି

କୁନ୍ଦୁରା,୧୧ା୩: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର କୁମ୍ଭିଖାରୀ ଗ୍ରାମ ଉପକଣ୍ଠରେ ଥିବା ଶିବମନ୍ଦିର ନିକଟରେ ଗୁରୁବାର ମହୁମାଛି ଆକ୍ରମଣରେ ୩୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୫ ଜଣ...

ପୂରଣ ହେଲାନି ମାଛ ଝୋଳ ଖାଇବା ଇଚ୍ଛା

ନନ୍ଦପୁର,୧୧ା୩ : କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଧୀନ ପଡ଼ଇସିଂହ ଗ୍ରାମ ନିକଟସ୍ଥ ପାତାଳି ନଦୀର ହଳଦୀଘାଟକୁ ଗୁରୁବାର ୨ ଜଣ ନାବାଳିକା ମାଛ ଧରିବାକୁ ଯାଇ ପାଣିରେ ବୁଡ଼ିଯାଇଛନ୍ତି। ଫଳରେ ଉଭୟଙ୍କ ମୃତ୍ୟୁ ହୋଇଛି। ମୃତକ...

‘ସରକାରଙ୍କ ଉଦାସୀନତାରୁ ସୀମାନ୍ତବାସୀ ଆନ୍ଧ୍ରମୁହାଁ’

ପଟ୍ଟାଙ୍ଗୀ/କୋରାପୁଟ, ୧୧।୩(ଡି.ଏନ୍‌.ଏ./ସ୍ବ.ପ୍ର.):ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବୁଧବାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତ ଗସ୍ତ କରିଛନ୍ତି। ସେ ଅଞ୍ଚଳବାସୀଙ୍କ ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାପରେ କୋଟିଆ...

ବାଜ୍ୟାପ୍ତ ହେଲା ଗଞ୍ଜେଇ ବ୍ୟବସାୟୀଙ୍କ ୯୬ଲକ୍ଷ ଟଙ୍କାର ସମ୍ପତ୍ତି

ଜୟପୁର ୧୦ା୩: ଗଞ୍ଜେଇ ଚାଲାଣ ଅଭିଯୋଗରେ ଗିରଫ ହୋଇଥିବା ୨ ଅଭିଯୁକ୍ତଙ୍କ ୯୬ଲକ୍ଷ ୫୦ ହଜାର ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରାଯାଇଛି। ଏପରି ଘଟଣା ଜିଲାରେ ପ୍ରଥମ ବୋଲି ଜୟପୁର ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା ଏକ ଖବରଦାତା ସମ୍ମିଳନୀରେ...

ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟେକ୍ତ ଲୋକେ ଜାଳିଦେଲେ ହାଇଓ୍ବା

ଜୟପୁର,୮ା୩: କୋରାପୁଟ ଜିଲା ଜୟପୁର ସ୍ଥିତ ଭିଜିଲାନ୍ସ ଅଫିସ ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଛି। ଉତ୍ତ୍ୟେକ୍ତ ଲୋକେ ହାଇଓ୍ବା ଗାଡି ଡ୍ରାଇଭରଙ୍କ...

ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବିଏସ୍‌ଏଫ୍‌ ଯବାନ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାର ଜଲାପୁଟସ୍ଥିତ ବିଏସ୍‌ଏଫ୍‌ ୧୫ ବାଟାଲିଅନରେ କାର୍ଯ୍ୟରତ ଯବାନ ଶନିବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯବାନଙ୍କ ନାମ ହେଲା ଇନ୍ଦ୍ର ସିଂହ। ତାଙ୍କ ଘର ରାଜସ୍ଥାନ ବୋଲି ଜଣାପଡ଼ିଛି। ମିଳିଥିବା...

ଇଟା ବେଝେଇ ଟ୍ରାକ୍ଟର ଯାଉଥିବା ବେଳେ ଭୁଶୁଡ଼ି ପଡ଼ିଲା ପୋଲ

ନନ୍ଦପୁର,୫ା୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳି ବେଲଗାଁ ପଞ୍ଚାୟତର ସିଡାପୁଟ ଗ୍ରାମ ନିକଟ ପୋଲ ଉପରେ ଶୁକ୍ରବାର ଏକ ଇଟା ବୋଝେଇ ଟ୍ରାକ୍ଟର ଯାଉଥିବା ବେଳେ ହଠାତ୍‌ ପୋଲଟି ଭୁଶୁଡ଼ି ପଡ଼ିଥିଲା। ଫଳରେ ଟ୍ରାକ୍ଟରର ଟ୍ରଲିଟି ପୋଲ...

ଆନ୍ଧ୍ର-ଓଡ଼ିଶାର ଅବହେଳିତ ସୀମା ବିବାଦ: କୋଟିଆର କାନ୍ଦ

ଉତ୍କଳର ଯୋଗ୍ୟ ସନ୍ତାନ ନିଜ ଜୀବନକୁ ବାଜି ଲଗାଇ ୧୯୩୬ ଏପ୍ରିଲ ୧ରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଭାବେ ପରିଚୟ ଦେଇଥିଲେ। କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମ ଓ କୋରାପୁଟ ପରି ୬ ଜିଲାକୁ ନେଇ ଏହାର ରୂପରେଖ...

ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା ସୂଚନା ମୁତାବକ, ଶନିବାର ରାତିରେ ଚନ୍ଦ୍ର ତାଙ୍କର ଜଣେ ସାଙ୍ଗଙ୍କ ସହିତ କୁମ୍ଭାରସାହିକୁ...

ଅଟୋରୁ ଯାତ୍ରୀଙ୍କଠାରୁ ବ୍ୟାଗ୍‌ ଝାମ୍ପି ନେଇଥିଲେ ଲୁଟେରା, ଏବେ ପୋଲିସ ପଞ୍ଝାରେ

କୋରାପୁଟ,୧୭।୨(ସ୍ବ.ପ୍ର.): କୋରାପୁଟ ଟାଉନ ପୋଲିସ ଦ୍ୱାରା ଜଣେ ଲୁଟେରାଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ଠାରୁ କିଛି ସୁନାଗହଣା ଏବଂ ନଗଦ ଟଙ୍କା ଜବତ କରାଯାଇଥିବା ଟାଉନ ଥାନାଧିକାରୀ ଧୀରେନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସୂଚନାରୁ ଜଣାପଡ଼ିଛି ଯେ, ମଙ୍ଗଳବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri