କୋରାପୁଟ

ବ୍ରେକ୍‌ ଫେଲ୍‌ ହୋଇ ପିଟିହେଲା ତୀର୍ଥଯାତ୍ରୀ ବସ୍‌

କୋରାପୁଟ,୨୭ା୧(ଅମିତାଭ ବେହେରା): ଶନିବାର ସନ୍ଧ୍ୟାରେ କୋରାପୁଟ ସହରରେ ବ୍ରେକ୍‌ ଫେଲ୍‌ ହୋଇ ଏକ ଘରୋଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସେଠାରେ ବିଘ୍ନରାଜ ବେହେରା(୪୫) ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ତୀର୍ଥଯାତ୍ରୀମାନଙ୍କୁ ରାୟଗଡ଼ା ଷ୍ଟେଶନକୁ ଛାଡ଼ିବାକୁ କୋରାପୁଟ ସଂସ୍କୃତି ଭବନଠାରେ…

କୋରାପୁଟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ : ପତାକା ଉତ୍ତୋଳନ କଲେ ରାଜ୍ୟକ୍ରୀଡ଼ା, ଯୁବସେବା ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୨୬।୧(ଅମିତାଭ ବେହେରା): କୋରାପୁଟ ପୋଲିସ ପ୍ୟାରେଡ ପଡିଆଠାରେ ୭୫ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ରାଜ୍ୟକ୍ରୀଡ଼ା ଓ ଯୁବସେବା ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର…

ବୋରିଗୁମ୍ମା ସିରିଜ ଦୁର୍ଘଟଣା: ୩ ମୃତ୍ୟୁ , ୧୦ ଆହତ

ବୋରିଗୁମ୍ମା,୨୬।୧: କୋଟପାଡରୁ ବୋରିଗୁମ୍ମା ଯାଇଥିବା ୬୩ ଜାତୀୟ ରାଜପଥ ବିଜାପୁର ଗାଁରେ ଅପରାହ୍ନାରେ ଦୁର୍ଘଟଣା ଘଟିଛି। ଛତିଶଗଡ଼ ନମ୍ବର ଥିବା ଏକ ସ୍କର୍ପିଓ, ଯାତ୍ରୀବାହୀ ଅଟୋ ଓ ୨ଟି ବାଇକ୍‌ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣ…

ପ୍ରମୁଖ ୩ ଦଳର ନଜର ପରଜା ଭୋଟର

ପଟ୍ଟାଙ୍ଗି ୨୩ା୧(ଶରତ ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀ ନନ୍ଦପୁର, ଶେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ସହ କୋରାପୁଟ ବ୍ଲକର ୪ ପଞ୍ଚାୟତକୁ ନେଇ ଗଠିତ। ଏହା ତଫସିଲଭୁକ୍ତ ଜନଜାତି ପାଇଁ ସଂରକ୍ଷିତ। ଟିକେ ଅତୀତକୁ ଫେରିଲେ ପଟ୍ଟାଙ୍ଗିରେ ଜୟରାମ ପାଙ୍ଗୀଙ୍କ ପ୍ରଭାବ…

ରାମ ନାମ ଲେଖି ଚର୍ଚ୍ଚାରେ ବ୍ରଜ କିଶୋରୀ

ଜୟପୁର,୨୧।୧(ପବନ ପାଣିଗ୍ରାହୀ)ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ନେଇ ସାରା ଦେଶ ଏବେ ଉତ୍ସବମୁଖର ହୋଇଉଠିଛି। ମନ୍ଦିର ପ୍ରତିଷ୍ଠା ପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଦେଶର ବିଭିନ୍ନ ରାଜ୍ୟରେ ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳିଛି। କୋରାପୁଟ…

ଗୋଟିଏ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

କୋରାପୁଟ,୧୩ା୧(ଅମିତାଭ ବେହେରା): କୋରାପୁଟ ଜିଲା ଦଶମନ୍ତପୁର ଥାନା ଅନ୍ତର୍ଗତ ଚଣାବାଡ଼ ପଞ୍ଚାୟତସ୍ଥିତ ଯୋଡ଼ିପାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଶନିବାର ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପ୍ରେମିକାଙ୍କ ଓଢ଼ଣୀ ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି ସେହି ଗ୍ରାମର…

ଦୀର୍ଘ ଦିନ ପରେ କେରାଣ୍ଡିରେ ଚାଲିଲା ବୋଟ୍‌

କୋରାପୁଟ,୧୨ା୧(ଅମିତାଭ ବେହେରା): କୋରାପୁଟ ଜିଲା ସେମିଲିଗୁଡା ବ୍ଲକ ଚାରାଙ୍ଗୁଳ ପଞ୍ଚାୟତ ଲେଞ୍ଜିଗୁଡାଠାରେ ଥିବା କେରାଣ୍ଡି ନଦୀରେ ବୋଟ୍‌ ଚାଲିବା ନେଇ ବହୁବାର ଦାବି ପରେ ଯନ୍ତ୍ରଚଳିତ ବୋଟକୁ ପ୍ରଶାସନ ପକ୍ଷରୁ ପୁନଃଚାଳିତ କରାଯାଇଛି। ସେମିଲିଗୁଡା ବ୍ଲକ ଅଧୀନରେ ଥିବା ଚାରାଙ୍ଗୁଳା ଗ୍ରାମରୁ…

ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜୀବନ ହାରିଲେ ସ୍ୱାମୀ

କୋରାପୁଟ ,୧୧।୧: ଏକ ଦୁଃଖଦ ଘଟଣାରେ ଗୁରୁବାର ଦିନ କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିଆପଦର ଗ୍ରାମରେ ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ମୃତକ ଜିନୁ ପରଜା ଏବଂ ତାଙ୍କ ପତ୍ନୀ ରୁକ୍ମିଣୀ ପରିଜା…

ଆମ୍ବାଗୁଡା ରାସ୍ତାରେ ୪ ଭାଲୁ

ଜୟପୁର, ୮ା୧ (ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକରେ ଭାଲୁ ଆତଙ୍କ ଦେଖାଦେଇଛି। ଏନେଇ ଜୟପୁର ବନାଞ୍ଚଳର ଆମ୍ବାଗୁଡା, କୁମୁଲିପୁଟ, ପୁଟ୍ରା, ହାଡିଆ, ସିନ୍ଧିଗାଁରେ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ୪ଟି ଭାଲୁ ରାତିରେ ଗ୍ରାମାଞ୍ଚଳଗୁଡିକରେ ବୁଲୁଛନ୍ତି। ଚାରି ଦିନ ହେବ…

ଭିଜିଲାନ୍ସ ଜାଲରେ ଟାଉନ ଥାନା ଏଏସ୍‌ଆଇ

ଜୟପୁର/କୋରାପୁଟ, ୮ା୧ (ପବନ ପାଣିଗ୍ରାହୀ/ଅମିତାଭ ବେହେରା): ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସୋମବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଜୟପୁର ଟାଉନ ଥାନା ଏଏସ୍‌ଆଇ ଅନିଲ କୁମାର ନାୟକ। ଗାଡି ମୁକୁଳାଇବାକୁ ଥାନାକୁ ଆସିଥିବା ଜଣେ ଗାଡିଚାଳକଙ୍କୁ ଏଏସ୍‌ଆଇ…

ପଦ୍ମଶ୍ରୀ କମଳା ପୂଜାରୀ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଜୟପୁର,୫ା୧(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ବ୍ଲକ ପାତ୍ରପୁଟସ୍ଥିତ ଘରେ ରହୁଥିବା ପଦ୍ମଶ୍ରୀ କମଳା ପୂଜାରୀ ଗୁରୁବାର ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର କ୍ୟାବିନରେ ରଖି ଚିକିତ୍ସା କରାଯାଉଥିଲା। କିନ୍ତୁ ଜିଲାପାଳ ଅବଦୁଲ ମହମ୍ମଦ ଅଖତାର ତାଙ୍କୁ…

ଅନ୍ତର୍ଜାତୀୟସ୍ତରରେ ପହଞ୍ଚୁଛି ମାଣ୍ଡିଆ, ଆଦିବାସୀଙ୍କ ପାଖରୁ ଯାଇ ହେଲାଣି ବିଦେଶୀ ସମ୍ଭ୍ରାନ୍ତଙ୍କ ପ୍ରିୟ

ସୁନାବେଡା ୪ା୧(କୃତ୍ତିବାସ ପ୍ରଧାନ): ମାଣ୍ଡିଆ ଏମିତି ଏକ ଶସ୍ୟ ଆଦିବାସୀ ଜନଜାତିଙ୍କୁ ଛାଡିଦେଲେ ବାକି ଅନେକ ଲୋକଙ୍କ କାନକୁ ଏହି ଶବ୍ଦଟି ଖରାପ ଶୁଭୁ ଥିଲା। ଲୋକଙ୍କ ମନରେ ଧାରଣା ଥିଲା ଏହା ଆଦିବାସୀମାନଙ୍କ ଖାଦ୍ୟ। କିନ୍ତୁ ବର୍ତ୍ତମାନ ସମୟରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?