କୋରାପୁଟ

ବିଦ୍ୟାଳୟକୁ ଛାଡ଼ିଲେନି, ଏକ୍ସ ମାସ ଛୁଟିର ଫାଇଦା ଉଠାଇଲେ ଚୋର

ଜୟପୁର,୨ା୧ (ପବନ ପାଣିଗ୍ରାହୀ ): ଜୟପୁର ସହରର ହରିଜନ ସାହିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ନିକଟରେ ଚୋରି ହୋଇଛି। ଏନେଇ ଟାଉନ ଥାନାରେ ବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ଅଭିଯୋଗ କରାଯାଇଛି। ପ୍ରଧାନଶିକ୍ଷୟିତ୍ରୀ ଅନିମା ମିଶ୍ର ଅଭିଯୋଗ କରିଛନ୍ତି ଯେ, ଏକ୍ସ…

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ : ୩ କି.ମି. ବୁହା ହେଲେ ଗର୍ଭବତୀ

ଦଶମନ୍ତପୁର,୧ା୧ (ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି । ରାସ୍ତା ଖରାପ ଥିବାରୁ ଗ୍ରାମକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ଗ୍ରାମବାସୀ ଜଣେ ଗର୍ଭବତୀଙ୍କୁ ୩ କି.ମି. ବୋହି ନେଇ ଡାକ୍ତରଖାନାରେ ପହଞ୍ଚାଇଛନ୍ତି।…

ଧୁମ୍‌ଧାମ୍‌ରେ ନୂଆବର୍ଷ ପାଳନ

କୋରାପୁଟ,୧।୧: ପୂଜାର୍ଚ୍ଚନା ସାଙ୍ଗକୁ ଭୋଜିଭାତରେ ଲୋକେ ନୂଆବର୍ଷ ୨୦୨୪କୁ ସ୍ବାଗତ କରିଛନ୍ତି। ଏପରିକି ଶ୍ରଦ୍ଧାଳୁ ନିଜ ପରିବାରର ମଙ୍ଗଳକାମନା ପାଇଁ ପ୍ରବଳ ଶୀତ ସତ୍ତ୍ୱେ ଭୋରରୁ ଶାବର ଶ୍ରୀକ୍ଷେତ୍ର ସମେତ ଗ୍ରାମଦେବୀ ମୁତ୍ୟୁଲୁ ମା’ ମନ୍ଦିର, ବାଟମଙ୍ଗଳା ମନ୍ଦିର ସମେତ ବିଭିନ୍ନ…

ଓଜେଏସ୍‌ରେ କୋରାପୁଟ ଝିଅ ଦୀକ୍ଷାଙ୍କ ସଫଳତା

କୋରାପୁଟ,୩୧ା୧୨ (ଅମିତାଭ ବେହେରା): ଓଡିଶା ଜୁଡ଼ିସିଆଲ ସର୍ଭିସ (ଓଜେଏସ୍‌)ରେ କୋରାପୁଟର ଝିଅ ଦୀକ୍ଷା ସେଠ ୪୮ ର଼୍ୟାଙ୍କ ରଖି ଜିଲା ପାଇଁ ଗୌରବ ଆଣିଛନ୍ତି। ଏହି ସଫଳତା ପାଇଁ ତାଙ୍କୁ ଜିଲାର ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଛି। ରାଜ୍ୟରେ ଓଜେଏସ୍‌ର ୫୭ଟି…

ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସ୍ଥାନାନ୍ତର ହେଲେ ଡାଲମେ

ଦଶମନ୍ତପୁର,୩୧ା୧୨ (ଅରବିନ୍ଦ ନାୟକ)ଦୀର୍ଘ ୧୭ ବର୍ଷ କାଳ ଜୀବନ ଅତିବାହିତ କରୁଥିବା ଜଣେ ମସ୍ତିଷ୍କ ବିକୃତ ମହିଳା ଶନିବାର ଉଚ୍ଚତ୍ତର ଚିକିତ୍ସା ପାଇଁ କୋରାପୁଟକୁ ସ୍ଥାନାନ୍ତରିତହୋଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚାଉଳକନ୍ତି ଗ୍ରାମର ଏହି ମହିଳା ଜଣକ…

୧୨ ଗ୍ରାମ ବିକାଶରେ ରେଳଧାରଣା ବାଧକ

ନନ୍ଦପୁର, ୩୧ା୧୨(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ପଞ୍ଚାୟତର ୧୨ଟି ଗ୍ରାମ ବିକାଶରେ ରେଳଧାରଣା ବାଧକ ସାଜିଛି। ଏହି ଗ୍ରାମଗୁଡିକ ବିଶାଖାପାଟଣା-କିରାଣ୍ଡୁଲ ରେଳ ଧାରଣା ଆରପଟେ ରହିଛି। ରେଳ ଧାରଣା ଆରପଟକୁ ଭାରିଯାନ ଯାତାୟାତ ନିଷେଧ ଥିବାରୁ ସରକାରଙ୍କ…

କୋରାପୁଟ ଡଙ୍ଗାବୁଡି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର,୨୯ା୧୨: ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା…

ଡଙ୍ଗା ବୁଡ଼ି ନିଖୋଜ ଥିଲେ: ମିଳିଲା ୪ଜଣଙ୍କ ମୃତଦେହ

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଧୀନ କୁଲାରସିଂ ପଞ୍ଚାୟତ ତାନସିଂ ନିକଟସ୍ଥ ପାତାଳୀ ନଦୀରେ ଡଙ୍ଗା ବୁଡି ନିଖୋଜ ଥିବା ୪ଜଣଙ୍କ ମୃତଦେହ ଶୁକ୍ରବାର ଉଦ୍ଧାର ହୋଇଛି। ଗୁରୁବାର ତାନ୍‌ସିଂ ଗ୍ରାମର ଲାଲମଣି ଶିସାଙ୍କ ମୃତଦେହ…

କାରାଗାର ୪ ମହଲା କୋଠାରୁ ଖସି ପଡ଼ିଲେ ଶ୍ରମିକ

କୋରାପୁଟ,୨୮।୧୨(ଅମିତାଭ ବେହେରା ): କୋରାପୁଟ ମଣ୍ଡଳ କାରାଗାର ନିର୍ମାଣଧୀନ ଏକ ୪ ମହଲା କୋଠାରୁ ଖସି ପଡି ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ତାଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଛି। ଶ୍ରମିକ ଜଣକ ହେଲେ ଆର୍‌ ପ୍ରଧାନ। ମିଳିଥିବା ସୂଚନା ଅନୁଯାୟୀ,…

ପାତାଳି ନଦୀରେ ଡଙ୍ଗା ବୁଡ଼ି ୨ ନାବାଳିକାଙ୍କ ସମେତ ୫ ନିଖୋଜ

କୋରାପୁଟ,୨୮।୧୨(ଅମିତାଭ ବେହେରା): କୋରାପୁଟ ଜିଲା ପାତାଳି ନଦୀରେ ଗୁରୁବାର ଅଘଟଣ ଘଟିଛି। ଏକ ଡଙ୍ଗା ବୁଡ଼ି ୫ଜଣ ନିଖୋଜ ହୋଇଯାଇଛନ୍ତି। ସେମାନେ ହେଲେ ନନ୍ଦପୁର ବ୍ଲକ କୁଲାରସିଂ ପଞ୍ଚାୟତ ତାନ୍‌ସିଂ ଗ୍ରାମର ୩ ମହିଳା ଏବଂ ଦୁଇ ନାବାଳିକା ବୋଲି ଜଣାପଡିଛି।…

ଜଙ୍ଗଲରୁ ମିଳିଲା ବିପୁଳ ବିସ୍ଫୋରକ ସାମଗ୍ରୀ: ଲୁଚାଇ ରଖିଥିଲେ ମାଓବାଦୀ

କୋରାପୁଟ,୨୮।୧୨(ଅମିତାଭ ବେହେରା): କୋରାପୁଟ ଜିଲା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ମାଛକୁଣ୍ଡ ଥାନା ଅଧୀନ ଗୁମୁଡାପୁଟ ଜଙ୍ଗଳରେ କୋମ୍ବିଂ ଅପରେଶନ ବେଳେ ମାଓବାଦୀଙ୍କ ଦ୍ୱାରା ଲୁଚାଇ ରଖାଯାଇଥିବା ବିସ୍ଫୋରକ ସାମାଗ୍ରୀ ଜବତ କରାଯାଇଛି। ଜବତ ସାମାଗ୍ରୀ ମଧ୍ୟରେ ୧୫ ବନ୍ଧୁକ,…

ପୋଲିସକୁ ଦୁର୍ବ୍ୟବହାର କରି ୨ ଗିରଫ

କୋରାପୁଟ,୨୮ା୧୨(ଅମିତାଭ ବେହେରା): ପୋଲିସକୁ ଦୁର୍ବ୍ୟବହାର ସହ କାମରେ ବାଧା ଦେବା ଅଭିଯୋଗରେ ଦୁଇଜଣଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି କୋରାପୁଟ ଜିଲାର ଲକ୍ଷ୍ମୀପୁର ପୋଲିସ। ଏପରି ଘଟଣା ସ୍ଥାନୀୟ ବ୍ଲକ ଚମ୍ପି ଗ୍ରାମଠାରେ ଦେଖିବାକୁ ମିଳିଛି। ସେମାନେ ହେଲେ ବନମାଳୀ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?