କୋରାପୁଟ

କୋରାପୁଟରେ ମୃଦୁ ଭୂକମ୍ପ

କୋରାପୁଟ,୩ା୩(ସ୍ବ.ପ୍ର.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ମୃଦୁ ଭୂକମ୍ପ ହୋଇଥିବା ଜଣାଯାଇଛି। ଆଜି ଭୋର୍‌ ୫ଟା ୫ରେ ଏହି ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୮ ଥିଲା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ ସୂଚନା ଦେଇଛନ୍ତି।…

ଗୁରୁତର ଲକ୍ଷ୍ମଣଙ୍କୁ ୩ କି.ମି. ଭାରରେ ବୋହି ଡାକ୍ତରଖାନା ନେଲେ ନାତି

ଦଶମନ୍ତପୁର,୨ା୩( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚଣାବାଡ ପଞ୍ଚାୟତର ଥିବା ସଲପଗୁଡ଼ା ଗ୍ରାମରେ ଜଣେ ଗୁରୁତର ରୋଗୀ ଭାରରେ ବୁହା ହୋଇ ଡାକ୍ତରଖାନା ଯିବା ପରି ଦୃଶ୍ୟ ଗୁରୁବାର ଦେଖିବାକୁ ମିଳିଛି। ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇପଡିଥିବାରୁ…

ସୁରକ୍ଷିତ ନୁହେଁ ଶିଶୁ ଉଦ୍ୟାନ

ସୁନାବେଡ଼ା, ୧।୩(ସ୍ବ.ପ୍ର.): ବହୁଦିନ ଧରି ହାଲ୍‌ ଟାଉନଶିପର ବିଭିନ୍ନ ନିଛାଟିଆ ଅଞ୍ଚଳ ଏବେ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳ ପାଲଟିଛି। ଏନେଇ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ପୋଲିସ ପାଟ୍ରୋଲିଂ ଦାବି ହୋଇଥିଲେ ମଧ୍ୟ ଏହାର କୌଣସି ପ୍ରଭାବ…

ବିଦ୍ୟାଳୟକୁ ଶିକ୍ଷକ ଡେରିରେ ଆସିବାରୁ ତାଲା ପକାଇଲେ ଗ୍ରାମବାସୀ

କୁନ୍ଦୁରା,୨୮ା୨ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର ଆମ୍ବଗୁଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଗ୍ରାମବାସୀ ତାଲା ପକାଇଛନ୍ତ। ପୂର୍ବାହ୍ନ ୧୧ଟା ସୁଦ୍ଧା ବିଦ୍ୟାଳୟ ଖୋଲି ନ ଥିଲା। ବିଦ୍ୟାଳୟ ପରିସରରେ ୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ବୁଲୁଥିଲେ। ୧୧ଟା ସୁଦ୍ଧା…

ବିଶ୍ୱାସ,ପରମ୍ପରାର ଯାତ୍ରା ଝାମିଯାତ୍ରା

ଜୟପୁର, ୨୮ା୨ (ନି.ପ୍ର.):ବିଶ୍ୱାସର ଯାତ୍ରା ଝାମିଯାତ୍ରା ପାଇଁ ଜୟପୁର ଉତ୍ସବମୁଖର ହୋଇପଡିଛି। ଶିରଲୀ ଦେବୀ ପୂଜା ପାଉଥିବା ଏହି ଯାତ୍ରା ଶିବରାତ୍ରିଠାରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି ା ଶିବରାତ୍ରି ଦିନ ଶିବ ମନ୍ଦିରରେ ଏକ ପୂଜା କରାଯାଇଥାଏ ା ପରେ ଝାମି…

କାମ ନ ପାଇ ଭିଟାମାଟି ଛାଡୁଛନ୍ତି ଗ୍ରାମବାସୀ

ଦଶମନ୍ତପୁର, ୨୭ା୨ ( ଡି.ଏନ.ଏ.):କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଡୁମ୍ବାଗୁଡ଼ା ପଞ୍ଚାୟତ ଭିତରବାଗ୍ରି ଗ୍ରାମରେ ଗ୍ରାମବାସୀ ନିଜ ଅଞ୍ଚଳରେ କୌଣସି କାମ ନ ପାଇ ଶେଷରେ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ଦେଖିବାକୁ ମିଳୁଛି। ଏହି…

ଏସ୍‌ଏଚ୍‌ଜିକୁ ଠକିଦେଲା ପ୍ରଶାସନ

ସେମିଳିଗୁଡା/ସୁନାବେଡା, ୨୭ା୨(ସ୍ବ.ପ୍ର.):ଆନ୍ଧ୍ରପ୍ରଦେଶ ସରକାର, ଓଡିଶାର ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ବହୁ ବାଦ ବିବାଦ ପରେ ଓଡିଶା ସରକାର କୋଟିଆ ଅଞ୍ଚଳର ଆଦିବାସୀଙ୍କ ବିକାଶ ପାଇଁ କେତେକ ଯୋଜନା କରିଥିଲେ। ଏଠାକାର ଜଳବାୟୁ ଅନୁସାରେ ଉକ୍ତ ଅଞ୍ଚଳରେ ଷ୍ଟ୍ରବେରି ଚାଷ କରାଯାଇଥିଲା। କୃଷି…

କୋରାପୁଟ ଗସ୍ତରେ ରାଜ୍ୟ ମୁଖ୍ୟ ଶାସନ ସଚିବ

କୋରାପୁଟ,୨୬ା୨(ସ୍ବ.ପ୍ର.): ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରବିବାର କୋଟିଆ ପଞ୍ଚାୟତର ଜାନିଗୁଡ଼ା ଷ୍ଟ୍ରବେରୀ ଫାର୍ମ ପରିଦର୍ଶନ କରିଛନ୍ତି। ଚାଷୀ ବାସନା ଗେମେଲଙ୍କ ସହ ଆଲୋଚନା କରି କେତେ ଅର୍ଥ ପାଉଛନ୍ତି ତାହା ପଚାରି ବୁଝିଥିବା ଜଣାପଡ଼ିଛି। ସେଠାରେ…

ମାଛକୁଣ୍ଡ ଟିପି ଡ୍ୟାମ୍‌ରୁ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ

କୋରାପୁଟ, ୨୬।୨(ସ୍ବ.ପ୍ର.): କୋରାପୁଟ ଜିଲାର ଅନକାଡେଲିସ୍ଥିତ ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପର ଟିପି ଡ୍ୟାମରେ ଗଛ ଗଣ୍ଡି ଓ ଡାଳ ଲାଗି ଗେଟ୍‌ ପ୍ରଭାବିତ ହୋଇଛି। ଏଥିଯୋଗୁ ପ୍ରକଳ୍ପର ବିଦ୍ୟୁତ୍‌ ଉପତ୍ାଦନ ବନ୍ଦ ରହିଥିବା ଅଧୀକ୍ଷଣ ଯନ୍ତ୍ରୀ କେ.ଭି. ନାଗେଶ୍ୱର ରାଓ…

ନଳକୂପ ଦୂର କରିପାରୁନି ଜଡ଼ାପୁଟ ଜଳସଙ୍କଟ

ଦଶମନ୍ତପୁର,୨୫ା୨ (ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତ ଜଡ଼ାପୁଟ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖିବାକୁ ମିଳିଛି। ଗ୍ରାମବାସୀ ବର୍ଷ ବର୍ଷ ଧରି ଝରଣା ପାଣିରେ ଚଳୁଥିବା ଜଣାପଡିଛି। ଏହି ଗ୍ରାମରେ ୪୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର…

ଲ୍ୟାମ୍ପ୍ସର ଚାଷୀଙ୍କୁ ଅଣଦେଖା ଅଭିଯୋଗ

ଦଶମନ୍ତପୁର,୨୪ା୨ (ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ମହକୁମାସ୍ଥିତ ଲ୍ୟାମ୍ପ ପକ୍ଷରୁ ମାଣ୍ଡିଆ ଚାଷୀଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ହେଉଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଖବରରୁ ଜଣାପଡିଛି, ମାଣ୍ଡିଆ ବ୍ୟବସାୟୀ ଏବଂ ଲ୍ୟାମ୍ପସ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ ମଣ୍ଡିରେ…

କଥା ହେବାକୁ ୩ କି.ମି.ପାହାଡ଼ ଚଢ଼ିବାକୁ ପଡ଼େ

ସେମିଳିଗୁଡ଼ା/ ସୁନାବେଡ଼ା ୨୪ା୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର କାଣ୍ଟି ପଞ୍ଚାୟତ ଦେଓମାଳି ପର୍ବତର ପାଦ ଦେଶରେ ରହିଛି। ଏହି ପଞ୍ଚାୟତ ସର୍ବଦା ଅବହେଳିତ ହୋଇ ରହି ଆସିଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ସରକାର ଦେଓମାଳି ପର୍ବତର ପ୍ରାକୃତିକ ସୌନ୍ଦର୍ଯ୍ୟର ପ୍ରଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri