ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ସୀମାନ୍ତ ଗାଁ ପରିଦର୍ଶନ ପୂର୍ବରୁ ରାସ୍ତା ଅବରୋଧ କଲା ପ୍ରଶାସନ
ପଟ୍ଟାଙ୍ଗି,୧।୫(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଓଡ଼ିଶା ସୀମାନ୍ତ ଗ୍ରାମ ଗସ୍ତ ପୂର୍ବରୁ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ମାଟି ପକାଇ ରାସ୍ତା ଅବରୋଧ କରାଯାଇଛି। ଫଳରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୀମାନ୍ତ ଅଞ୍ଚଳ ଯିବାରେ ସମସ୍ୟା ଉପୁଜିଛି। ମିଳିଥିବା ସୂଚନା ମୁତାବକ, କୋରାପୁଟ ଜିଲା…
ବାରମ୍ବାର ଦୌଡ଼ି ମିଳୁନି ଭତ୍ତା
ଦଶମନ୍ତପୁର,୨୮ା୪ (ଡି.ଏନ୍.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗିର୍ଲିଗୁମ୍ମା ପଞ୍ଚାୟତର ଜଣେ ବିଧବା ମହିଳା ସରକାରଙ୍କ ପ୍ରତ୍ୟେକ ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ସ୍ବର୍ଗତ ଡୋଗର ବିଶୋୟୀଙ୍କ ସ୍ତ୍ରୀ ନିଶା (୬୦)ଙ୍କୁ ଏଯାଏ ବିଧବା ଭତ୍ତା ମିଳିନାହିଁ। ସ୍ବାମୀଙ୍କ ମୃତ୍ୟୁ ପରେ…
ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବ୍ୟବସାୟୀ, ଯାତ୍ରୀ ଅସନ୍ତୁଷ୍ଟ
କୋରାପୁଟ,୨୮।୪(ସ୍ବ.ପ୍ର.): କୋରାପୁଟ ଜିଲା ସଦର ମହକୁମାସ୍ଥିତ ବସ୍ଷ୍ଟାଣ୍ଡରେ ଦୈନଦିନ ହଜାର ହଜାର ଯାତ୍ରୀ ଯାତାୟାତ କରୁଛନ୍ତି। ବିଭିନ୍ନ ସ୍ଥାନକୁ ଯିବାକୁ ସେମାନେ ବସ୍ ପାଇଁ ଏଠାରେ ଅପେକ୍ଷା କରନ୍ତି। କିନ୍ତୁ କୋରାପୁଟ ସହରର ମଧ୍ୟସ୍ଥଳରେ ଥିବା ବସ୍ଷ୍ଟାଣ୍ଡର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ…
ବ୍ଲକ ପ୍ରଶାସନର ପାଦ ପଡ଼ି ନ ଥିବା ଗାଁ ଚିନ୍ତାଲଗୁଡ଼ା
ପଟ୍ଟାଙ୍ଗି,୨୬।୪ (ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଏପରି ଏକ ଗ୍ରାମ ରହିଛି ଯେଉଁଠି ଆଜି ଯାଏ କୌଣସି ସରକାରୀ ଅଧିକାରୀଙ୍କ ପାଦ ପଡିନାହିଁ। ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନାଗୁଡିକୁ ଗ୍ରାମାଞ୍ଚଳରେ ପହଞ୍ଚାଉଥିବା ନେଇ କହୁଥିବା ବ୍ଲକ ପ୍ରଶାସନ ଏହି ଗ୍ରାମକୁ…
ଗଛ ପଡ଼ି କାର ଭାଙ୍ଗିଲା
ଜୟପୁର,୨୫ା୪(ନି.ପ୍ର.): କାଳ ବୈଶାଖୀର ଭୟଙ୍କର ରୂପ ଜୟପୁର ହାଟପଦାଠାରେ ଦେଖିବାକୁ ମିଳିଛି । ପ୍ରବଳ ପବନ ଓ ବର୍ଷାରେ ଏକ ବିରାଟ ଗଛ ଉପୁଡି ଯାଇଥିଲା । ଗଛଟି ନିକଟରେ ଥିବା ଏକ କାର ଉପରେ ପଡିବାରୁ ତାହା ସମ୍ପୂର୍ଣ୍ଣ ନଷ୍ଟ…
ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ନନ୍ଦପୁର,୨୫ା୪(ଡି.ଏନ୍.ଏ.): ତାମିଲନାଡ଼ୁରେ ଏକ ପଥର ଖାଦାନରେ କାର୍ଯ୍ୟ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ମାରଡ଼ା ଗ୍ରାମର ନରସିଂହ କଅଁର(୨୮)। ରବିବାର ଅପରାହ୍ନରେ ନରସିଂହ ପଥର ଖାଦାନରେ କାମ…
‘ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ’କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
କୋରାପୁଟ,୨୪।୪(ସ୍ବ.ପ୍ର.): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରିଛନ୍ତି। ଭାରତବର୍ଷର ସମୃଦ୍ଧ କ୍ରୀଡ଼ା ପରମ୍ପରା ଓ ତାହାର ବିବିଧତା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରସାରଣ ନିମନ୍ତେ…
ଆର୍ଟିଆଇରେ ତଥ୍ୟ ଦେଉନାହାନ୍ତି ସୂଚନା ଅଧିକାରୀ
ସୁନାବେଡ଼ା/ସେମେଳିଗୁଡ଼ା,୨୨।୪: (ସ୍ବ.ପ୍ର.) ଆର୍ଟିଆଇ ମାଧ୍ୟମରେ ଯେକୌଣସି ବ୍ୟକ୍ତି ତଥ୍ୟ ମାଗିପାରିବେ। ସେ ଚାହୁଁଥିବା ବିଭାଗର ତଥ୍ୟ ସୂଚନା ଅଧିକାର ଆଇନ ଅନୁସାରେ ସୂଚନା ଦେବାକୁ ସୂଚନା ଅଧିକାରୀ ବାଧ୍ୟ। ଏପରି ନିୟମ ସୂଚନା ଅଧିକାର ଆଇନରେ ରହିଥିଲେ ମଧ୍ୟ ଏହି ନିୟମକୁ…
ତୁଟିଲା ବିବାଦ, କେରିମିଟିରେ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କୁନ୍ଦୁରା,୨୧ା୪ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକ କେରିମିଟି ପଞ୍ଚାୟତ ପ୍ରତିଷ୍ଠା ହେବାର ୨୦ବର୍ଷ ବିତିଗଲାଣି। ମାତ୍ର ଏଠାରେ ଏଯାଏ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ହୋଇପାରିନାହିଁ। ଏନେଇ ଗୁରୁବାର ନୂତନ ବିଡିଓ ରାମପ୍ରସାଦ ଦୋରାଙ୍କୁ ଭେଟି ଶତାଧିକ ଗ୍ରାମବାସୀ ପୂର୍ବତନ ପଞ୍ଚାୟତ…
ଓଡ଼ିଶା ଆଶ୍ରମ ବିଦ୍ୟାଳୟରେ ବିଦ୍ୟୁତ୍ କାଟିଲା ଆନ୍ଧ୍ର
ପଟ୍ଟାଙ୍ଗି, ୨୦।୪: (ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୀମାନ୍ତ ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ଦାବି କରୁଥିବା ବ୍ଲକ ପ୍ରଶାସନର ଇଚ୍ଛାଶକ୍ତି ଅଭାବରୁ ଉନ୍ନୟନମୂଳକ କାର୍ଯ୍ୟ ସବୁ ଦିଗହରା ହେଉଛି। ସୀମାନ୍ତ ଅଞ୍ଚଳରେ ଆନ୍ଧ୍ର ଏଥିରୁ ଫାଇଦା ଉଠାଉଛି।…
ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ
କୋରାପୁଟ, ୨୦।୪: (ସ୍ବ.ପ୍ର.) ଭାରତର ରାଜଧାନୀ ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ ହୋୟାଲ। ଜିଲାର କେତେ ଜଣ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ହାତଧୁଆର ଆବଶ୍ୟକତା ଓ ପ୍ରକ୍ରିୟା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଗତ କିଛି…
କାମରେ ଆସୁନି ଜଳପ୍ରକଳ୍ପ
ଦଶମନ୍ତପୁର, ୨୦।୪: ( ଡି.ଏନ୍.ଏ.) କାମରେ ଆସୁନି ୯ ଲକ୍ଷ ଟଙ୍କାର ଜଳପ୍ରକଳ୍ପ। ଜଳ କଷ୍ଟ ଭୋଗୁଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ମୁଜାଙ୍ଗ ପଞ୍ଚାୟତର ବାଟିଶିଲଗୁଡା ଗ୍ରାମବାସୀ । ଏହି ଗ୍ରାମରେ ୭୨ ପରିବାର ବସବାସ କରନ୍ତି। ଜନସଂଖ୍ୟା ପ୍ରାୟ…
Archives


