ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ
ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ ହୋଇଛି। ପୋଲିସ ଘଟଣାସ୍ଥଳେ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି ।…
ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ
ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଜୟପୁର ଟାଉନ ପୋଲିସ…
ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ
ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ ସମ୍ମୁଖରେ ଥିବା ଏକ କବାଡ଼ିଖାନାରେ। ରବିବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି।…
OSRTC ବସ୍ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…
କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା ରାଜ୍ୟ ପରିବହନ ବିଭାଗ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଥିବା ବେଳେ ଏକ ବଡ଼…
ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ
ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍ କାର୍ଡ ପ୍ରଦାନ ନିମନ୍ତେ ସର୍ଭେ। ରାଜ୍ୟର ପାର୍ବତୀପୁରମ ମାନ୍ୟାମ ଜିଲାର ସାଲୁର ବ୍ଲକ…
ଟ୍ରାକ୍ରୁ ଖସିଲା ଟ୍ରେନ୍, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…
କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍ଟି ଆଇରନ ଓର୍ ନେଇ ଜଗଦଲପୁରରୁ ବିଶାଖାପାଟଣା ଯାଉଥିଲା ବେଳେ ଏପରି…
ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍ ଡେ’ ପୂର୍ବରୁ ଅଭାବନୀୟ ଘଟଣା
ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ ଏକ ପ୍ରେମୀଯୁଗଳ ଗୋଟିଏ ଗଛର ଗୋଟିଏ ଡାଳରେ ଆତ୍ମହତ୍ୟା କରିଥିବା ଘଟଣା ସ୍ଥାନୀୟ…
ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି
କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ବିଜୁ ଜନତା ଦଳର ମୁଖିଆ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…
ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…
କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା ପରିଯୋଜନା ଅନ୍ତର୍ଗତ ନିର୍ମାଣାଧୀନ ଏହି ଛଅ-ଲେନ୍ ଗ୍ରୀନ୍ଫିଲ୍ଡ କରିଡର ଛତିଶଗଡ଼, ଓଡ଼ିଶା ଓ…
ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ
ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛତିଶଗଡ଼ ବସ୍ତର ଜିଲାର ଦିନେଶ ରାଜପୁତ୍। ସେ ଜଣେ ଗଣମାଧ୍ୟମ…
୨ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର
ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ପେଟୁରୁ…
ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…
ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍ଡିଆର ୫୫ ରାସ୍ତା ଖିଲୁଆ ପେଟିଆବାଡ ପୋଲତଳୁ ଉଦ୍ଧାର କରିଛି। ମୃତକ ହେଲେ ହୋମଗାର୍ଡ…
Archives


