କୋରାପୁଟ

ସବୁ ବର୍ଗକୁ ସାମିଲକରି ପାଳନ ହେବ ଓଡ଼ିଶା ଦିବସ

କୋରାପୁଟ,୨୫।୩(ସ୍ବ.ପ୍ର.): ସବୁ ବର୍ଗକୁ ସାମିଲକରି ଆସନ୍ତା ଓଡ଼ିଶା ଦିବସକୁ କିପରି ମହାଆଡ଼ମ୍ବରରେ ପାଳନ କରାଯିବ ସେ ନେଇ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ପ୍ରଶାସନ ଓ ଜିଲା ସ୍ମାରକୀ କମିଟିର ମିଳିତ…

ଠିକା ସଂସ୍ଥାର ମନମୁଖୀ କାମରେ ଲୋକେ ଅତିଷ୍ଠ

ସୁନାବେଡ଼ା/ସେମିଳିଗୁଡ଼ା, ୨୪।୩ (ସ୍ବ.ପ୍ର.): ସୁନାବେଡ଼ା ପୌର ପରିଷଦ ଅଧୀନରେ ଥିବା ଜନସ୍ବାସ୍ଥ୍ୟ ବିଭାଗ ତଥା ପୌର ପ୍ରଶାସନର ଅବହେଳା ଯୋଗୁ ହଇରାଣ ହେଉଛନ୍ତି ସାଧାରଣ ଜନତା। ପୌରାଞ୍ଚଳରେ ଲୋକମାନଙ୍କୁ ପାଣି ଯୋଗାଇବା ପାଇଁ ବିଭାଗ ପକ୍ଷରୁ ୨୬ ନଂ. ଜାତୀୟ ରାଜପଥ…

ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଅଙ୍ଗନୱାଡି କେନ୍ଦ୍ର

ନନ୍ଦପୁର,୨୪l୩(ଡି.ଏନ.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ଅଞ୍ଚଳ ପାଡୁଆ ପଞ୍ଚାୟତର ଗୁମିଗୁଡା ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ଏହି କେନ୍ଦ୍ରଟି ଏବେ ଗ୍ରାମରେ ଥିବା ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଚାଲିଛି। ଏଠାରେ ଗୁମିଗୁଡ଼ା ଓ…

ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ମାଡ ମାରି ଲୁଟିନେଲେ ଟଙ୍କା

ଜୟପୁର, ୨୩।୩ (ନି.ପ୍ର.): କୋରାପୁଟ ଜିଲା କୁନ୍ଦୁରା ଥାନା ଅଧୀନ ପ୍ରଧାନିପୁଟସ୍ଥିତ ଭବାନୀ ଭଗବତୀ ପେଟ୍ରୋଲ ପମ୍ପ ମ୍ୟାନେଜର ଅରବିନ୍ଦ ମଣ୍ଡଳଙ୍କୁ ମାଡ଼ମାରି ତାଙ୍କଠାରୁ ଟଙ୍କା ଲୁଟ୍‌ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ତଥ୍ୟ ଆଧାରରେ…

ଗୁହାରି ଶୁଣିଲାନି ପ୍ରଶାସନ: ଶ୍ରମଦାନ କରି ଗ୍ରାମବାସୀ ଗାଁରେ ପହଞ୍ଚାଇଲେ ଝରଣା ପାଣି

କୋରାପୁଟ,୨୨ା୩(ସ୍ବ.ପ୍ର.): ପାନୀୟ ଜଳ ସମସ୍ୟାକୁ ନେଇ ଗ୍ରାମବାସୀ ବହୁ ସମୟରେ ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଗୁହାରି କରି ଆସୁଥିଲେ। ହେଲେ କେହି ତାଙ୍କ କଥାକୁ ଗୁରୁତ୍ୱ ନ ଦେବାରୁ ଗାଁଠାରୁ ଦୁଇ କିମି ଦୂର ପର୍ଯ୍ୟନ୍ତ ଶ୍ରମଦାନ…

ଚାଷୀଙ୍କୁ ଦେଖି ଦୌଡ଼ିଲେ କୁନ୍ଦୁରା ଲାମ୍ପସ କର୍ମଚାରୀ

ଜୟପୁର, ୨୧ା୩(ନି.ପ୍ର.):କୋରାପୁଟ ଜିଲା କୁନ୍ଦୁରା ଲାମ୍ପରେ ଜାଲ ଦସ୍ତଖତ କରି ଚାଷୀଙ୍କ ବହୁ ପରିମାଣର ଟଙ୍କା ଲୁଟ୍‌ ହୋଇଛି। ଏହା ଜାଣିବା ପରେ ଚାଷୀ ଚିନ୍ତାରେ ପଡିଛନ୍ତି। ଏ ସମ୍ପର୍କରେ ଜାଣିବାକୁ ଚାଷୀମାନେ କୁନ୍ଦୁରା ଲାମ୍ପସକୁ ଯିବାରୁ ଚାଷୀଙ୍କୁ ଦେଖି ଲାମ୍ପ…

ଆମେରିକା ଜାଣିଲା କୋରାପୁଟ ଦେଓମାଳିର ଔଷଧୀୟ ଗଛ ଉପାଦେୟତା

କୋରାପୁଟ, ୨୧ା୩(ସ୍ବ.ପ୍ର.):ଆମେରିକା ଜାଣିଲା କୋରାପୁଟ ଦେଓମାଳିର ଔଷଧୀୟ ଗଛର ଉପାଦେୟତା ା ଏନେଇ ସେଠାରେ ଇଣ୍ଟର ନ୍ୟାଶସନାଲ ଭିଜିଟର୍ସ ଲିଡରଶିପ ଟ୍ରେନିଂ ପୋଗ୍ରାମ (ଆଇଭିଏଲ ଟିପି) କାର୍ଯ୍ୟକ୍ରମରେ ଯୋଗଦେଇ କୋରାପୁଟର ଗବେଷକ ହରି ପାଙ୍ଗି ସମସ୍ତ ସୂଚନା ଦେଇଥିଲେ। ଜଳବାୟୁ ପରିବର୍ତ୍ତନ…

ପ୍ରାଥମିକ ବିଦ୍ୟାଳୟରେ ୨୧୫ ଶିକ୍ଷକ ପଦ ଖାଲି

ନନ୍ଦପୁର,୨୦ା୩ (ଡିଏନଏ): ନନ୍ଦପୁର ବ୍ଲକ ସମେତ ପଟାଙ୍ଗି ନିର୍ବାଚନ ମଣ୍ଡଳୀରେ ଥିବା ୪ବ୍ଲକ ନନ୍ଦପୁର ପଟ୍ଟାଙ୍ଗି, ସେମିଳିଗୁଡା ଓ କୋରାପୁଟ ବ୍ଲକଗୁଡିକରେ ଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗର ୪୭୧ ପ୍ରାଥମିକ ବିଦ୍ୟାଳୟରେ ୨୧୫ ଶିକ୍ଷକ ପଦବୀ ଖାଲି ପଡିଛି। ଜିଲା…

ଓଡ଼ିଶା ସରକାରଙ୍କ ନିର୍ମାଣ କାର୍ଯ୍ୟରେ କାମ କରୁଛନ୍ତି ଆନ୍ଧ୍ର ଶ୍ରମିକ

ପଟ୍ଟାଙ୍ଗି, ୨୦।୩(ଡି.ଏନ୍‌.ଏ.): ସୀମାନ୍ତ ଗ୍ରାମଗୁଡିକରେ ପଡୋଶୀ ଆନ୍ଧ୍ର ପ୍ରଦେଶ ଅନୁପ୍ରବେଶ କରି ନିଜର ଉପସ୍ଥିତ ଜାହିର କରୁଥିବା ବେଳେ ଓଡିଶା ସରକାର ସୀମାନ୍ତ ଗ୍ରାମଗୁଡିକରେ କିପରି ଉନ୍ନୟନମୂଳକ କାର୍ଯ୍ୟ ହୋଇପାରିବ ତାହାର ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ଅର୍ଥ…

୨ ବ୍ଲକରେ ୭ ପରିବାର ବେଘର

ପଟ୍ଟାଙ୍ଗି/ଜୟପୁର,୨୦ା୩ (ଡି.ଏନ.ଏ./ ନି.ପ୍ର.): ପଶ୍ଚିମା ଘୂର୍ଣ୍ଣିଝଡ଼ ପ୍ରଭାବ କୋରାପୁଟ ଜିଲାରେ ପରିଲିକ୍ଷିତ ହୋଇଛି। ଏଥିଯୋଗୁ ଗତ ୪ଦିନ ଧରି ପାଗ ମେଘୁଆ ରହି ବିଭିନ୍ନ ସ୍ଥାନରେ ପ୍ରବଳ ପବନ ଘଡ ଘଡି ସହ ବର୍ଷା ହୋଇଛି । ବର୍ଷା ଓ ପବନ…

କୋରାପୁଟରେ ଝଡ଼ ଉଜାଡ଼ିଲା ପରିବା ଚାଷ

କୋରାପୁଟ,୨୦ା୩(ସ୍ବ.ପ୍ର.): ତିନିଦିନ ଧରି ସମଗ୍ର ରାଜ୍ୟରେ ଅଦିନିଆ ପଶ୍ଚିମା ଝଡ଼ ବର୍ଷା ଜାରି ରହିଛି। କୋରାପୁଟ ଜିଲାରେ ମଧ୍ୟ ୩ ଦିନଧରି ଲାଗି ରହିଛି ଏହି ଅଦିନିଆ ଝଡବର୍ଷା । ଏହାକୁ ନେଇ ଜିଲାରେ ପନିପରିବା ଚାଷ କରୁଥିବା ଚାଷୀ ଚିନ୍ତାରେ…

ଝଡ଼ବର୍ଷାରେ ଭାଙ୍ଗିଲା ଅନେକ ଘର, ଉଡ଼ିଲା ଛପର

ପଟାଙ୍ଗି,୧୯ା୩(ଡି.ଏନ୍‌.ଏ.): ପଶ୍ଚିମା ଝଡ଼ ପ୍ରଭାବ କୋରାପୁଟ ଜିଲାରେ ପରିଲିକ୍ଷିତ ହୋଇଛି। ଗତ ୪ ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପ୍ରବଳ ପବନ ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri