କୋରାପୁଟ

ପଶ୍ଚିମାଝଡ଼ ପ୍ରଭାବ: ୪ ଘରର ଉଡ଼ିଗଲା ଛପର

ପଟ୍ଟାଙ୍ଗି,୧୯।୩(ଡି.ଏନ୍‌.ଏ.): ପଶ୍ଚିମାଝଡ଼ ପ୍ରଭାବ କୋରାପୁଟ ଜିଲାରେ ଅନୁଭୂତ ହୋଇଛି। ଗତ ୪ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପବନ, ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ ସ୍ଥାନରେ ଘର ଭାଙ୍ଗିଛି।…

ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟକୁ ହୋଟେଲ, ରେଷ୍ଟୁରାଣ୍ଟ, ସ୍କୁଲରେ ଦିଆଯାଉ

କୋରାପୁଟ,୧୮।୩(ସ୍ବ.ପ୍ର.): ଚଳିତ ବର୍ଷ ଆନ୍ତର୍ଜାତୀକ ମାଣ୍ଡିଆ ବର୍ଷ ପାଳନ ନେଇ ରାଜ୍ୟ ମିଲେଟ ମିଶନ ପକ୍ଷରୁ କୋରାପୁଟ ଜିଲା ପ୍ରଶାସନର ସହଯୋଗରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରିବା ନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ମାଟ୍ରିକ ପରୀକ୍ଷା ବେଳେ ଛାତ୍ରଙ୍କ ମୃତ୍ୟୁ

ଦାମନଯୋଡ଼ି, ୧୭ା୩(ଡି.ଏନ.ଏ.):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବେଳେ ଦାମନଯୋଡି ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରଙ୍କ ଆକସ୍ମିକ ଭାବେ ମୃତ୍ୟୁ ଘଟିଛି। ତାଙ୍କ ନାମ କୁନା ପୂଜାରୀ। ସେ…

ଆରମ୍ଭ ହେଲା ମୋବାଇଲ ଟାୱାର କାମ

ସେମିଳିଗୁଡ଼ା/ସୁନାବେଡା, ୧୬ା୩(ସ୍ବ.ପ୍ର.): ସେମିଳିଗୁଡ଼ା ବ୍ଲକ କାଣ୍ଟି ପଞ୍ଚାୟତ ଅଞ୍ଚଳରେ ମୋବାଇଲ ଟାଓ୍ବାର ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ କାମ ଆରମ୍ଭ ହୋଇଛି। ଉପର କାଣ୍ଟି ଗାଁରେ ପ୍ରାୟ…

ବିସ୍ଥାପନର ୬୨ବର୍ଷ ପରେ ମଧ୍ୟ ଘର ପାଇଁ ସଂଘର୍ଷ

ସୁନାବେଡା/ସେମିଳିଗୁଡା,୧୩ା୩ (ସ୍ବ.ପ୍ର.):୧୯୬୧ରେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଉଦ୍ୟମରେ ସୁନାବେଡାରେ ମିଗ୍‌ ବିମାନ କାରଖାନା ନିର୍ମାଣ ହୋଇଥିଲା। ସରକାରୀ ନିୟମ ଅନୁଯାୟୀ ଏଠାକାର ଅଧିବାସୀଙ୍କୁ ସେତେବେବେଳ ବିସ୍ଥାପିତ କରାଯାଇଥିଲା। ଏହି ବିସ୍ଥାପନ ପ୍ରକ୍ରିୟାରେ ପେଟକଣା,ଲେଞ୍ଜିଗୁଡା,ଚେରେଙ୍ଗାଗୁଡା, ପଣସପୁଟ, ବାଉଁଶଗୁଡା, ପଦ୍ମପୁର, ଡୁମୁରିପୁଟ,…

ନନ୍ଦପୁର:୧୩ ଉଚ୍ଚ ବିଦ୍ୟାଳୟରେ ନାହିଁ ବିଦ୍ୟୁତ୍‌ ସଂଯୋଗ

ନନ୍ଦପୁର,୧୩ା୩ (ଡି.ଏନ.ଏ.):ରାଜ୍ୟ ସରକାର ଶିକ୍ଷାର ବିକାଶ ଲାଗି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏ ଦିଗରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ୫-ଟିରେ ବିଦ୍ୟାଳୟଗୁଡିକର ଆଧୁନିକୀକରଣ କରି ଶ୍ରେଣୀଗୃହ, ବିଜ୍ଞାନାଗାର ପ୍ରତିଷ୍ଠା କରି ଛାତ୍ରୀଛାତ୍ରଙ୍କୁ ଅଧ୍ୟୟନ କ୍ଷେତ୍ରରେ ଉତ୍ସାହିତ କରୁଛନ୍ତି। ଗୁଣବତ୍ତା…

୩ ଘଣ୍ଟାରେ ୪୦ କି.ମି ଦୌଡ଼ିଲେ ୩ କୁନି ଭଉଣୀଭାଇ

କୋରାପୁଟ,୧୩।୩(ସ୍ବ.ପ୍ର.): ଦୃଢ ଇଛାଶକ୍ତିଠାରେ ହାର ମାନେ ସବୁ ପ୍ରତିବନ୍ଧକ। ଯେମିତି ବୟସ ହାର ମାନିଛି ୩ କୁନି ଭଉଣୀଭାଇଙ୍କ କ୍ଷେତ୍ରରେ। ୩ଘଣ୍ଟାରେ ସେମାନେ କୋରାପୁଟରୁ ଦାମନଯୋଡି ଦୌଡି ରାଜ୍ୟପାଇଁ ନୂଆ କିର୍ତ୍ତୀ ପ୍ରତିଷ୍ଠା କରିବାରେ ସଫଳ ହୋଇଛନ୍ତି। ସେମାନେ ହେଲେ କୋରାପୁଟ…

୫୦ ଲକ୍ଷ ଟଙ୍କା ନ ଦେବାରୁ କରିଥିଲେ ଗୁଳି

ଜୟପୁର, ୧୨।୩ (ନି.ପ୍ର.): କୋରପୁଟ ଜିଲା ଜୟପୁର ସହରରେ ସ୍ପଷ୍ଟ ଦିବାଲୋକରେ ଜଣେ ବ୍ୟବସାୟୀଙ୍କ ଉପରକୁ ହୋଇଥିବା ଗୁଳିକାଣ୍ଡ ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି ଟାଉନ ଥାନା ପୋଲିସ। ଏଥିରେ ସମ୍ପୃକ୍ତ ୫ଜଣଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ…

କୋରାପୁଟ ସହରରେ କୋଟିଆ ଷ୍ଟ୍ରବେରି

କୋରାପୁଟ,୧୧ା୩(ସ୍ବ.ପ୍ର.): ସମ୍ପୂର୍ଣ୍ଣ ଜୈବିକ ପଦ୍ଧତିରେ ଉତ୍ପାଦିତ କୋଟିଆ ଷ୍ଟ୍ରବେରି ଏବେ କୋରାପୁଟ ସହରରେ ବିକ୍ରି ହେଉଥିବା ଦେଖିବାକୁ ମିଳିଛି । ଶୁକ୍ରବାର ସହରର କଳାନିକେତନ ଛକ ନିକଟରେ ଥିବା କୋରାପୁଟ କଫି ପଏଣ୍ଟ ସମ୍ମୁଖରେ ସତେଜ ଷ୍ଟ୍ରବେରି ବିକ୍ରି ହେଉଥିଲା। ୨୦୦…

ମାଟ୍ରିକ ପରୀକ୍ଷା: କପି ରୋକିବାକୁ ତ୍ରିସ୍ତରୀୟ ବ୍ୟବସ୍ଥା

କୋରାପୁଟ,୯।୩(ସ୍ବ.ପ୍ର.): ଶୁକ୍ରବାର ମାଟ୍ରିକ ପରୀକ୍ଷା। ଏନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଥିବା ଗୁରବାର ଜିଲା ଶିକ୍ଷା ଅଧିକାରୀ ରାମଚନ୍ଦ୍ର ନାହାକ ସୂଚନା ଦେଇଛନ୍ତି। କୋରାପୁଟ ଜିଲାରେ ମାଟ୍ରିକ ପରୀକ୍ଷା ପାଇଁ ୮୦ଟି ପରୀକ୍ଷାକେନ୍ଦ୍ର କରାଯାଇଥିବା ବେଳେ…

ସନ୍ଦିଗ୍ଧ ଅବସ୍ଥାରେ ପଡ଼ିଛି ମୃତଦେହ, ପାଖରେ ରହିଛି ପ୍ଲାଷ୍ଟିକ୍‌ ବାଲ୍‌ଟି

କୋରାପୁଟ,୮ା୩(ସ୍ବ.ପ୍ର.): କୋରାପୁଟସ୍ଥିତ ଚନ୍ଦନ ପୋଖରୀ ନିକଟରେ ବୁଧବାର ଏକ ପରିବା ବିକାଳିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ମୃତକ ଜଣଙ୍କ ହେଉଛନ୍ତି କୋରାପୁଟ ଜିଲା ଲମତାପୁଟ ବ୍ଲକର ମେଡିପୁଟ ଗ୍ରାମର ଅର୍ଜୁନ ଖିଲ (୪୫)। ସଦିଗ୍ଧ ଅବସ୍ଥାରେ ମୃତଦେହ ପଡ଼ିଥିବାରୁ ପରିବାର…

ହୁତ୍‌ହୁତ୍‌ ହୋଇ ଜଳିଗଲା ୬ ଗାଡ଼ି

କୋରାପୁଟ,୮ା୩(ସ୍ବ.ପ୍ର.): କୋରାପୁଟସ୍ଥିତ ହକି ପଡ଼ିଆରେ ବୁଧବାର ନିଆଁଲାଗି ୬ଟି ଗାଡି ପୋଡ଼ି ଯାଇଥିବା ଜଣାପଡ଼ିଛି। ପୋଲିସ ଜବତ କରି ସେଠାରେ ଦୀର୍ଘଦିନ ଧରି ରଖିଥିବା ୪ଟି କାର୍‌ ଓ ୨ଟି ଅଟୋ ଏଥିରେ ପୋଡ଼ିହୋଇ ଯାଇଥିବା ଜଣାପଡ଼ିଛି। ଏହି ନିଆଁ ଲାଗିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri