କୋରାପୁଟ

ବିପଦସଙ୍କୁଳ ଚବେରି ନଦୀ ପୋଲ, ଭୁଶୁଡ଼ିବା ଆଶଙ୍କା

ଦଶମନ୍ତପୁର, ୨୭।୯(ଡି.ଏନ୍‌.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଏ.ମାଲକାନଗିରି ପଞ୍ଚାୟତ ସଦର ମହକୁମାରୁ ମାତ୍ର ଅଧ କିମି ଦୂରରେ ଥିବା ଚବେରି ନଦୀ ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ। କେତେବେଳେ ଯେ ପୋଲଟି ଭୁଶୁଡ଼ି ପଡ଼ିବ ତାହା କହିବା ମୁସ୍କିଲ।...

ବଦଳିବ ବିକ୍ରମଦେବ ବର୍ମାଙ୍କ ପ୍ରତିମୂର୍ତ୍ତି: ବିଧାୟକ

ଜୟପୁର,୨୬ା୯(ନି.ପ୍ର.): ବିକ୍ରମଦେବ ମହାବିଦ୍ୟାଳୟ ସମ୍ମୁଖରେ ସ୍ଥାପନ କରାଯାଇଥିବା ପ୍ରତିମୂର୍ତ୍ତି ବଦଳାଯିବ ବୋଲି ଜୟପୁର ବିଧାୟକ ତାରାପ୍ରସାଦ ବାହୀନିପତି କହିଛନ୍ତି। ଗତ ୧୭ ତାରିଖରେ ସ୍ଥାପନ ହୋଇଥିବା ପ୍ରତିମୂର୍ତ୍ତି ଏହା ବିକ୍ରମଦେବ ବର୍ମାଙ୍କ ନୁହେଁ ବୋଲି ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଏବଂ...

ବାଘକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ

କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲା କୋଟିଆ ସୀମାନ୍ତ ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଥିବା ନେଇ ଡିଏଫଓ ଅମିତାରାଣୀ ରାୟ କହିଛନ୍ତି। ବାଘ ଉପରେ ବନ ବିଭାଗ ପକ୍ଷରୁ ନଜର ରଖାଯାଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ନ ହେବାକୁ ସେ ପରାମର୍ଶ...

ଲକ୍ଷ୍ମୀପୁର: ତୋୟାପୁଟ ଜଙ୍ଗଲରେ ହେଟା ବାଘ

କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲାର ଲକ୍ଷ୍ମୀପୁର ରେଞ୍ଜ ଅଧୀନରେ ଥିବା ତୋୟାପୁଟ ଓ ଚମ୍ପି ଜଙ୍ଗଲରେ ବାଘ ବୁଲୁଛି। ବାଘକୁ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ଦେଖିଥିବା ପ୍ରକାଶ କରିଛନ୍ତି। ଏନେଇ ତୋୟାପୁଟ ଓ ଆଖପାଖ ଅଞ୍ଚଳର ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି।...

ପାହାଡ଼ରେ ଖଞ୍ଜୁଥିଲେ ବିସ୍ଫୋରକ: ଧରାପଡ଼ିଲେ ୩ ଯୁବକ

ସୁନାବେଡା/ସେମିଳିଗୁଡା,୨୫ା୯(ସ୍ବ.ପ୍ର.): ପାହାଡ଼ରେ ପଥର ଫଟାଇବା ଲାଗି ବିସ୍ଫୋରକ ଖଞ୍ଜୁଥିବା ବେଳେ ସେମିଳିଗୁଡ଼ା ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଉପର ମାନିଆ ଗ୍ରାମର ତ୍ରିନାଥ ବେନିଆ(୨୬), ଲୁଙ୍ଗୁରି ଗ୍ରାମର ଧନୀ ଖରା(୩୦) ଓ ଗୋବିନ୍ଦ ଖରା(୪୨)।...

ରାସ୍ତା କଡ଼ରେ ଶିଶୁକନ୍ୟା ଜନ୍ମ ଦେଲେ ମହିଳା

ଦଶମନ୍ତପୁର,୨୨ା୯(ଡି.ଏନ.ଏ.): ଆମ୍ବୁଲାନ୍ସ ନିକଟରେ ପହଞ୍ଚିବା ପୂର୍ବରୁ ଜଣେ ମହିଳା ରାସ୍ତା କଡରେ ଏକ ଶିଶୁକନ୍ୟା ଜନ୍ମ ଦେଇଛନ୍ତି। ଏଭଳି ଏକ ଘଟଣା ଘଟିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନପ ଚିକାମ୍ବ ପଞ୍ଚାୟତର ତୁନଖାଲ ଗ୍ରାମରେ। ଗ୍ରାମର କାର୍ତ୍ତିକ ମୁଦୁଲିଙ୍କ...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ

ବୈପାରିଗୁଡା,୨୨ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ଡେଙ୍ଗା କୁସୁମଗୁଡା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ସୁବର୍ଣ୍ଣା ପରଜା। ନିଶାସକ୍ତ...

ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

କୋରାପୁଟ,୨୨ା୯(ସ୍ବ.ପ୍ର.): ମାଛକୁଣ୍ଡ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ସମେତ ନଗଦ ଟଙ୍କା ଜବତ ହୋଇଛି। କୋରାପୁଟ ପୋଲିସକୁ ମାଓବାଦୀ ମୁକାବିଲା କ୍ଷେତ୍ରରେ ଏକ ବଡ଼ଧରଣର ସଫଳତା ମିଳିଛି। ସୂଚନାନୁଯାୟୀ ଏସ୍‌ଓଜି ଓ ଡିଭିଏଫ୍‌ ପକ୍ଷରୁ କୋରାପୁଟ ଜିଲା...

ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା: ନିର୍ଧୂମ୍‌ ଛେଚିଲେ ଲୋକେ

ଜୟପୁର, ୧୮ା୯ (ନି.ପ୍ର.): ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଡ୍ରାଇଭର ଓ ହେଲ୍‌ପରଙ୍କୁ ଧରି ଲୋକେ ନିସ୍ତୁକ ମାଡ଼ ମାରିଛନ୍ତି। ଉଭୟଙ୍କୁ ଜୟପୁର ସଦର ପୋଲିସ ଗିରଫ କରିଛି। ସେମାନେ ହେଲେ ଲିପୁ ନାୟକ ଓ କେ ଶିବା। ସୂଚନା...

ଅଶ୍ଲୀଳ ଗୀତକୁ ବିରୋଧ: ଟାଉନ ଥାନାରେ ଏତଲା ଦେଲା ଜିଲା ବିକାଶ ମଞ୍ଚ

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲା ଝିଅଙ୍କୁ ନେଇ ଅଶ୍ଲୀଳ ଗୀତ ପରିବେଷଣ କରିଥିବା ଓମ ଶଙ୍କର ନାମକ ବ୍ୟକ୍ତିଙ୍କ ବିରୋଧରେ ଜିଲା ବିକାଶ ମଞ୍ଚ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଜିଲା ବିକାଶ ମଞ୍ଚ ସମ୍ପାଦକ ଏସ୍‌. ପାଣିଗ୍ରାହୀ ଓ ଅନ୍ୟ...

ଜାଲ୍‌ ଡ୍ରାଇଭିଂ ଲାଇସେନ୍ସ ଜାଲରେ ଯୁବକ

ବୈପାରିଗୁଡା,୧୯ା୯ (ଡି.ଏନ୍‌.ଏ):ସଡକ ଦୁର୍ଘଟଣା ଏଡାଇବା ପାଇଁ ପରିବହନ ବିଭାଗ ପକ୍ଷରୁ କଠୋର ଆଇନ ବ୍ୟବସ୍ଥା କରାଯାଇଛି। ବିଭିନ୍ନ ସମୟରେ ଟ୍ରାଫିକ୍‌ ଓ ପୋଲିସ୍‌ ପକ୍ଷରୁ ମଧ୍ୟ ଯାଞ୍ଚ କରାଯାଇ ଆଇନ ଖିଲାପକାରୀଙ୍କଠାରୁ ଜରିମାନା ଆଦାୟ ହେଉଛି। ଯାଞ୍ଚରୁ ବର୍ତ୍ତିିବା ଲାଗି...

କୋଟିଆ ସୀମାରେ ବାଘ ଆତଙ୍କ

କୋରାପୁଟ,୧୮/୯(ସ୍ବ.ପ୍ର): କୋରାପୁଟ ଜିଲାର କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ପାହାଡ ଅଞ୍ଚଳରେ ଗତ କିଛି ଦିନ ହେଲା ଏକ ମହାବଳ ବାଘ ବୁଲୁଥିବା ନେଇ ଜିଲାରକୋଟିଆ ପଞ୍ଚାୟତ ଅଞ୍ଚଳରେ ଆତଙ୍କ ଖେଳାଯାଇଛି। କୋଟିଆ ସୀମାନ୍ତ ହର ମାଣ୍ଡିଙ୍ଗି, ଫଗୁଣ ସିନେରୀ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri