କୋରାପୁଟ

କୋଲାବ ଜଳଭଣ୍ଡାର ଏବେ ଦଳଭଣ୍ଡାର

କୋରାପୁଟ,୨୨ା୧୦(ଅମିତାଭ ବେହେରା )କୋରାପୁଟ କୋଲାବ ଜଳଭଣ୍ଡାର ଏବେ ଦଳ ଭଣ୍ଡାରରେ ପରିଣିତ ହୋଇଛି। କୋରାପୁଟ ଜିଲାର ଜୟପୁର, ଲମତାପୁଟ, ବୈପାରିଗୁଡା, ନନ୍ଦପୁର, ସେମିଳିଗୁଡା ଓ କୋରାପୁଟ ବ୍ଲକର ବିଭିନ୍ନ ଅଞ୍ଚଳକୁ ସ୍ପର୍ଶ କରି ୧୬୩୦ ବର୍ଗ କିଲୋମିଟର ଜାଗାରେ ବିସ୍ତିର୍ଣ୍ଣ ଏହି…

କୋଟିଆରେ ପୁଣି ଆନ୍ଧ୍ର

ପଟ୍ଟାଙ୍ଗି,୨୨ା୧୦(ଶରତ ଧଳ) କିଛିଦିନ ପରେ ପୁଣି ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରିଛି। ଫାଟୁସିନେରି ଗ୍ରାମରେ ଶିବିର କରି ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛି। ଫଳରେ ଏହା ଓଡ଼ିଶା ପ୍ରଶାସନ ପାଇଁ…

ଥାନାରୁ ହତ୍ୟା ଅଭିଯୁକ୍ତ ଫେରାର

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ଥାନାରୁ ଜଣେ ହତ୍ୟା ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତଙ୍କୁ ନିଜେ ଧରି ବର୍ଷେ ପରେ ପୋଲିସକୁ ଜିମା ଦେଇଥିଲେ ପରିବାର ଲୋକେ। ଜିମା ଦେବାର ୧ ଘଣ୍ଟା ମଧ୍ୟରେ ପୋଲିସ ଉପସ୍ଥିତିରେ ଥାନା ଭିତରୁ ଫେରାର…

ପ୍ରତିରୋଧ ଶକ୍ତି ବଢ଼ାଇବ କୋରାପୁଟ ଔଷଧୀୟ ଧାନ

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟର ଆଦିବାସୀମାନେ ଚାଷ କରୁଥିବା ପାରମ୍ପରିକ ଔଷଧୀୟ ଧାନ ପୁଷ୍ଟିର ସୁରକ୍ଷା ଦେବ। ରୋଗ ପ୍ରତିରୋଧକ ଶକ୍ତି ବଢାଇବ ବୋଲି କହିଛନ୍ତି ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ପ୍ରାକୃତିକ ସଂରକ୍ଷଣ ବିଭାଗ ସହାୟକ ପ୍ରଫେସର ଡ. ଦେବବ୍ରତ ପଣ୍ଡା। କୋରାପୁଟ…

୭ ଦଶନ୍ଧି ପରେ ଗାଁରେ ଲାଗିଲା ଷ୍ଟ୍ରିଟ୍‌ ଲାଇଟ୍‌

ଦଶମନ୍ତପୁର,୨୦ା୧୦(ଅରବିନ୍ଦ ନାୟକ): ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ରୂପେ ନିର୍ବାଚିତ ହେବା ପରେ ଜଣେ ସରପଞ୍ଚ ଭୋଟ ସମୟରେ ପଞ୍ଚାୟତବାୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି। ଦୀର୍ଘ ୭ ଦଶନ୍ଧି ୭୦ ବର୍ଷ ଧରି ଷ୍ଟ୍ରିଟ୍‌ ଲାଇଟ୍‌ ଏକ ଗ୍ରାମରେ ସେ ଷ୍ଟ୍ରିଟ୍‌…

ଆଳୁ ସାଇତିବାକୁ ନାହିଁ ଆବଶ୍ୟକ ସଂଖ୍ୟକ ଶୀତଳ ଭଣ୍ଡାର

କୋରାପୁଟ,୧୫ା୧୦(ଅମିତାଭ ବେହେରା)ଆଳୁଚାଷ ପାଇଁ କୋରାପୁଟ ଜିଲାର ଜଳବାୟୁ ଓ ମୃତ୍ତିକା ଅତି ଉତ୍ତମ। ଜିଲାରେ ଖରିଫ ଋତୁରେ ଆଳୁଚାଷ ଭଲ ହୋଇଥାଏ। ଜୁନ ପ୍ରଥମ ସପ୍ତାହରୁ ଜୁଲାଇ ପ୍ରଥମ ସପ୍ତାହ ଯାଏ ରୋପଣ ହୋଇଥିବା ଆଳୁ ବିହନ ଚଳିତ ଋତୁରେ ପ୍ରତି…

ସୀମାନ୍ତ ଗ୍ରାମରେ ବିଶୃଙ୍ଖଳା ସୃଷ୍ଟି କରୁଛି ଆନ୍ଧ୍ର

ପଟ୍ଟାଙ୍ଗି,୧୫ା୧୦(ଶରତ ଧଳ)ଓଡ଼ିଶାର ସୀମାନ୍ତ ଗ୍ରାମଗୁଡିକ ଉପରୁ ପଡ଼ୋଶୀ ଆନ୍ଧ୍ରର ନଜର ହଟୁନି। ଗତ ୮ରେ ଓଡ଼ିଶା ସୀମାନ୍ତରେ ଜଳପ୍ରକଳ୍ପ ନିର୍ମାଣ ଲାଗି ଏହି ରାଜ୍ୟ ସର୍ଭେ ଆରମ୍ଭ କରିଥିଲା। ଏହା ଜାଣିବା ପରେ ୯ରେ ଓଡ଼ିଶା ପକ୍ଷରୁ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ…

ରାଜପଥରେ ହୁତୁହୁତୁ ହୋଇ ଜଳିଗଲା ବୋଲେରୋ

କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଜିଲା ସୁନାବେଡ଼ା ୨୬ ନଂ ଜାତୀୟ ରାଜପଥ ନୂଆ କଲୋନୀ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବୋଲେରୋ ହୁତୁହୁତୁ ହୋଇ ଜଳିଯାଇଛି। ବୋଲେରୋଟି କୋରାପୁଟରୁ ସୁନାବେଡ଼ା ଅଭିମୁଖେ ଯାଉଥିଲା। କୌଣସି କାରଣବଶତଃ ଗାଡ଼ିରେ ନିଆଁ ଲାଗି ଯାଇଥିଲା।…

୮କୋଟି ଟଙ୍କା ବ୍ୟୟରେ କୋରାପୁଟ ସହରରେ ନିର୍ମାଣ ହେବ ୪ କଲ୍ୟାଣମଣ୍ଡପ

କୋରାପୁଟ,୧୪ା୧୦(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ୮ କୋଟି ଟଙ୍କା ବ୍ୟୟରେ ସହରର ପୋଲିସ କଲୋନୀ, ପୂଜାରୀପୁଟ ପଡ଼ିଆ ନିକଟ, ରେଲଓ୍ବେ ନିକଟ ସମେତ ୪ଟି ସ୍ଥାନରେ କଲ୍ୟାଣମଣ୍ଡପ ନିର୍ମାଣ କରାଯିବ। କୋରାପୁଟ ମ୍ୟୁନିସିପାଲିଟିର ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ବାଲାଜୀ ମନ୍ଦିର ହୁଣ୍ଡି ଚୋରିର ପର୍ଦ୍ଦାଫାଶ: ୩ କୋର୍ଟଚାଲାଣ

କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କୋରାପୁଟ ବାଲାଜୀ ମନ୍ଦିରର ହୁଣ୍ଡି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଥିବା ବେଳେ ଏଥିରେ ସଂପୃକ୍ତ ୩ ଜଣ ଯୁବକକୁ କୋରାପୁଟ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା…

ଆବାସ ଯୋଜନାରୁ ବଞ୍ଚିତ ହାତୀମୁଣ୍ଡା ଗାଁ

ଦଶମନ୍ତପୁର,୧୩ା୧୦(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡ଼ା ପଞ୍ଚାୟତର ହାତୀମୁଣ୍ଡା ଗ୍ରାମ। ଗ୍ରାମକୁ ଚାରିପଟେ ଘେରି ରହିଛି ୪ଟି ପାହାଡ। ଏହି ପାହାଡଗୁଡିକ ହିଁ ଗ୍ରାମର ବିକାଶରେ ସାଜିଛି ବାଧକ। ଗ୍ରାମରେ ଥିବା ସମସ୍ୟାଗୁଡିକର ସମାଧାନ ହୋଇପାରୁ…

ଆଲୋଚନା ହୋଇଛି, ସମସ୍ୟା ସମାଧାନ ହେବ: ବିଡିଓ

ପଟ୍ଟାଙ୍ଗି,୧୨।୧୦(ଶରତ ଧଳ): ରାଜ୍ୟରେ କିପରି ଶିକ୍ଷା ଓ ସ୍ବାସ୍ଥ୍ୟସେବାରେ ସୁଧାର ଆସିବ ଏନେଇ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଉଛନ୍ତି। ତେବେ ପ୍ରଶାସନିକ କ୍ଷେତ୍ରରେ ତତ୍ପରତା ଅଭାବରୁ ଏଥିରେ ସୁଫଳ ମିଳୁନାହିଁ। ଦିନକୁ ଦିନ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ହୋଇପଡୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?