କୋରାପୁଟ

‘ହାଲ୍‌’ର ଦୁଇ କର୍ମଚାରୀଙ୍କୁ ଉଠାଇନେଲା ସିବିଆଇ

କୋରାପୁଟ,୧୧ା୨(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନେଟିକ୍ସ ଲିମିଟେଡ୍‌ (ହାଲ)ରେ ଶନିବାର ଅପରାହ୍ନରେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ( ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇ ହାଲରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ ଉଠାଇ ନେଇଛି। ଉଠାଇ ନେଇଥିବା କର୍ମଚାରୀ ସତ୍ୟଜିତ୍‌ ଖାଡ଼ଙ୍ଗା, ଦେବାଶିଷ…

ବର୍ଷେ ହେଲା କାମ କରି ମିଳିନି ମଜୁରି

ଦଶମନ୍ତପୁର, ୧୧ା୨( ଡି.ଏନ.ଏ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତ ଯୋଗି ମାଳିଗୁଡା ଗ୍ରାମର ଶ୍ରମିକମାନେ ଆଜି ବର୍ଷେ ହେଲା କୁଲି କାମ କରି ନିଜ ପ୍ରାପ୍ୟ ପାଇ ନ ଥିବା ଅଭିଯୋଗ କରିଛନ୍ତି। ଗତ ୨୦୨୧-୨୨…

ଜଳକଷ୍ଟରେ ଗତରକଣ୍ଡାବାସୀ

ନନ୍ଦପୁର, ୧୧ା୨: ନନ୍ଦପୁର ବ୍ଲକ ପାଡୁଆ ପଞ୍ଚାୟତର ୮ ନମ୍ବର ୱାର୍ଡ ତଥା ଦୁର୍ଗମ ଗତରକଣ୍ଡା ଗ୍ରାମବାସୀ ପାନୀୟ ଜଳକଷ୍ଟ ଭୋଗୁଛନ୍ତି। ଖରାଦିନ ପୂର୍ବରୁ ଅନୁଭୂତ ହେଉଥିବା ଏହି ଜଳକଷ୍ଟ ଖରାଦିନେ ଆହୁରି ଅଧିକ ଅସହ୍ୟ ହେବ ବୋଲି ଗ୍ରାମବାସୀ ଆଶଙ୍କା…

ଅଧିକାରୀଙ୍କ ଅବହେଳା, ଭୁଶୁଡୁଛି ଗ୍ରାମାଞ୍ଚଳ ଶିକ୍ଷା ବ୍ୟବସ୍ଥା

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):ଗ୍ରାମାଞ୍ଚଳର ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବାକୁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତକରି କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବ୍ଲକ ଓ ଜିଲା ଶିକ୍ଷା ଅଧିକାରୀଙ୍କ ଅବହେଳାରୁ କେତେକ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଅଧିକାରୀମାନେ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ର ଅନୁପାତରେ ଶିକ୍ଷୟିତ୍ରୀ ଶିକ୍ଷକ…

ହାଇଡ୍ରୋ ପାୱାର ପ୍ରୋଜେକ୍ଟକୁ ଗ୍ରାମବାସୀଙ୍କ କଡ଼ା ବିରୋଧ

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଉଭୟ ଆନ୍ଧ୍ର ଓ ଓଡ଼ିଶା ମଧ୍ୟରେ ଦୀର୍ଘ ବର୍ଷ ଧରି ବିବାଦ ଲାଗିରହିଥିବା ବେଳେ ଏବେ ହାଇଡ୍ରୋ ପାୱାର ପ୍ରୋଜେକ୍ଟ ପାଇଁ ଅନ୍ୟ ଏକ ବିବାଦ ମୁଣ୍ଡ ଟେକିଛି। ଏହି…

ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହିବା ଘଟଣା:ସମୁଲୁଙ୍କୁ ୧୦ ହଜାର ଟଙ୍କା ସହାୟତା ଦେଲା ପ୍ରଶାସନ

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):ପଡୋଶୀ ଆନ୍ଧ୍ରକୁ ଯାଇ ଶ୍ରମିକ ଭାବେ ଖଟି ରୋଜଗାର କରି ଟଙ୍କା ଆଣି ଚାଷ କରିବି ବୋଲି ଯେଉଁ ସ୍ବପ୍ନ ଦେଖିଥିଲି ତାହା ମୋର ଅଧୁରା ରହିଗଲା। ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହି ଆଣିବାକୁ ପଡିଲା ବୋଲି ଦୁଃଖର ସହ କହିଛନ୍ତି…

ଜିଦ୍‌ରେ ଆନ୍ଧ୍ର, ଅନାଇଛି ଓଡ଼ିଶା

ପଟ୍ଟାଙ୍ଗି, ୧୦।୨(ଡି.ଏନ.ଏ.):କୋଟିଆ ଲୋଭ ଛାଡ଼ିପାରୁନାହିଁ ଆନ୍ଧ୍ର। କଳ, ବଳ, କୌଶଳ ଖଟାଇ ସୀମାନ୍ତ ଓଡ଼ିଶାର ଏହି ଭୂଖଣ୍ଡକୁ କରାୟତ୍ତ କରିବା ଲାଗି ଜିଦ୍‌ରେ ଅଟଳ ରହିଛି ପଡ଼ୋଶୀ ରାଜ୍ୟ। ସେଠାକାର ପ୍ରଶାସନିକ ଅଧିକାରୀ ଏବଂ ରାଜନେତା ନିୟମିତ ବ୍ୟବଧାନରେ କୋଟିଆ ଗ୍ରାମପୁଞ୍ଜରେ…

କିରାଣି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସାମ୍ନାରେ ଧାରଣା ଦେଲେ ଆଶାୟୀ

ପଟାଙ୍ଗି,୮ା୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗାଙ୍ଗେଶ୍ୱରୀ ଡିଗ୍ରୀ ମହାବିଦ୍ୟାଳୟରେ କିରାଣି ନିଯୁକ୍ତିକୁ ନେଇ ହୋଇଥିବା ଅନିୟମିତତାରେ ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ଆଶାୟୀ ପ୍ରାର୍ଥୀମାନେ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ଧାରଣା ଦେଇଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଉକ୍ତ ମହାବିଦ୍ୟାଳୟରେ…

ରାସ୍ତା ନେଇ ୩ ଗ୍ରାମର ବାସିନ୍ଦା ସମସ୍ୟାରେ

ପଟ୍ଟାଙ୍ଗି,୮ା୨(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳର ରାସ୍ତାଘାଟଠାରୁ ଆରମ୍ଭ କରି ପାନୀୟଜଳ ଯୋଗାଣ ପର୍ଯ୍ୟନ୍ତ ଅନେକ ସୁବିଧା ଯୋଗାଇଦେବାକୁ ଜିଲା ଏବଂ ବ୍ଲକ ପ୍ରଶାସନକୁ ଯୋଜନା ପ୍ରସ୍ତୁତକରି ଦେବା ପାଇଁ ଅବଗତ କରୁଛନ୍ତି। ଗ୍ରାମବାସୀଙ୍କ ଲାଗି ଆବଶ୍ୟକ ପଡୁଥିବା ଯୋଜନା ପ୍ରସ୍ତୁତ ନ…

ବାଟ ହୁଡୁଛି ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟ

ବୈପାରିଗୁଡ଼ା,୮ା୨(ଡି.ଏନ୍‌.ଏ.): ଶିକ୍ଷାରେ ଗୁଣାତ୍ମକ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରି ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି। ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର ବାସ୍ତବ କ୍ଷେତ୍ରରେ ଲକ୍ଷ୍ୟ…

୩ ଭାଗରେ ବିଭକ୍ତ ହେଲା ପଟ୍ଟାଙ୍ଗି ଲ୍ୟାମ୍ପ୍‌ସ

ପଟ୍ଟାଙ୍ଗି,୭ା୨(ଡି.ଏନ.ଏ.):ଚାଷୀଙ୍କଠାରୁ ଆମଦାନୀ ହେଉଥିବା ଫସଲ ଏବଂ ସେମାନେ ଯେପରି ସୁବିଧାରେ ଋଣଠାରୁ ଆରମ୍ଭକରି ଚାଷ ପାଇଁ ଆବଶ୍ୟକ ବିଭିନ୍ନ କିସମର ଧାନ ବିହନ ଓ ସାର ସୁଲଭ ମୂଲ୍ୟରେ ସୁବିଧାରେ ପାଇପାରିବେ ସେନେଇ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରରେ ଥିବା…

ଯୁବକଙ୍କୁ ହତ୍ୟା ସନ୍ଦେହ

କୋରାପୁଟ,୬।୨(ସ୍ବ.ପ୍ର.): କୋରାପୁଟ ସହରରେ ଜଣେ ଯୁବକକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନିକଟରେ ଥିବା ଏକ ଟିଣ ଘରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛିି ା ବର୍ତ୍ତମାନ ଏହି ଘଟଣାକୁ ନେଇ ସହରରେ ଚାଞ୍ଚଲ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri