କୋରାପୁଟ

ଆନ୍ଧ୍ର ସାଲୁର ଘାଟି ଜାମ: ଦୁଇ ପାର୍ଶ୍ୱରେ ଅଟକି ରହିଛି ଅନେକ ଗାଡ଼ି  

ପଟ୍ଟାଙ୍ଗି,୮।୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଦେଇ ଦୁଇ ରାଜ୍ୟକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଜାମ୍‌ ହୋଇଛି। ପଡୋଶୀ ରାଜ୍ୟ ଆନ୍ଧ୍ରର ସାଲୁର ଘାଟି ଜାମ ହୋଇ ଥିବାବେଳେ ଉକ୍ତ ରାସ୍ତା ଦେଇ ସମସ୍ତ ଗାଡ଼ି ଚଳାଚଳ ବନ୍ଦ…

ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ: ଏସ୍‌ପିଙ୍କୁ ଜଣାଇଲେ ପରିବାର, ଗ୍ରାମବାସୀ

ଜୟପୁର, ୭ା୮ (ପବନ ପାଣିଗ୍ରାହୀ): ଏକ ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ ରହିଥିବା ନେଇ ସୋମବାର କୋରାପୁଟ ଏସ୍‌ପି ଅଭିନବ ସୋନକାରଙ୍କ ନିକଟରେ ଅଭିଯୋଗ ହୋଇଛି। କୋଟପାଡ ଥାନା ଯମୁନାଗୁଡା ଗ୍ରାମବାସୀ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏସ୍‌ପି ଅଭିଯୋଗ ଶୁଣାଣି…

ଲାଞ୍ଚ ନେଇ ଭିଜିଲାନ୍ସରେ ଧରାପଡିବା ଘଟଣା: ଗିରଫ ହେଲେ ଫାଣ୍ଡି ଅଧିକାରୀ

ଜୟପୁର,୭ା୮(ପବନ ପାଣିଗ୍ରାହୀ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ରବିବାର ଧରାପଡିଥିବା ଆମ୍ବାଗୁଡା ଫାଣ୍ଡି ଅଧିକାରୀ ପ୍ରଶାନ୍ତ ମହାନ୍ତିଙ୍କୁ ସୋମବାର ଗିରଫ କରାଯାଇଛି। ସେ ସେଠାରେ ଏସ୍‌ଆଇ ରୂପେ କାର୍ଯ୍ୟ କରୁଥିଲେ। ସେ ଏକ ମାମଲାକୁ ରଫାଦଫା କରିଦେବାକୁ ଛତ୍ରିପୁଟ ଗ୍ରାମର କୃଷ୍ଣ…

ଜଗା ଦର୍ଶନ କରି ଫେରୁଥିବା ବେଳେ ଓଲଟିଲା କାର୍‌

ପଟାଙ୍ଗି,୭ା୮(ଶରତ ଧଳ): ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରି ଘରକୁ ଫେରୁଥିବା ସମୟରେ ବାଟରେ ଘଟିଛି ଏକ ଅଘଟଣ। ମାତ୍ର ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ କାହାରି କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଏହି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା…

ବିଦ୍ୟୁତ୍‌ କାମ କରୁଥିବା ବେଳେ ଲାଗିଲା କରେଣ୍ଟ, ଅସ୍ଥାୟୀ କର୍ମଚାରୀଙ୍କ ମୃତ୍ୟୁ

କୋରାପୁଟ,୫ା୮(ଅମିତାଭ ବେହେରା): ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏମିତି ଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି କୋରାପୁଟ ବ୍ଲକ ମାନବାର ପଞ୍ଚାୟତର କମାରଗୁଡ଼ାରେ। ଏହି ଗାଁର ପର୍ଶୁରାମ ପାଙ୍ଗି ବୟସ(୨୫) କୋରାପୁଟ…

ବିଭିନ୍ନ ଦାବି ନେଇ କୋରାପୁଟ ବ୍ଲକ ଶିକ୍ଷକ ସଂଘର ଶୋଭାଯାତ୍ରା

କୋରାପୁଟ,୫ା୮(ଅମିତାଭ ବେହେରା): ଶନିବାର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଡାକରା କ୍ରମେ କୋରାପୁଟ ବ୍ଲକ ଶିକ୍ଷକ ସଂଘର ଏକ ବିଶାଳ ଶୋଭାଯାତ୍ରା କୋରାପୁଟ ସାଂସ୍କୃତିକ ପରିଷଦଠାରୁ ବାହାରିଥିଲା। ୩ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କୋରାପୁଟ…

ଦଶମନ୍ତପୁର ଥାନା ଆଇଆଇସି ନିଲମ୍ବିତ

କୋରାପୁଟ,୪।୮: କୋରାପୁଟ ଜିଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ଏକ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ଯୋଗୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ ନିଲମ୍ବନ କରିଛନ୍ତି। ଚନ୍ଦ୍ରଭାନୁ ମହାନ୍ତି ଗତ ମାସ ଜୁଲାଇ ୨୮ ତାରିଖରେ ଗିରଫ…

ଓଏଏସ୍‌ ପାଇଲେ ବୋରିଗୁମ୍ମାର ସଂଗ୍ରାମ

ବୋରିଗୁମ୍ମା, ୩।୮(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକକୁ ଗର୍ବିତ କରିଛନ୍ତି ମାଳଦା ପଞ୍ଚାୟତ ବନ୍ଧଗୁଡ଼ା ଗ୍ରାମର ସଂଗ୍ରାମ ଭୂମିଆ। ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ସେ ସଫଳତା ହାସଲ କରିଛନ୍ତି। ଓପିଏସସି ଦ୍ୱାରା ପରିଚାଳିତ ଓଏଏସ୍‌ ପରୀକ୍ଷାରେ ସେ ୪୨୫…

ଥମୁନି ଫଳକ ବିବାଦ, ଜୋଲାପୁଟରେ ପୁଣି ଆନ୍ଧ୍ର ଅଧିକାରୀ

ନନ୍ଦପୁର, ୨।୮୨୦୨୩(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାନ୍ତ ଜଲାପୁଟ ରିଜର୍ଭରରେ ଥମୁନି ଫଳକ ବିବାଦ। ମଙ୍ଗଳବାର ପୁୁଣି ଆନ୍ଧ୍ର ମୁଚିମପୁଟ ରାଜସ୍ବ ଓ ପୋଲିସ ଅଧିକାରୀ ପହଞ୍ଚତ୍ ଡ୍ୟାମ ନିକଟରେ ସ୍ଥାପିତ କୋରାପୁଟ ଜିଲା ପ୍ରଶାସନର ଫଳକ ଉପାଡିବାକୁ…

କୋଟିଆର ସୌରବ ଅଞ୍ଚଳ ପାଇଁ ଆଣିଲେ ଗୌରବ

ପଟ୍ଟାଙ୍ଗି,୧।୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ପାଇଁ ଗୌରବ ଆଣିଛନ୍ତି ସୌରଭ ଖିଲ। ସୋମବାର ପ୍ରକାଶ ପାଇଥିବା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସୌରଭ ୩୪୬ ର଼୍ୟାଙ୍କରେ ଉର୍ତ୍ତୀର୍ଣ୍ଣ ହୋଇଛନ୍ତି। ଏ ନେଇ ଅଞ୍ଚଳରେ ଖୁସିର ମାହୋଲ…

ରାଇପାହାଡ଼ର ୧୮ପରିବାର ଆନ୍ଧ୍ର ହିତାଧିକାରୀ

ନନ୍ଦପୁର,୩୦ା୭(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଳକ ଚାଟୁଆ ବୈଠକକୁ ଆନ୍ଧ୍ର-ଓଡ଼ିଶା ସୀମା ସମ୍ପର୍କିତ କୌଣସି କାଗଜପତ୍ର ଓ ମାନଚିତ୍ର ନ ଆଣି ଆସିଥିଲେ ଆନ୍ଧ୍ର ପ୍ରଶାସନିକ ଅଧିକାରୀ। ଫଳରେ ବୈଠକରେ ଆଲୋଚନା ଫଳପ୍ରଦ ହୋଇପାରି ନ ଥିଲା। ତେବେ ରାଇପାହାଡ଼ ଗ୍ରାମବାସୀଙ୍କୁ…

ବନ୍ଧୁଙ୍କୁ ସହାୟତା କରି ବନ୍ଧାହେଲେ : କନିଷ୍ଠଯନ୍ତ୍ରୀଙ୍କ ନିକଟରୁ ମିଳିଲା ଜୀବନ୍ତ ଗୁଳି

ଦାମନଯୋଡି,୨୮ା୭(ନରସିଂହ ବ୍ରହ୍ମା): ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ସୁନାବେଡ଼ା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ବିଦ୍ୟୁତ୍‌ ବିଭାଗ ଟାଟାପାଓ୍ବାରର କନିଷ୍ଠଯନ୍ତ୍ରୀ ସରୋଜ କୁମାର ବେହେରା(୪୩) ଅଛନ୍ତି। ତାଙ୍କ ଘର ଦାମନଯୋଡି ନିକଟସ୍ଥ ଭେଜାପୁଟ ଅଞ୍ଚଳର ଶାନ୍ତି ନଗରରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?