କୋରାପୁଟ

ମେଟାପାଡୁକୁ ଚଲାବାଟ ବିପଦ

ପଟ୍ଟାଙ୍ଗି,୭ା୭(ଶରତ ଧଳ): ରାଜ୍ୟର ସୀମାନ୍ତ ଗ୍ରାମଗୁଡିକରେ ବସବାସ କରୁଥିବା ଗ୍ରାମବାସୀ ସରକାରଙ୍କ ଯୋଜନାରୁ କିପରି ଉପକୃତ ହୋଇପାରିବେ ସେନେଇ ବ୍ଲକ ପ୍ରଶାସନକୁ ଗୁରୁତ୍ୱ ଦେବା ପାଇଁ ନିର୍ଦ୍ଦେଶ ରହିଥିଲେ ମଧ୍ୟ ଏ ଦିଗରେ ବ୍ଲକ ପ୍ରଶାସନ ସେତେଟୋ ଆଗ୍ରହ ପ୍ରକାଶ କରୁନାହିଁ।…

ବ୍ରିଜ୍‌ ଉପରେ ସ୍କୁଟି ରଖି ଡାକ କର୍ମଚାରୀଙ୍କ ମିଳୁନି ପତ୍ତା

କୋରାପୁଟ/ସୁନାବେଡ଼ା ୫ା୭ (ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ା ଥାନା ଅନ୍ତର୍ଗତ ଘାଟଗୁଡ଼ା ବ୍ରିଜ୍‌ ଉପରେ ଗାଡ଼ି ରଖି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଉଛନ୍ତି କୋରାପୁଟ ଗାନ୍ଧୀନଗରଠାରେ ରହୁଥିବା ପି.ସତ୍ୟନାରାୟଣଙ୍କ ପୁଅ ପି. ସନ୍ତୋଷ କୁମାର। ସେ…

ଚବ୍ରି ନଦୀରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ଦଶମନ୍ତପୁର,୫ା୭(ଅରବିନ୍ଦ ନାୟକ): କୋରାପୁଟ ଜିଲାରେ ଏପରି କେତେକ ଗ୍ରାମ ରହିଛି ଯେଉଁଠିକୁ ଏଯାଏ ପ୍ରଶାସନ ପହଞ୍ଚତ୍ପାରିନାହିଁ। ନଦୀନାଳ, ବଣଜଙ୍ଗଲ ଓ ପାହାଡ଼ ଘେରା ପରିବେଶରେ ଥିବା ଗ୍ରାମଗୁଡ଼ିକୁ ଏଯାଏ ଗ୍ରାମବାସୀଙ୍କ ପାଇଁ ପ୍ରଶାସନ ରାସ୍ତାଟିଏ କରିପାରିନାହିଁ। ଖରା ଓ ଶୀତିଦିନେ ଗ୍ରାମବାସୀ…

ଆନ୍ଧ୍ର ସିଆର୍‌ପିଏଫ୍‌ ଯବାନଙ୍କ ଓଡ଼ିଶାରେ ଡକାୟତି

ନନ୍ଦପୁର, ୪ା୭ (ଶଙ୍କର ପୂଜାରୀ): ନନ୍ଦପୁର ଅଞ୍ଚଳକୁ ବୁଲି ଆସିଥିବା ପର୍ଯ୍ୟଟକଙ୍କୁ ଲୁଟ୍‌ କରି ଖସି ପଳାଉଥିବା ୨ ଜଣିଆ ଡକାୟତି ଗ୍ୟାଙ୍ଗକୁ ଧରିବାରେ କୋରାପୁଟ ଜିଲା ପାଡୁଆ ପୋଲିସ ସଫଳ ହୋଇଛି। ଧରାପଡି ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ରାଜକୁମାର…

ଗାଁ ଦାଣ୍ଡରେ ଚାଲିଛି ପିଲାଙ୍କ ପ୍ରାକ୍‌ଶିକ୍ଷା

ନନ୍ଦପୁର,୩ା୭ (ଶଙ୍କର ପୂଜାରୀ): ୦ରୁ ୬ ବର୍ଷ ଯାଏ ପିଲାଙ୍କୁ ଅଙ୍ଗନୱାଡ଼ି କେନ୍ଦ୍ରଗୁଡିକରେ ପୁଷ୍ଟିକର ଖାଦ୍ୟ, ଶୈକ୍ଷିକ ବାତାବରଣରେ ପ୍ରାକ୍‌ଶିକ୍ଷା ପ୍ରଦାନ ନେଇ ସରକାର ବ୍ୟବସ୍ଥା କରିଛନ୍ତି। ଏହାକୁ ମହିଳା ଓ ଶିଶୁ ବିକାଶ ବିଭାଗ ପରିଚାଳନା କରୁଛି। ମାତ୍ର ନନ୍ଦପୁର…

ଓଡ଼ିଶା ସରକାରଙ୍କ ଜମିପଟ୍ଟାକୁ ଗ୍ରାମବାସୀଙ୍କଠାରୁ ନେଇଯାଇଛି ଆନ୍ଧ୍ର

ନନ୍ଦପୁର,୨।୭ (ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାନ୍ତ ଗ୍ରାମରେ ଆନ୍ଧ୍ର ପ୍ରଦେଶର ଅନୁପ୍ରବେଶ ଯାଞ୍ଚ ପରେ ସ୍ପଷ୍ଟ ହୋଇଛି। ଆନ୍ଧ୍ର ତା’ର ସୀମା ଡେଇଁ ଓଡ଼ିଶା ସୀମାର ପ୍ରାୟ ଦେଢ଼ କି.ମି.ରୁ ଊର୍ଦ୍ଧ୍ୱ ଅଞ୍ଚଳରେ ଅନୁପ୍ରବେଶ କରିଛି। ଆନ୍ଧ୍ର ପ୍ରଶାସନ…

ଘରେ ରଖିଥିଲେ ୧୧ ଲକ୍ଷ ଟଙ୍କାର ଗଞ୍ଜେଇ, ଜବତ କଲା ପୋଲିସ

କୋରାପୁଟ,୧ା୭(ଅମିତାଭ ବେହେରା): ଘରେ ଗଚ୍ଛିତ ରଖିଥିବା ଗଞ୍ଜେଇକୁ ପୋଲିସ ଜବତ କରିଛି। ମାଛକୁଣ୍ଡ ପୋଲିସ ସୂଚନା ଅନୁସାରେ ମାଛକୁଣ୍ଡ ଥାନା ଅନ୍ତର୍ଗତ ମାହାଡ଼ା ଗ୍ରାମର ସମରା ବଡ଼ନାୟକଙ୍କ ଘରେ ବାହାର ରାଜ୍ୟକୁ ଚୋରା ଚାଲାଣ ହେବା ପାଇଁ ଗଚ୍ଛିତ ହୋଇ ରହିଥିବା…

ଖେଳୁଥିବା ସମୟରେ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ଜୀବନ ଗଲା

କୋରାପୁଟ,୧ା୭(ଅମିତାଭ ବେହେରା): ଖେଳୁଥିବା ସମୟରେ ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି କୋରାପୁଟ ଜିଲା ଲମତାପୁଟ ବ୍ଲକ ତୁଷୁବା ପଞ୍ଚାୟତର କଞ୍ଚଣା ଗ୍ରାମରେ। ସୂଚନାନୁସାରେ, ସେଇ ଗ୍ରାମର ଅର୍ଜୁନ କିର୍ଷାଣୀଙ୍କ…

ଶିସକୁଡ଼ିବାସୀଙ୍କ ବିକାଶରେ ବାଧକ ଅନ୍ଧାରୀ ନଦୀ

ଦଶମନ୍ତପୁର,୩୦ା୬ (ଅରବିନ୍ଦ ନାୟକ ): ଗ୍ରାମବାସୀଙ୍କ ବିକାଶରେ ପ୍ରତିବନ୍ଧକ ସାଜିଛି ଅନ୍ଧାରୀ ନଦୀ। ଉକ୍ତ ନଦୀ ପଇଁ ବର୍ଷାଦିନ ଆସିଲେ ଜଳବନ୍ଦୀ ଜୀବନ ବିତାଉଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତର ଶିସକୁଡ଼ି ଗ୍ରାମବାସୀ। ଏହି ଗ୍ରାମ ଚାରିପଟେ…

ବାହୁଡ଼ାଯାତ୍ରା ଅଘଟଣରେ ମୃତକଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ବାହୁଡା଼ଯାତ୍ରା ସମୟରେ କେନ୍ଦୁଝର ଜିଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ…

ଟାଟା ଅବହେଳା: ୩ ଜୀବନ ଗଲା

କେନ୍ଦୁଝର/ଝୁମ୍ପୁରା/କୋରାପୁଟ/ଜୟପୁର,୨୯।୬ (ନରେଶ ପଟ୍ଟନାୟକ, ଶଶିଭୂଷଣ ସାହୁ, ଅମିତାଭ ବେହେରା, ପବନ ପାଣିଗ୍ରାହୀ)କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେନ୍ଦୁଆ ଗ୍ରାମ ପଡ଼ିଆରେ ବୁଧବାର ମଧ୍ୟାହ୍ନରେ ରଥଟଣା ପୂର୍ବରୁ ରଥର ନେତ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯିବାରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ…

ରଥଟଣା ବେଳେ ଅଘଟଣ: ବିଦ୍ୟୁତତାର ଲାଗି ଜଣେ ମୃତ, ଜଣେ ଗୁରୁତର

କୋରାପୁଟ,୨୮ା୬(ଅମିତାଭ ବେହେରା): ରଥ ଟାଣିବା ସମୟରେ ରଥରେ ବିଦ୍ୟୁତ ତାର ଲାଗି ଜଣେ ମୃତ ଓ ଜଣେ ଆହତ ହୋଇଛନ୍ତି। କୋରାପୁଟ ଜିଲା କୋଲାବ ବହୁମୁଖୀ ଜଳ ବିଦ୍ୟୁତ ଯୋଜନାର ଡ୍ୟାମ ସାଇଟ୍‌ରେ ଥିବା କୋଲାବ ନଗରରେ ଆଜି ବାହୁଡ଼ା ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?