ମାଲକାନଗିରି

୨୦ରୁ ଊର୍ଦ୍ଧ୍ୱ ଶହୀଦସ୍ତମ୍ଭ ଭାଙ୍ଗିଲେ ଗ୍ରାମବାସୀ

ମାଲକାନଗିରି,୨୬।୨: ମାଲକାନଗିରି ଜିଲା ସ୍ୱାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି କମିଥିବା ବେଳେ ଶାନ୍ତି ଫେରୁଛି। ଏହି ପରିପ୍ରେକ୍ଷୀରେ ସ୍ୱାଭିମାନ ଅଞ୍ଚଳର ମାଥିଲି, କାଲିମେଳା ଏବଂ ଖଇରପୁଟରେ ଥିବା ୨୦ରୁ ଊର୍ଦ୍ଧ୍ୱ ମାଓବାଦୀଙ୍କ ଶହୀଦସ୍ତମ୍ଭକୁ ସ୍ଥାନୀୟ ଗ୍ରାମବାସୀ ଗୁରୁବାର ଭାଙ୍ଗି ଦେଇଛନ୍ତି। ମାଓବାଦୀମାନେ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଏ ସମ୍ବନ୍ଧରେ ଆଜି ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି…

ଲାଞ୍ଚ ନେଇ ଧରାପଡ଼ିଲେ JE, ବିଦ୍ୟୁତ୍‌ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ମାଲକାନଗିରି,୩।୨(ଦୁର୍ଯ୍ୟୋଧନ ପାତ୍ର): ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପରବେଶ ନାୟକ। ବିଦ୍ୟୁତ ସଂଯୋଗ ପାଇଁ ଜଣେ…

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପଡିଆ ଗ୍ରାମର ବୃନ୍ଦାବନ ହନ୍ତାଳଙ୍କପୁଅ ସମୀର ହନ୍ତାଳ (୨୯)…

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର ଗୋଟିଏ ହେଟାବାଘର ମୃତଦେହ ଜବତ କରାଯାଇଛି । ଏକ ବଡ ଗାଡି ଧକ୍କାରେ ହେଟାବାଘର…

୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନସ୍ଥ ତଥା କାଲିମେଳା ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ଏମଭି…

ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଜିଲା ନ୍ୟାଶନାଲ ପାର୍କ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ଖବର ପାଇ ସିଆରପିଏଫ୍‌,…

ବେଆଇନ ପଥର ଖାଦାନରେ ଅଘଟଣ: ୨ ଶ୍ରମିକଙ୍କ ମୃତ, ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା

ମାଲକାନଗିରିରେ,୧୬।୨: ମାଲକାନଗିରି ଜିଲାରେ ବେଆଇନ ପଥର ଖାଦାନରୁ ପଥର ଖସି ଦୁଇ ଶ୍ରମିକଙ୍କ ପ୍ରାଣହାନି ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ପ୍ରାୟ ସମୟରେ ତାରିଣୀ ମନ୍ଦିର ପଛପଟେ…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ, ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ…

କାଲିମେଳା,୭ା୧(ଜୀବନକୃଷ୍ଣ ଦାସ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପାପୁଲୁରୁ, କାଲିମେଳା ବ୍ଲକ, ମାଲକାନଗିରିରେ ହୋଇଯାଇଛି। ଯେଉଁଥିରେ ଜିଲା ତରଫରୁ ବିଧାୟକ ମାଲକାନଗିରି ନରସିଂହ ମାଡ଼କାମୀ, ବିଧାୟକ ଚିତ୍ରକୋଣ୍ଡା ପ୍ରତିନିଧି, ଉପାଧ୍ୟକ୍ଷ ମାଲକାନଗିରି…

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ  । ଜୟନଗର ସ୍ଥିତ…

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୨ କୋଟିର…

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା ଅନୁଯାୟୀ, ଆଜି ଭୋର ସକାଳୁ ସୁକୁମା ଡିଆରଜି ବାହିନୀ ଜିଲାର ଗୋଲାପାଲ୍ଲୀ ଜଙ୍ଗଲରେ କମ୍ବିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri