ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ
ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍ର ଡାଲାରେ ତଳେ ବିପୁଳ ପରିମାଣର ଗଞ୍ଜେଇ ରଖି ତା ଉପରେ ବନ୍ଧାକୋବି ରଖି…
ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ଚିଠି ସଂଖ୍ୟା ୫୪୪୭ ଓ ୫୪୫୪ ତା. ୩ା୯ା୨୦୨୬ ମାଧ୍ୟମରେ…
ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ
ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ ହେଲେ ମାଥିଲି ଥାନା ଅଧୀନ ସାଲିମି ପଞ୍ଚାୟତ ନୁଆଗୁଡା ଗ୍ରାମର ହନୁରାମ ନାୟକ…
ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…
ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍ ଜଙ୍ଗଲରୁ ଏକ ହେଟା ବାଘ ଆସି ତାଙ୍କୁ ନେଇଯିବାକୁ ଉଦ୍ୟମ କରିଥିଲା। ଶିଶୁର…
ବିଦ୍ୟୁତ୍ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…
କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି। ବିଦ୍ୟୁତ୍ ଖୁଣ୍ଟ ଓ ଗଛରେ ବିଦ୍ୟୁତ୍ ସଂଯୋଗ ହୋଇଥିବା ଅଭିଯୋଗ ଆସିଥିବା ବେଳେ…
ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ
କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ ଚାଲାଣରେ ବ୍ୟବହୃତ ଆମ୍ବୁଲାନ୍ସ ଏବଂ ୨୦୦ କେଜି ଗଞ୍ଜେଇ ଜବତ କରିଛି। ଗିରଫ…
ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ
ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ ରାସପେଦାଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ସୁନିତା ରାସପେଦାଙ୍କ ଘଟଣାସ୍ଥଳରେ ମୃତ୍ୟୁ…
ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ
ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍ଏଫ୍ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ ସୂତ୍ରରୁ ଖବର ପାଇ ଘନବେଡାସ୍ଥିତ ୧୭୭ ବାଟାଲିୟନ ବିଏସ୍ଏଫ୍ ବାହିନୀ ଏବଂ ଡିଭିଏଫ୍…
ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ
ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ତତ୍ତ୍ୱାବଧାନରେ ବୁଧବାର ମାଲକାନଗିରି ବିମାନବନ୍ଦରରୁ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳତାର…
ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ
ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ ବିମାନ ଚଳାଚଳ ପାଇଁ ବିମାନବନ୍ଦରର ରନୱେ ସମ୍ପ୍ରସାରଣ କରାଯିବ। ଏହାକୁ ନେଇ ପ୍ରଶାସନ…
ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି
ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍ପି ବିନୋଦ ପାଟିଲ ସୂଚନା ଦେଇ କହିଛନ୍ତି ଯେ, ଗତ ୨୦୨୧ରେ ଆନ୍ଧ୍ରପ୍ରଦେଶ ଗୁଂଟୁର ଜିଲାର…
ମାଲକାନଗିରି ପୋଲିସକୁ ଆଉ ଏକ ବଡ଼ ସଫଳତା: ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ
ମାଲକାନଗିରି,୨୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସକୁ ପୁଣିଥରେ ଏକ ବଡ଼ ସଫଳତା ମିଳିଛି। ମାଓବାଦୀଙ୍କ ଡମ୍ପ୍ ଠାବ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ତଥ୍ୟ ଅନୁଯାୟୀ, ଆଜି ସକାଳୁ ଡିବିଏଫ୍ ଯବାନମାନେ କାଲିମେଳା ଥାନା ଅନ୍ତର୍ଗତ ଗୁଣ୍ଠାବେଡ଼ା…

